25.1 C
Bhubaneswar
Tuesday, March 4, 2025
-Advertisement-

ଉତ୍ତର-ପୂର୍ବ ରାଜ୍ୟରେ ବଦଳୁଛି ରାଜନୀତି ସମୀକରଣ

ଉତ୍ତରପୂର୍ବ ରାଜ୍ୟର ତିନୋଟି ରାଜ୍ୟ ନାଗାଲାଣ୍ଡ, ମେଘାଳୟ ଓ ତ୍ରିପୁରାରେ ବିଧାନସଭା ନିର୍ବାଚନର ଭୋଟ ଗଣତି ଚାଲିଛି । ମିଳିଥିବା ଟ୍ରେଣ୍ଡ ଅନୁଯାୟୀ, ତ୍ରିପୁରା ଓ ନାଗାଲାଣ୍ଡରେ ବିଜେପି ମେଣ୍ଟ ଆଗରେ ରହିଛି । 60 ଆସନ ବିଶିଷ୍ଟ ନାଗାଲାଣ୍ଡରେ...

ସିବିଆଇ ତଦନ୍ତ ଦାବିରେ ବିଜେପି ଯୁବମୋର୍ଚ୍ଚାର ବିଧାନସଭା ଘେରାଉ

ନବ ଦାସ ହତ୍ୟାକାଣ୍ଡ ମାମଲାର ସିବିଆଇ ତଦନ୍ତ ଦାବିରେ ବିଜେପି ଯୁବମୋର୍ଚ୍ଚା ଆଜି ବିଧାନସଭା ଘେରାଉ କରିଛି । ଦଳୀୟ କାର୍ଯ୍ୟାଳୟରୁ ହଜାର ହଜାର କର୍ମୀ ବିଶାଳ ଶୋଭାଯାତ୍ରାରେ ଆସି ଲୋୟର ପିଏମଜିରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ରାଜ୍ୟରେ...

ସିସୋଦିଆଙ୍କ ଗିରଫକୁ ଆପ୍ ର ବିରୋଧ

ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ସିବିଆଇ ଗିରଫ କରିବା ଘଟଣାକୁ ଦେଶବ୍ୟାପୀ ବିରୋଧ କରିଛି ଆପ୍ । ଗତକାଲି ସିସୋଦିଆଙ୍କୁ ସିବିଆଇ ଗିରଫ କରିଥିଲା । ଦିଲ୍ଲୀ ସରକାରଙ୍କ ନୂଆ ଅବକାରୀ ନୀତି ସ୍କାମର ତଦନ୍ତ କରୁଛି ସିବିଆଇ ।...

ନବ ଦାସ ହତ୍ୟା ମାମଲାରେ ସୁଶାନ୍ତଙ୍କୁ ତଦନ୍ତଭୁକ୍ତ କରିବାକୁ ଦାବି

ଆଜି ବିଧାନସଭାରେ ପୁଣି ଉଠିଛି ନବ ଦାସଙ୍କ ହତ୍ୟା ପ୍ରସଙ୍ଗ । ଶୂନ୍ୟକାଳରେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ଏହି ପ୍ରସଙ୍ଗ ଉଠାଇବା ସହ ଏହା ଏକ ସୁପରିକଳ୍ପିତ ଯୋଜନାବଦ୍ଧ ହତ୍ୟାକାଣ୍ଡ ବୋଲି କହିଛନ୍ତି । କ୍ରାଇମବ୍ରାଞ୍ଚ ତଦନ୍ତରୁ...

ବିଧାନସଭାରେ ମୁକାବିଲା ପାଇଁ ଛକାପଞ୍ଝା

ଆସନ୍ତାକାଲିଠୁ ଆରମ୍ଭ ହେବ ବିଧାନସଭାର ବଜେଟ ଅଧିବେଶନ । ବଜେଟ ଅଧିବେଶନରେ ସରକାରଙ୍କୁ ଅଡୁଆରେ ପକାଇବା ପାଇଁ ବିରୋଧୀ ବିଜେପି ଓ କଂଗ୍ରେସ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ବିଶେଷକରି ମନ୍ତ୍ରୀ ନବ ଦାସଙ୍କୁ ଜଣେ ପୋଲିସ ଅଧିକାରୀ ଗୁଳି...

ଅରୂପଙ୍କ ନାଁରେ ଥାନାରେ ଏତଲା ଦେଲା ବିଜେପି

ବିଜେଡି ନେତା ଅରୂପ ପଟ୍ଟନାୟକଙ୍କ ନାଁରେ କ୍ୟାପିଟାଲ ଥାନାରେ ଏତଲା ଦେଲା ବିଜେପି । ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ରଙ୍କ ନାଁ ନ ନେଇ ତାଙ୍କୁ ମାରିବା ପାଇଁ ଦଳୀୟ ସଭାରେ ଖୋଲାଖୋଲି ଧମକ ଦେଇଥିଲେ ବିଜେଡି...

ବିରୋଧୀ ଦଳ ନେତାଙ୍କୁ ଧମକ … ମୋ ହାବୁଡରେ ପଡୁ

ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କୁ ବିଜେଡି ନେତା ଅରୂପ ପଟ୍ଟନାୟକଙ୍କୁ ଖୋଲା ଧମକ । ଗତକାଲି ସମ୍ବଲପୁରରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ ବେଳେ ଜୟନାରାୟଣ ମିଶ୍ରଙ୍କର ଜଣେ ମହିଳା ପୋଲିସ ଅଧିକାରୀଙ୍କ ସହ ଉଚ୍ଚବାଚ ହୋଇଥିଲା । ଜୟନାରାୟଣ...

କଂଗ୍ରେସରେ ଯୋଗଦେଲେ ପ୍ୟାରୀଙ୍କ ଝିଅ

କଂଗ୍ରେସରେ ଯୋଗଦେଲେ ସ୍ୱର୍ଗତ ପୂର୍ବତନ ସାଂସଦ ପ୍ୟାରୀମୋହନ ମହାପାତ୍ରଙ୍କ ଝିଅ ସିକ୍ତା ପତି । ସିକ୍ତା କହିଛନ୍ତି ଯେ, ମୋତେ ଗୋଟେ ଜାତୀୟ ଦଳରେ ଅଂଶ ହେବା ପାଇଁ ସୁଯୋଗ ମିଳିଛି । ରାହୁଲ ଗାନ୍ଧୀଙ୍କର ଭାରତ ଯୋଡ ଯାତ୍ରାରେ...

ଜୟନାରାୟଣଙ୍କ ଚାପୁଡା ମାଡ

ଧନୁପାଲି ମହିଳା ଆଇଆଇସିଙ୍କୁ ଚାପୁଡା ମାରିବା ଘଟଣାରେ ହେବ କି କାର୍ଯ୍ୟାନୁଷ୍ଠାନ । ଜୟନାରାୟଣ ମିଶ୍ରଙ୍କ ବିରୋଧରେ ଏଫଆଇଆର ରୁଜୁ ହୋଇଛି । ଧନୁପାଲି ମହିଳା ଆଇଆଇସିଙ୍କୁ ଜୟନାରାୟଣ ମିଶ୍ରଙ୍କ ଆକ୍ରମଣ ଘଟଣାରେ ପୋଲିସର ତଦନ୍ତ ଜାରି ରହିଛି...

ବିଜେଡି ନେତାଙ୍କୁ ସତର୍କ କଲେ ଚେଲ୍ଲା କୁମାର

ମନ୍ତ୍ରୀ ନବ ଦାସଙ୍କୁ ଗୁଳି କରି ହତ୍ୟା କରିବା ଘଟଣାରେ ଭୟଙ୍କର ପ୍ରତିକ୍ରିୟା ଦେଇଛନ୍ତି ବରିଷ୍ଠ କଂଗ୍ରେସ ନେତା ଚେଲା କୁମାର । ପିସିସି ପ୍ରଭାରୀ ଚେଲା କୁମାର କହିଛନ୍ତି, ଆଜି ନବ ଦାସଙ୍କୁ ହତ୍ୟା କରାଗଲା, ଆଗକୁ ଆଉ...
- Advertisement -

Latest article

ଫେବୃଆରୀରୁ ଲାଗୁ ହେବ ଆୟୁଷ୍ମାନ ଭାରତ

ଆସନ୍ତା ଫେବୃଆରୀରୁ ଲାଗୁ କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ ଭାରତ । ନିର୍ବାଚନ ବେଳେ ଆଯୁଷ୍ମାନ ଭାରତ ଯୋଜନା ଲାଗୁ କରିବାକୁ ପ୍ରତିଶ୍ରୁତି ଦେଇଥିଲା ବିଜେପି । ଏବେ କ୍ଷମତାସୀନ ହେବାର ଛମାସ ପରେ...

ପଦ୍ମ ବିଜେତାଙ୍କୁ ମିଳିବ ମାସକୁ 30 ହଜାର

ରାଜ୍ୟ ସରକାରଙ୍କ ବଡ ନିଷ୍ପତ୍ତି । ରାଜ୍ୟର ପଦ୍ମ ବିଜେତାଙ୍କୁ ପ୍ରତିମାସରେ 30 ହଜାର ଟଙ୍କା ଲେଖାଁଏ ପ୍ରଦାନ କରିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ଉଲ୍ଲେଖନୀୟ ଅବଦାନ ପାଇଁ କେନ୍ଦ୍ର...

ଆଇନ୍ ବୃତ୍ତି ବିଶ୍ୱର ଉତ୍ତମ ପେସା : ଜଷ୍ଟିସ୍ ମିଶ୍ର

ଭୁବନେଶ୍ୱର, ୨୩/୦୯ : ଆଇନ୍ ବୃତ୍ତିରେ ବିଭିନ୍ନ ସୁଯୋଗ ରହିଥିବାରୁ ଏହା ଅନେକ ପ୍ରତିଭାଶାଳୀ ଛାତ୍ରଛାତ୍ରୀଙ୍କୁ ଆକର୍ଷିତ କରୁଛି ଏବଂ ଏହା ବିଶ୍ୱର ସବୁଠାରୁ ଉତ୍ତମ ପେସା ବୋଲି କହିଛନ୍ତି ଓଡ଼ିଶା ହାଇକୋର୍ଟର...