25.1 C
Bhubaneswar
Saturday, October 24, 2026
-Advertisement-

ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ଅତ୍ୟାବଶ୍ୟକ ଦ୍ରବ୍ୟର ଯୋଗାଣ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ

ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଏକ ଉଚ୍ଚସ୍ତରୀୟ ବୈଠକ କରିଛନ୍ତି । ଏଥିରେ ପଶ୍ଚିମ ଏସିଆରେ ଯୁଦ୍ଧ ପାଇଁ ଦେଶ ତଥା ରାଜ୍ୟରେ ସୃଷ୍ଟି ହୋଇଥିବା ବିଭିନ୍ନ ଦ୍ରବ୍ୟର କୃତ୍ରିମ ଅଭାବଜନିତ ସମସ୍ୟାର ମୁକାବିଲା ପାଇଁ...

ଇରାନର ଶକ୍ତି ଭିତ୍ତିଭୂମି ଉପରେ ୧୦ ଦିନ ଆକ୍ରମଣ ହେବ ନାହିଁ: ଟ୍ରମ୍ପ

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତି ଭିତ୍ତିଭୂମି ଉପରେ ଆକ୍ରମଣ ପାଇଁ ସମୟସୀମା ୬ ଏପ୍ରିଲ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଟ୍ରମ୍ପ କହିଛନ୍ତି ଯେ ସେ ଇରାନର ଶକ୍ତି ଭିତ୍ତିଭୂମି ଉପରେ ଆକ୍ରମଣକୁ ୧୦ ଦିନ ପାଇଁ ବନ୍ଦ...

ପୁଣି ଥରେ ଆରମ୍ଭ ହେବ ପାକିସ୍ତାନ-ଆଫଗାନିସ୍ତାନ ଯୁଦ୍ଧ

ପାକିସ୍ତାନ ଓ ଆଫଗାନିସ୍ତାନ ମଧ୍ୟରେ ପୁଣି ଥରେ ଆରମ୍ଭ ହୋଇଯାଇଛି ଯୁଦ୍ଧ। ଇସଲାମାବାଦରେ ପାକିସ୍ତାନ ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ତାହିର ଆନ୍ଦ୍ରାବି କହିଛନ୍ତି, ମାର୍ଚ୍ଚ ୨୩ ରୁ ୨୪ ମଧ୍ୟରାତ୍ରି ମଧ୍ୟରେ ଯୁଦ୍ଧବିରତି ଶେଷ ହୋଇଛି। ଇସଲାମାବାଦ ଆଫଗାନିସ୍ତାନ...

ମଧ୍ୟପ୍ରାଚ୍ୟ ସଙ୍କଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ

ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ ସାରା ଭାରତ ଉପରେ ପଡ଼ିଛି । ଏହି ସଙ୍କଟ ପରିସ୍ଥିତିକୁ କିପରି ସଫଳତାର ସହିତ ମୁକାବିଲା କରାଯିବ ସେଥିପାଇଁ ସତର୍କତାର ସହିତ ଭାରତ ସରକାର ପଦକ୍ଷେପ ଗ୍ରହଣ କରୁଛନ୍ତି । ଆସନ୍ତାକାଲି ପ୍ରଧାନମନ୍ତ୍ରୀ ସମସ୍ତ ରାଜ୍ୟରେ...

ଇରାନ ନୌସେନାର କମାଣ୍ଡର, ତାଙ୍ଗସିରିଙ୍କ ମୃତ୍ୟୁ

ଇରାନକୁ ଲାଗିଛି ଶକ୍ତ ଝଟକା । ଇସଲାମିକ୍ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ ନୌସେନାର କମାଣ୍ଡର ରିଅର ଆଡମିରାଲ ଆଲିରେଜା ତାଙ୍ଗସିରିଙ୍କ ମୃତ୍ୟୁ ହୋଇଥିବାର ଦାବି କରିଛି ଇସ୍ରାଏଲ୍ । ଜଣେ ଇସ୍ରାଏଲୀ ଅଧିକାରୀ ଦାବି କରିଛନ୍ତି ଯେ ଆମେରିକା-ଇସ୍ରାଏଲର ମିଳିତ...

ଭାରତରେ ନିର୍ମାଣ ହେବ ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ର

ଏବେ ଭାରତ ଓ ଆମେରିକା ମିଳିତ ଭାବରେ ଅସ୍ତ୍ରଶସ୍ତ୍ର ବିକଶିତ ଏବଂ ଉତ୍ପାଦନ କରିବେ। ଏହି ଆଲୋଚନା ଦୁଇ ଦେଶର ପ୍ରତିରକ୍ଷା ନୀତି ଗୋଷ୍ଠୀର ୧୮ତମ ବୈଠକରେ ହୋଇଥିଲା। ଏହି ପଦକ୍ଷେପ ପାଇଁ ଦୁଇ ଦେଶର ଯୋଜନା ବୁଧବାର ସମୀକ୍ଷା...

ଭିଜିଲାନ୍ସ ଜାଲରେ ପଡ଼ିଲେ ଗଞ୍ଜାମ ଜଳସେଚନ ପ୍ରକଳ୍ପର SDO

ଗଞ୍ଜାମ ଭଞ୍ଜନଗର ଜଳସେଚନ ବିଭାଗର ଏସଡିଓ ପଞ୍ଚୁ ବେହେରାଙ୍କ ଘରେ ଭିଜିଲାନ୍ସର ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ କରାଯାଇଛି । ଭଞ୍ଜନଗର ଡହ ଜଳଭଣ୍ଡାର କାର୍ଯ୍ୟାଳୟ ପୋଲସରା ଏବଂ ୫ଟି ଜାଗାରେ ଚଢ଼ାଉ...

SCB ପ୍ରସଙ୍ଗକୁ ନେଇ ଗୃହରେ ହଟ୍ଟଗୋଳ

ଆଜି ବିଧାନସଭାରେ ସୁରୁଖୁରୁରରେ ଚାଲିପାରିଲାନି ଗୃହ। SCB ଅଗ୍ନିକାଣ୍ଡ ଘଟଣାକୁ ନେଇ ଗୃହରେ ଅଚଳାବସ୍ଥା ଜାରି ରହିଛି। ପ୍ରଶ୍ନକାଳ ଆରମ୍ଭରୁ ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଛି। ଗୃହ ମଧ୍ୟ ଭାଗରେ କଂଗ୍ରେସ ଓ ବିଜେଡି ବିଧାୟକ ନାରାବାଜି କରିଛନ୍ତି।...

ଗୃହରେ BJDର କଳା ପୋଷାକ ପ୍ରତିବାଦକୁ ନିନ୍ଦା କଲା BJP

ଏସସିବି ଘଟଣାକୁ ନେଇ ଗୃହରେ ଆଜି କଳା ଟି-ସାର୍ଟ ପିନ୍ଧି ବିରୋଧୀ ସଦସ୍ୟମାନେ ନାରାବାଜି କରିଛନ୍ତି । କଳା ରଙ୍ଗର ଟି-ସାର୍ଟ ପିନ୍ଧି ଗୃହରେ ହଙ୍ଗମା କରିଛନ୍ତି। ଯାହା ଫଳରେ ବାଚସ୍ପତି ବାଧ୍ୟ ହୋଇ ପ୍ରଶ୍ନକାଳକୁ ବାତିଲ କରିଥିଲେ। ବିଜେଡିର...

ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧ ଶେଷ କରିବା ପାଇଁ ପାକିସ୍ତାନରେ ହେବ ଆଲୋଚନା

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୂଚିତ କରିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧ ଶେଷ କରିବା ପାଇଁ ଆଲୋଚନା ପାକିସ୍ତାନରେ ହୋଇପାରେ। ଟ୍ରମ୍ପ ସୋସିଆଲ ମିଡିଆରେ,ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫଙ୍କ ନିମନ୍ତ୍ରଣର ଏକ ସ୍କ୍ରିନସଟ୍ ସେୟାର କରିଛନ୍ତି।...
- Advertisement -

Latest article

DuffSpin Live Roulette Guide

ContentsGetting Started at DuffSpin: Account Setup and VerificationClaiming Your DuffSpin Bonus for Live GamesUnderstanding DuffSpin Live Roulette GameplayEffective Bankroll Management StrategyCommon Issues and TroubleshootingWithdrawing...

ଛାତ୍ର ସଂସଦ ନିର୍ବାଚନ ଫଳାଫଳ ପ୍ରକାଶ :ବିଜୟୀ ପ୍ରାର୍ଥୀଙ୍କ ଜୋରଦାର ସେଲିବ୍ରେସନ

ଭୁବନେଶ୍ୱର: ରାଜ୍ୟର ପ୍ରମୁଖ ବିଶ୍ବବିଦ୍ୟାଳୟର ଛାତ୍ର ସଂସଦ ନିର୍ବାଚନ ଫଳାଫଳ ଆସିଛି l ବାଣୀବିହାର ରେ କଡ଼ା ମୁକାବିଳା ମଧ୍ୟରେ ଏବିଭିପି ସଭାପତି ପଦ ହାତେଇଛି। ବିସିଜେଡି ଏବଂ NSUI...

ଆର୍ଥିକ ଦୁର୍ବଳ ସ୍ଥିତି ଏବଂ ବସ୍ତିବାସିନ୍ଦାଙ୍କ ପାଇଁ ଦୁଇ ଆବାସିକ ପ୍ରକଳ୍ପ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଘାଟିକିଆରେ ‘ନୀଳକଣ୍ଠେଶ୍ବର ନିବାସ’ ଓ ଗାଡ଼କଣର “ମୁକ୍ତେଶ୍ୱର ରେସିଡେନ୍ସି” ଆବାସିକ ପ୍ରକଳ୍ପ କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରିଛନ୍ତି । ଘାଟିକିଆରେ ‘ନୀଳକଣ୍ଠେଶ୍ୱର ନିବାସ’ ୫.୨୭...