ମହାନଦୀ ଜଳ ବିବାଦ: ନବୀନଙ୍କୁ କଡ଼ା କାଉଣ୍ଟର କଲେ ଉପମୁଖ୍ୟମନ୍ତ୍ରୀ
ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ କଡ଼ା କାଉଣ୍ଟର କରିଛନ୍ତି। ୨୦୨୬ ବଜେଟ୍କୁ ନବୀନ ନିନ୍ଦା କରିବା ପରେ ସୋମବାର ଉପମୁଖ୍ୟମନ୍ତ୍ରୀ ବିରୋଧୀ ଦଳ ନେତାଙ୍କୁ ପ୍ରଶ୍ନ କରିଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ମହାନଦୀ ଜଳ...
ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଆଜି ଓଡ଼ିଶାରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜିଠୁ ୬ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି । ବାୟୁସେନାର ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱର ବିମାନବନ୍ଦରରେ ଓହ୍ଲାଇବା ପରେ ସେଠାରେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ତାଙ୍କୁ...
ସ୍ୱୟଂ ସହାୟକ ଗୋଷ୍ଠୀକୁ ୨୦୦ କୋଟିର ଋଣ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାୟଗଡ଼ାରେ ସୁଭଦ୍ରା ଶକ୍ତି ମେଳାର ଉଦଘାଟନ କରି ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ପାଇଁ ଏକ ପ୍ରମୁଖ ଆର୍ଥିକ ପ୍ରୋତ୍ସାହନ ଘୋଷଣା କରିବା ସହ ଜିଲ୍ଲାରେ ଅନେକ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ଘାଟନ...
ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଆଜି ୬ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତିଙ୍କ ସୁରକ୍ଷା ପାଇଁ ୩୦ ପ୍ଲାଟୁନ୍ ଫୋର୍ସ ନିୟୋଜିତ କରାଯାଇଛି । ଆଜି ସନ୍ଧ୍ୟା ୬ଟା ୩୦ରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବାପରେ ସେଠାରୁ ସିଧା ଲୋକଭବନ...
ବଜେଟରେ ଓଡିଶାକୁ ଗୁରୁତ୍ୱ: ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ବଜେଟ୍ ଉପସ୍ଥାପନ କରି ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି । ଦେଶର ଖଣିଜ ସମ୍ପଦର ସଦୁପଯୋଗ ଏବଂ ଆମଦାନୀ ଉପରେ ନିର୍ଭରଶୀଳତା କମାଇବା ପାଇଁ ଓଡ଼ିଶା, କେରଳ,...
ବଜେଟ୍ ୨୦୨୬-୨୭ରେ ଗରିବ ଓ ଅସହାୟ ମହିଳାଙ୍କ ବିକାଶ ଉପରେ ଅଧିକ ଫୋକସ୍
୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ସଂସଦରେ ବଜେଟ୍ ଉପସ୍ଥାପନ କରିଛନ୍ତି। ପ୍ରଥମ ବଜେଟରେ ସରକାର ଗରିବ, ଅସହାୟ ଏବଂ ବଞ୍ଚିତ ଶ୍ରେଣୀର ବିକାଶ ପାଇଁ ନିଜର ସଂକଳ୍ପ ଦୋହରାଇଛନ୍ତି। ଏହି ସଂକଳ୍ପକୁ ପୂରା...
ସଂସଦରେ ଉପସ୍ଥାପିତ ହେଲା ୨୦୨୬-୨୭ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍
ଆଜି ସଂସଦରେ ୨୦୨୬-୨୭ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପିତ ହୋଇଛି । ଆଜି ୯ମ ଥର ପାଇଁ ନିର୍ମଳା ସୀତାରମଣ ଏହି ବଜେଟ୍ ଆଗତ କରିଛନ୍ତି। ଏଥର ବଜେଟରେ ଅର୍ଥମନ୍ତ୍ରୀ ବିଭିନ୍ନ ବଡ଼ ଘୋଷଣା କରିଛନ୍ତି । ଚଳିତ...
ମହିଳା ଉପମୁଖ୍ୟମନ୍ତ୍ରୀ ହେଲେ ଅଜିତ ପାୱାରଙ୍କ ଧର୍ମପତ୍ନୀ
ମହାରାଷ୍ଟ୍ରର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ, ସ୍ୱର୍ଗତ ଅଜିତ ପାୱାରଙ୍କ ଧର୍ମପତ୍ନୀ ସୁନେତ୍ରା ଅଜିତ ପାୱାର । ଆଜି,ଲୋକ ଭବନରେ ଆୟୋଜିତ ଶପଥ ଗ୍ରହଣ ସମାରୋହରେ ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ପଦ ଏବଂ ଗୋପନୀୟତାର ଶପଥ ପାଠ...
ଫେବୃଆରି ୩ ତାରିଖରେ ପୁରୀ ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି । ରାଷ୍ଟ୍ରପତି ୩ ତାରିଖ ଦିନ ପୁରୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ରାଷ୍ଟ୍ରପତି ସ୍ୱତନ୍ତ୍ର ହେଲିକପ୍ଟରରେ ହେଲିପ୍ୟାଡରେ ଅବତରଣ କରି ସିଧାସଳଖ ଲୋକଭବନ ଅଭିମୁଖେ...
ଫେବୃଆରୀରୁ ଆରମ୍ଭ ହେବ ବିଧାନସଭା ଅଧିବେଶନ
ଫେବୃଆରୀ ୨୦ ତାରିଖରେ ଆଗତ ହେବ ଓଡ଼ିଶା ବଜେଟ୍ । ଅର୍ଥ ବିଭାଗ ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାନସଭାରେ ଉପସ୍ଥାପନ କରିବେ ରାଜ୍ୟ ବଜେଟ୍ । ୨୦୧୬-୨୭ ଆର୍ଥିକ ବର୍ଷ ପାଇଁ ଏବେ ଆସିବ ପୂର୍ଣ୍ଣାଙ୍ଗ ବଜେଟ୍...
















