ଥଲପତି ବିଜୟଙ୍କ ସମ୍ପର୍କରେ ଫାଟ; ପତ୍ନୀ ଆଣିଲେ ସାଙ୍ଘାତିକ ଅଭିଯୋଗ
ଥଲପତି ବିଜୟଙ୍କ ଦୀର୍ଘ ୨୭ ବର୍ଷର ବୈବାହିକ ସମ୍ପର୍କରେ ପଡ଼ିଛି ଫାଟ । ତାମିଲ ଅଭିନେତା ଓ ଟିଭିକେ ଦଳର ମୁଖ୍ୟ ଥଲପତି ବିଜୟଙ୍କ ପତ୍ନୀ ସଙ୍ଗୀତା ସୋର୍ଣ୍ଣାଲିଙ୍ଗମ୍ ଛାଡ଼ପତ୍ର ପାଇଁ ଚେନଗଲାପଟ୍ଟୁ ପାରିବାରିକ ଅଦାଲତରେ ଆବେଦନ କରିଛନ୍ତି ।...
ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ କେଜ୍ରିୱାଲଙ୍କୁ ମିଳିଲା ନ୍ୟାୟ
ଦିଲ୍ଲୀର ବହୁ ଚର୍ଚ୍ଚିତ ଅବକାରୀ ନୀତି ଦୁର୍ନୀତି ମାମଲାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ମିଳିଛି ନ୍ୟାୟ । ଶୁକ୍ରବାର ଦିଲ୍ଲୀ କୋର୍ଟ ପୂର୍ବତନ ମୁଖ୍ୟମନ୍ତ୍ରୀ କେଜ୍ରିୱାଲ ଓ ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ସମେତ ସମସ୍ତ...
ମହାନଦୀ ଜଳ ବିବାଦର ସମାଧାନ ପାଇଁ ଓଡିଶା ଗସ୍ତରେ ଆସିଲେ ଟ୍ରିବ୍ୟୁନାଲର ଅଧ୍ୟକ୍ଷ
ମହାନଦୀ ଜଳ ବିବାଦର ସମାଧାନ ପାଇଁ ସମ୍ବଲପୁର ଗସ୍ତରେ ଆସିଛନ୍ତି ଟ୍ରିବ୍ୟୁନାଲର ଅଧ୍ୟକ୍ଷ ବିଚାରପତି ବେଲା ଏମ୍. ତ୍ରିବେଦୀଙ୍କ ଟିମ୍ । ହୀରାକୁଦ ଜଳଭଣ୍ଡାର ଓ ଚିପିଲିମା ପାୱାର ହାଉସର ଜଳ ଭଣ୍ଡାର ଯାଇ ସମୀକ୍ଷା କରିବେ । ଶୁକ୍ରବାର...
ନୂତନ ଓଡ଼ିଶା ଭବନର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
ଗୁରୁବାର ନୂଆଦିଲ୍ଲୀରେ ନୂତନ ଓଡ଼ିଶା ଭବନର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ।ଶିଳାନ୍ୟାସ ଅବସରରେ କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ, ରାଜ୍ୟ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଏବଂ ସାଂସଦ ପ୍ରଦୀପ ପୁରୋହିତ ପ୍ରମୁଖ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀ...
ଇସ୍ରାଏଲ ଭାରତକୁ ଦେବ ଶକ୍ତିଶାଳୀ କ୍ଷେପଣାସ୍ତ୍ର
ପ୍ରଧାନମନ୍ତ୍ରୀଙ୍କ ଇସ୍ରାଏଲ ଗସ୍ତରେ ଇସ୍ରାଏଲ ସହ ଏକ ପ୍ରତିରକ୍ଷା ଚୁକ୍ତି ସ୍ୱାକ୍ଷରିତ ହେବାକୁ ଯାଉଛି। ବିଶ୍ୱର ବିଭିନ୍ନ ଦେଶ ଇସ୍ରାଏଲ ଠାରୁ ଏହି ଅସ୍ତ୍ର ନବାକୁ ଚାହୁଛନ୍ତି କିନ୍ତୁ ଇସ୍ରାଏଲ ଏହାକୁ କେବଳ ଭାରତକୁ ଦେବାକୁ ନିଷ୍ପତ୍ତି ନେଇଛି। ଏହି...
ରାଜ୍ୟରେ ବର୍ଷକରେ ୧୩ ହଜାର ୨୬୨ ମହିଳା ପାଇଛନ୍ତି ଯୌନ ନିର୍ଯାତନା
ରାଜ୍ୟରେ ମହିଳା ନିର୍ଯାତନା ଓ ମହିଳା ବିରୋଧୀ ଅପରାଧ ନିୟନ୍ତ୍ରଣ କରିବା ଏବେ ପୁଲିସ୍ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ ପାଲଟିଛି। ୨୦୨୫ରୁ ବର୍ଷକ ମଧ୍ୟରେ ରାଜ୍ୟରେ ୧୩ ହଜାର ୨୬୨ ଯୁବତୀ ଓ ମହିଳା ଯୌନ ନିର୍ଯାତନାର...
ରାଜ୍ୟରେ ବିକ୍ରି ହେଉଛି ଅପମିଶ୍ରିତ ଖାଦ୍ୟ;ସ୍ୱାସ୍ଥ୍ୟମନ୍ତ୍ରୀ
ବିଧାନସଭାରେ ସ୍ୱାସ୍ଥ୍ୟ ମନ୍ତ୍ରୀ ସ୍ପଷ୍ଟ କରିଛନ୍ତି ଯେ ରାଜ୍ୟରେ ସବୁଠି ବିକ୍ରି ହେଉଛି ଅପମିଶ୍ରିତ ଖାଦ୍ୟ । ଅପମିଶ୍ରିତ ଖାଦ୍ୟ ତାଲିକାରେ ରହିଛି ଦହି, କ୍ଷୀର, ଛେନା ,ବିସ୍କୁଟ, ମଇଦା, ସ୍ନାକ୍ସ, ଛତୁଆ, ସସ୍ , ସୋୟାବିନ, ଘିଅ, ଲହୁଣୀ...
ରାଜ୍ୟରେ ସକ୍ରିୟ ଅଛନ୍ତି ୪୦ ମାଓବାଦୀ;ମୁଖ୍ୟମନ୍ତ୍ରୀ
ରାଜ୍ୟରେ ଏବେ ପ୍ରାୟ ୪୦ ଜଣ ସକ୍ରିୟ ମାଓବାଦୀ ଅଛନ୍ତି । ଏ ନେଇ ବିଧାନସଭାରେ ବିଜେଡ଼ି ବିଧାୟକ ଧ୍ରୁବ ଚରଣ ସାହୁଙ୍କ ପ୍ରଶ୍ନର ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି...
ଇରାନ ଛାଡ଼ିବାକୁ ଚେତାବନୀ ଦେଲା ଭାରତୀୟ ଦୂତାବାସ
ଇରାନରେ ଦିନକୁ ଦିନ ବଢୁଛି ଉତ୍ତେଜନା । ଏହାକୁ ଦୃଷ୍ଟିରେ ରଖି ତେହରାନ ସ୍ଥିତ ଭାରତୀୟ ଦୂତାବାସ ନିଜର ସମସ୍ତ ଭାରତୀୟ ନାଗରିକଙ୍କୁ ତୁରନ୍ତ ଦେଶ ଛାଡିବାକୁ କଡା ନିର୍ଦ୍ଦେଶ ଜାରି କରିଛି । ଭରତୀୟ ଦୂତାବାସ ଏକ୍ସରେ ପୋଷ୍ଟ...
ବିଜେପି କାର୍ଯ୍ୟାଳୟରେ ଆରମ୍ଭ ହେଲା କୋର୍ କମିଟି ବୈଠକ
ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆରମ୍ଭ ହୋଇଛି ଗୁରୁତ୍ୱପୂର୍ଣ୍ଣ କୋର୍ କମିଟି ବୈଠକ । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ହେଉ ଥିବାବେଳେ, ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ,...



















