23.1 C
Bhubaneswar
Saturday, October 24, 2026
-Advertisement-

ତୃତୀୟ ଥର ପାଇଁ ରାଜ୍ୟସଭାର ଉପାଧ୍ୟକ୍ଷ ହେଲେ ହରିବଂଶ ନାରାୟଣ ସିଂ

ରାଜ୍ୟସଭା ଉପାଧ୍ୟକ୍ଷ ପଦରେ ପୁନଃ ନିର୍ବାଚିତ ହୋଇଛନ୍ତି ହରିବଂଶ ନାରାୟଣ ସିଂ । ସେ ତୃତୀୟ ଥର ପାଇଁ ରାଜ୍ୟସଭାର ଉପାଧ୍ୟକ୍ଷ ପଦବୀ ସମ୍ଭାଳିବେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ହରିବଂଶଙ୍କୁ ଶୁଭେଚ୍ଛା ଜଣାଇ ଏହାକୁ ତାଙ୍କ ନେତୃତ୍ୱ ଏବଂ...

ବିଜୁ ପଟ୍ଟନାୟକଙ୍କ ଅଧୁରା ସ୍ୱପ୍ନକୁ ପୁରା କରିବ ସରକାର : ମୁଖ୍ୟମନ୍ତ୍ରୀ

ବିଜୁ ପଟ୍ଟନାୟକଙ୍କ ୨୯ତମ ତିରୋଧାନ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ତାଙ୍କ ଅଧୂରା ସ୍ୱପ୍ନ ପୂରଣ କରିବାକୁ ସରକାରଙ୍କ ସଂକଳ୍ପ ବୋଲି କହିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି,...

ପାକିସ୍ତାନକୁ ଗୁପ୍ତ ତଥ୍ୟ ଦେଇ ୩ ବର୍ଷ ଜେଲ୍ ଗଲେ ୭ ଜଣ ଦୋଷୀ

ଭୁବନେଶ୍ୱରରେ ଓଟିପି ସେୟାରିଂ ମାଧ୍ୟମରେ ଗୁପ୍ତ ତଥ୍ୟ ଲିକ୍ କରିବା ଏବଂ ପାକିସ୍ତାନୀ ଏଜେଣ୍ଟଙ୍କ ସହ ସଂଯୋଗ ରଖିଥିବା ଗୁରୁତର ଅଭିଯୋଗ ସହିତ ସମ୍ପୃକ୍ତ ମାମଲାରେ ଭୁବନେଶ୍ୱର କୋର୍ଟ ବଡ଼ ରାୟ ଦେଇଛନ୍ତି। ପାକିସ୍ତାନୀ ଏଜେଣ୍ଟ ସହ ତଥ୍ୟ ଲିକ୍...

ଶ୍ରୀମନ୍ଦିରରେ ସ୍ଲଟ୍‌ ବୁକିଂ କରି ଦର୍ଶନ କରିବେ ଶ୍ରଦ୍ଧାଳୁ

ଶ୍ରୀମନ୍ଦିରରେ ସ୍ଲଟ୍‌ ବୁକିଂ ମାଧ୍ୟମରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥା ଆରମ୍ଭ ହେବାକୁ ଯାଉଛି। ଭିଡ଼ ନିୟନ୍ତ୍ରଣ କରିବା ସହ ଶ୍ରଦ୍ଧାଳୁଙ୍କୁ ସୁବିଧାଜନକ ଭାବରେ ଦର୍ଶନ କରାଇବା ଉଦ୍ଦେଶ୍ୟରେ ଏହି ନୂତନ ପ୍ରଣାଳୀକୁ ଆଣିବା ପାଇଁ ଯୋଜନା ଚାଲିଛି। ଏହି ନୂଆ...

ଇରାନ ଏବଂ ଆମେରିକା ଯୁଦ୍ଧ କେବେ ଶେଷ ହେବ କହିଲେ ଟ୍ରମ୍ପ

ଇରାନ ସହିତ ଯୁଦ୍ଧ ସମ୍ପର୍କରେ ଏକ ବିବୃତ୍ତି ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଟ୍ରମ୍ପ କହିଛନ୍ତି ଯେ ଇରାନ ସହିତ ଯୁଦ୍ଧ ଶେଷ ହେବାକୁ ଯାଉଛି। ଆମେରିକା ଫକ୍ସ ନ୍ୟୁଜ୍ ସହିତ ଏକ ସାକ୍ଷାତକାର ସମୟରେ ଏହି...

ବିହାରରେ ବିଜେପିର ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୌଧୁରୀ

ନୀତିଶ କୁମାରଙ୍କ ଇସ୍ତଫା ପରେ ବିହାରର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ଭାବେ ଆଜି ସମ୍ରାଟ ଚୌଧୁରୀ ୨୪ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଏହା ବିହାର ରାଜନୀତିରେ ଏକ ବଡ଼ ରାଜନୈତିକ ପରିବର୍ତ୍ତନ। ଶପଥ ଗ୍ରହଣ ସମାରୋହରେ ଦୁଇଜଣ...

ପଞ୍ଚାୟତ ନିର୍ବାଚନ ପାଇଁ ଆସନ ସଂରକ୍ଷଣ ପ୍ରକ୍ରିୟାକୁ ସ୍ଥଗିତ କଲେ ସରକାର

ଓଡିଶା ପଞ୍ଚାୟତ ରାଜନୀତିରେ ଦେଖିବାକୁ ମିଳିଛି ନୂଆ ଟ୍ୱିଷ୍ଟ। ପଞ୍ଚାୟତ ନିର୍ବାଚନ ପାଇଁ ଆସନ ସଂରକ୍ଷଣ ପ୍ରକ୍ରିୟାକୁ ସରକାର ହଠାତ୍ ସ୍ଥଗିତ କରିଛନ୍ତି। ଏପ୍ରିଲ୍‌ ମାସରେ ହେବାକୁ ଥିବା ସଂରକ୍ଷଣ କାର୍ଯ୍ୟ ଏବେ ଅନିଶ୍ଚିତତାରେ ପଡ଼ିଛି। ପଞ୍ଚାୟତିରାଜ ବିଭାଗ ପକ୍ଷରୁ...

ସିଲିଗୁଡ଼ିରେ ମୋଦିଙ୍କୁ ଭେଟିଲେ ଦିଲ୍ଲୀପ ରାୟ

ରାଜ୍ୟସଭା ସାଂସଦ ଦିଲ୍ଲୀପ ରାୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଆକସ୍ମିକ ସାକ୍ଷାତ ନେଇ ରାଜନୀତିକ ମହଳରେ ଚର୍ଚ୍ଚା ଜୋର ଧରିଛି। ପଶ୍ଚିମବଙ୍ଗର ସିଲିଗୁଡ଼ିରେ ନିର୍ବାଚନ ପ୍ରଚାର ଗସ୍ତରେ ଥିବା ବେଳେ ମୋଦିଙ୍କୁ ଭେଟିଛନ୍ତି ଦିଲ୍ଲୀପ ରାୟ। ସୂଚନା ଅନୁଯାୟୀ,...

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନୀତିଶ କୁମାର

ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ମଙ୍ଗଳବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ମଙ୍ଗଳବାର ନୀତିଶ ରାଜ୍ୟପାଳଙ୍କୁ ନିଜର ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି। ନୀତିଶ କୁମାର ପ୍ରାୟ ୨୦ ବର୍ଷ ଧରି ବିହାରର ମୁଖ୍ୟମନ୍ତ୍ରୀ ରହିଥିଲେ। ଏହି ସମୟ ମଧ୍ୟରେ...

ବୃଦ୍ଧି ପାଇବ ଲୋକସଭା ଆସନ ସଂଖ୍ୟା

ଲୋକସଭା ଆସନର ସଂପ୍ରସାରଣ ପାଇଁ କେନ୍ଦ୍ର ସରକାର ପ୍ରସ୍ତାବ ଆଗତ କରିଛନ୍ତି । ଲୋକସଭା ଆସନ ପାଇଁ ୫୪୩ ଆସନରୁ ୮୫୦ ଆସନକୁ ବୃଦ୍ଧି ପାଇବ । ଏଥିମଧ୍ୟରୁ ୮୧୫ ଆସନ ରାଜ୍ୟ ଏବଂ ୩୫ଟି କେନ୍ଦ୍ରଶାସିତ ଅଞ୍ଚଳରୁ...
- Advertisement -

Latest article

DuffSpin Live Roulette Guide

ContentsGetting Started at DuffSpin: Account Setup and VerificationClaiming Your DuffSpin Bonus for Live GamesUnderstanding DuffSpin Live Roulette GameplayEffective Bankroll Management StrategyCommon Issues and TroubleshootingWithdrawing...

ଛାତ୍ର ସଂସଦ ନିର୍ବାଚନ ଫଳାଫଳ ପ୍ରକାଶ :ବିଜୟୀ ପ୍ରାର୍ଥୀଙ୍କ ଜୋରଦାର ସେଲିବ୍ରେସନ

ଭୁବନେଶ୍ୱର: ରାଜ୍ୟର ପ୍ରମୁଖ ବିଶ୍ବବିଦ୍ୟାଳୟର ଛାତ୍ର ସଂସଦ ନିର୍ବାଚନ ଫଳାଫଳ ଆସିଛି l ବାଣୀବିହାର ରେ କଡ଼ା ମୁକାବିଳା ମଧ୍ୟରେ ଏବିଭିପି ସଭାପତି ପଦ ହାତେଇଛି। ବିସିଜେଡି ଏବଂ NSUI...

ଆର୍ଥିକ ଦୁର୍ବଳ ସ୍ଥିତି ଏବଂ ବସ୍ତିବାସିନ୍ଦାଙ୍କ ପାଇଁ ଦୁଇ ଆବାସିକ ପ୍ରକଳ୍ପ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଘାଟିକିଆରେ ‘ନୀଳକଣ୍ଠେଶ୍ବର ନିବାସ’ ଓ ଗାଡ଼କଣର “ମୁକ୍ତେଶ୍ୱର ରେସିଡେନ୍ସି” ଆବାସିକ ପ୍ରକଳ୍ପ କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରିଛନ୍ତି । ଘାଟିକିଆରେ ‘ନୀଳକଣ୍ଠେଶ୍ୱର ନିବାସ’ ୫.୨୭...