ଆର୍ଜେଣ୍ଟିନା ଠାରୁ ହାରିବା ପରେ ହକି ବିଶ୍ୱକପରୁ ବିଦା ହେଲା ଟିମ୍ ଇଣ୍ଡିଆ
ନୂଆଦିଲ୍ଲୀ: ସୋମବାର ଖେଳାଯାଇଥିବା ହକି ବିଶ୍ୱକପ୍ ୨୦୨୬ ଦ୍ୱିତୀୟ ପର୍ଯ୍ୟାୟ ମୁକାବିଲାରେ ଆର୍ଜେଣ୍ଟିନା, ଟିମ୍ ଇଣ୍ଡିଆକୁ ୫-୩ ଗୋଲ୍ରେ ପରାସ୍ତ କରିଛି। ଏହି ମ୍ୟାଚରେ ଭାରତ ପକ୍ଷରୁ ସୁଖଜିତ୍ ସିଂହ ଦୁଇଟି ଗୋଲ୍ କରିଥିବା ବେଳେ ହାର୍ଦ୍ଦିକ...
ହକି ବିଶ୍ୱକପ୍ ୨୦୨୬: ପାକିସ୍ତାନକୁ ହରାଇଲା ଭାରତ
ନୂଆଦିଲ୍ଲୀ:ବୁଧବାର ନେଦରଲ୍ୟାଣ୍ଡସର ଆମ୍ଷ୍ଟେଲଭିନ୍ ଷ୍ଟାଡିୟମ୍ରେ ଖେଳାଯାଇଥିବା ୨୦୨୬ ହକି ବିଶ୍ୱକପ୍ର ପୁଲ୍-ଡି ମ୍ୟାଚ୍ରେ ଭାରତୀୟ ଦଳ ୫-୩ ଗୋଲ୍ରେ ପାକିସ୍ତାନକୁ ପରାସ୍ତ କରିଛି । ଏହି ବିଜୟ ସହ ଭାରତ ପରବର୍ତ୍ତୀ ପର୍ଯ୍ୟାୟରେ ପ୍ରବେଶ କରିଛି।ଦୀର୍ଘ ୧୬...
ରାଜ୍ୟଗୋଷ୍ଠୀ କ୍ରୀଡାରେ ଜୁଡୋରେ ଭାରତ ପାଇଁ ପ୍ରଥମ ସ୍ୱର୍ଣ୍ଣ ପଦକ ଆଣିଲେ ଅସ୍ମିତା ଦେ
ନୂଆଦିଲ୍ଲୀ: ଗ୍ଲାସଗୋ ଠାରେ ଚାଲିଥିବା ରାଜ୍ୟଗୋଷ୍ଠୀ କ୍ରୀଡା ରେ ଭାରତ ଏକ ବଡ଼ ସଫଳତା ହାସଲ କରିଛି। ଯୁବ ଜୁଡୋ ଖେଳାଳି ଅସ୍ମିତା ଦେ’ ଭାରତ ପାଇଁ ଏହି ସଫଳତା ଆଣିଛନ୍ତି lମହିଳା ୪୮ କିଲୋଗ୍ରାମ ବର୍ଗର ଫାଇନାଲ୍ ମ୍ୟାଚ୍ରେ...
ରେକର୍ଡ କଲା ଆରସିବି:୨୯୦୦ କୋଟି ଟଙ୍କା ହେଲା ଦଳର ବ୍ରାଣ୍ଡ ଭାଲ୍ୟୁ
ମୁମ୍ବାଇ: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ବ୍ରାଣ୍ଡ୍ ଭାଲ୍ୟୁ ୩୦୦ ମିଲିୟନ ଡଲାର ଅର୍ଥାତ୍ ପ୍ରାୟ ୨୯୭୯ କୋଟି ଟଙ୍କା ଅତିକ୍ରମ କରିଛି। ହୁଲିହାନ ଲୋକି (Houlihan Lokey) ର ୨୦୨୬ ଆଇପିଏଲ୍ ବ୍ରାଣ୍ଡ୍ ଭାଲ୍ୟୁ ରିପୋର୍ଟ ଅନୁଯାୟୀ ଆଇପିଏଲ୍ର ମୋଟ...
କମନୱେଲଥ ଗେମ୍ସ ୨୦୨୬: ଗୁଲଭୀର ଓ ହରଜିନ୍ଦରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ
ଭୁବନେଶ୍ୱର: ଆଥଲେଟ୍ ଗୁଲଭୀର ସିଂହ ଓ ଭାରୋତ୍ତୋଳିକା ହରଜିନ୍ଦର କୌରଙ୍କୁ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଭିନନ୍ଦନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଏକ୍ସ (X)ରେ ପୋଷ୍ଟ କରିଛନ୍ତି ଯେ, କମନୱେଲଥ ଗେମ୍ସ ୨୦୨୬ରେ ଭାରତ ପାଇଁ ୧୦,୦୦୦ ମିଟର ଦୌଡ଼ରେ...
‘ଫିଫା-୨୦୨୬’ ଚାମ୍ପିଅନ୍ ହେଲା ସ୍ପେନ୍
ୱାସିଂଟନ: ରବିବାର ନ୍ୟୁ ୟର୍କର ମେଟ୍ ଲାଲଫ ଷ୍ଟାଡ଼ିୟମରେ ଅନୁଷ୍ଠିତ ମେଗା ଫିଫା ବିଶ୍ୱକପ୍ ୨୦୨୬ ର ଫାଇନାଲ୍ ମ୍ୟାଚରେ ସ୍ପେନ୍, ୨୦୨୨ ର ଚାମ୍ପିଅନ୍ ଆର୍ଜେଣ୍ଟିନାକୁ ୧-୦ ଗୋଲରେ ପରାସ୍ତ କରି ଦ୍ୱିତୀୟ ଥର ପାଇଁ ବିଶ୍ୱକପ୍ ଟାଇଟଲ୍...
ଫିଫା ବିଶ୍ୱକପ୍ ୨୦୨୬: ସେମିଫାଇନାଲରେ ଫ୍ରାନ୍ସର ଯାତ୍ରା ଶେଷ
ନୂଆଦିଲ୍ଲୀ: ଫିଫା ବିଶ୍ୱକପ୍ ୨୦୨୬ ସେମିଫାଇନାଲ ମ୍ୟାଚରେ ସ୍ପେନ୍ ଫ୍ରାନ୍ସକୁ ୨-୦ ଗୋଲରେ ପରାସ୍ତ କରି ଫାଇନାଲରେ ସ୍ଥାନ ପକ୍କା କରିଛି। କାଇଲିଆନ୍ ଏମବାପେ ମଧ୍ୟ ସ୍ପେନ୍ର ପ୍ରତିରକ୍ଷା ଭେଦ କରିପାରି ନଥିଲେ, ତିନୋଟି ସୁଯୋଗ ସୃଷ୍ଟି କରିଥିଲେ। କିନ୍ତୁ...
ଲର୍ଡସରେ ଇଂଲଣ୍ଡକୁ ହରାଇ ଇତିହାସ ରଚିଲା ଭାରତୀୟ ମହିଳା କ୍ରିକେଟ ଟିମ୍
ନୂଆଦିଲ୍ଲୀ: ଲର୍ଡସରେ ଖେଳା ଯାଇଥିବା ମହିଳା ଟେଷ୍ଟ ରେ ଘରୋଇ ଇଂଲଣ୍ଡକୁ ୨୭୦ ରନରେ ହରାଇ ନୂଆ ଇତିହାସ ରଚିଛି ଭାରତୀୟ ମହିଳା କ୍ରିକେଟ ଟିମ l ଲର୍ଡସ ମୈଦାନରେ ୧୮୮୪ ମସିହାରେ ପ୍ରଥମ ପୁରୁଷ ଟେଷ୍ଟ ମ୍ୟାଚ୍ ଖେଳାଯାଇଥିଲା।...
୧୭ ବର୍ଷର ସମ୍ପର୍କରେ ପୂର୍ଣ୍ଣଚ୍ଛେଦ, CSK ପଦ ଛାଡ଼ିଲେ ଷ୍ଟିଫେନ୍ ଫ୍ଲେମିଙ୍ଗ୍
ଚେନ୍ନାଇ: ଚେନ୍ନାଇ ସୁପର କିଙ୍ଗସ ଦଳର ମୁଖ୍ୟ କୋଚ୍ ଷ୍ଟିଫେନ୍ ଫ୍ଲେମିଙ୍ଗ୍ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଆଇପିଏଲ୍ ୨୦୨୬ ସିଜନ୍ରେ ଦଳର ନୈରାଶ୍ୟଜନକ ପ୍ରଦର୍ଶନରେ ଫ୍ଲେମିଙ୍ଗ୍ ଏହି ପଦକ୍ଷେପ ନେଇଛନ୍ତି । CSK ସହିତ ୧୭ ବର୍ଷର ସମ୍ପର୍କ...
ଭାରତୀୟ ହକି ଦଳରେ ଓଡ଼ିଶାର ଦୁଇ ଝିଅଙ୍କୁ ସୁଯୋଗ
ଭୁବନେଶ୍ୱର: ଜାପାନରେ ଅନୁଷ୍ଠିତ ହେବାକୁ ଥିବା ୨୦ତମ ଏସିଆନ ଗେମ୍ସ-୨୦୨୬ ପାଇଁ ଭାରତୀୟ ମହିଳା ହକି ଦଳ ଘୋଷଣା ହୋଇଛି। ଏହା ଆସନ୍ତା ସେପ୍ଟେମ୍ବର ୧୯ରୁ ଅକ୍ଟୋବର ୪ ପର୍ଯ୍ୟନ୍ତ ଚାଲିବ | ହକି ଇଣ୍ଡିଆ ପକ୍ଷରୁ ଶୁକ୍ରବାର ଘୋଷିତ...


















