21.1 C
Bhubaneswar
Monday, November 16, 2026
-Advertisement-
Home Sports Page 5

Sports

From festivals in Florida to touring Dracula’s digs in Romania, we round up the best destinations to visit this October. As summer abandons Europe again this October, eke out the last of the rays and raves in Ibiza, where nightclubs will be going out with a bang for the winter break. When the party finally stops head to the island’s north.

ଟିମ୍ ଇଣ୍ଡିଆ ଟେଷ୍ଟ ଇତିହାସରେ ହାସଲ କଲା ସବୁଠାରୁ ବଡ଼ ବିଜୟ

ନୂଆଦିଲ୍ଲୀ: ମୁଲ୍ଲାନପୁରରେ ଖେଳାଯାଇଥିବା ଏକମାତ୍ର ଟେଷ୍ଟ ମ୍ୟାଚରେ ଭାରତୀୟ ଦଳ ଦମଦାର ପ୍ରଦର୍ଶନ କରି ଆଫଗାନିସ୍ତାନକୁ ଇନିଂସ ଏବଂ ୩୦୦ ରନର ବିଶାଳ ବ୍ୟବଧାନରେ ହରାଇଛି। ଏହା ସହିତ ଭାରତ ନିଜର ୯୨ ବର୍ଷର ଟେଷ୍ଟ ଇତିହାସରେ ଇନିଂସ ଏବଂ...

ଗୁଜରାଟକୁ ହରାଇ କ୍ରମାଗତ ଦ୍ୱିତୀୟ ଥର ଆଇପିଏଲ୍ ଚାମ୍ପିଅନ୍ ହେଲା RCB

ଅହମ୍ମଦାବାଦ: ଆଇପିଏଲ୍ ୨୦୨୬ର ଟାଇଟଲ୍ ଜିତିଲା ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ। RCBଫାଇନାଲ୍‌ରେ ଗୁଜରାଟ ଟାଇଟନ୍ସକୁ ୫ ୱିକେଟ୍‌ରେ ପରାସ୍ତ କରିଛି। ।RCBଅଧିନାୟକ ରଜତ ପଟିଦାର ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଫଳରେ ଆମନ୍ତ୍ରଣ ପାଇ ଗୁଜରାଟ...

ରାଜସ୍ଥାନକୁ ହରାଇ ଫାଇନାଲ୍‌ରେ ଗୁଜରାଟ

ଚଣ୍ଡିଗଡ:ଶୁକ୍ରବାର ନ୍ୟୁ ଚଣ୍ଡିଗଡ଼ ଷ୍ଟାଡିୟମରେ ଖେଳାଯାଇଥିବା ଦ୍ୱିତୀୟ କ୍ୱାଲିଫାୟାରରେ ରାଜସ୍ଥାନକୁ ୭ ୱିକେଟରେ ହରାଇ ଫାଇନାଲରେ ପହଞ୍ଚିଛି ଗୁଜରାଟ ।ମ୍ୟାଚ୍‌ରେ ଗୁଜରାଟ ଟାଇଟନ୍ସ ସାମ୍ନାରେ ୨୧୫ ରନ୍‌ର ଏକ ବିଶାଳ ବିଜୟ ଲକ୍ଷ୍ୟ ରହିଥିଲା। ମାତ୍ର ଅଧିନାୟକ ଶୁଭମନ ଗିଲ୍...

କ୍ରିସ୍ ଗେଲଙ୍କୁ ପଛରେ ପକାଇଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ:ରାଜସ୍ଥାନ ରୟାଲ୍ସ ଦଳର ୧୫ ବର୍ଷୀୟ ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ ସର୍ବାଧିକ ଛକା ମାରି କ୍ରିସ୍ ଗେଲଙ୍କ ୧୪ ବର୍ଷର ପୁରୁଣା ରେକର୍ଡକୁ ଭାଙ୍ଗି ଦେଇଛନ୍ତି। ଗୋଟିଏ ଆଇପିଏଲ୍ ସିଜିନରେ ସର୍ବାଧିକ ଛକା ମାରି କ୍ରିସ୍ ଗେଲଙ୍କ ରେକର୍ଡକୁ...

ଅଷ୍ଟ୍ରେଲିଆ ସହ ଭାରତ ଖେଳିବ ଟେଷ୍ଟ ମ୍ୟାଚ; ବିସିସିଆଇ

ନୂଆଦିଲ୍ଲୀ: ବିସିସିଆଇ ବୁଧବାର ଭାରତୀୟ ସିନିଅର ମହିଳା ଦଳ, ଇଣ୍ଡିଆ-ଏ (ପୁରୁଷ ଓ ମହିଳା) ଏବଂ ଇଣ୍ଡିଆ ଅଣ୍ଡର ୧୯ (ପୁରୁଷ ଓ ମହିଳା) ଦଳ ପାଇଁ ମ୍ୟାଚ ଫିକ୍ସଚର ପ୍ରକାଶ କରିଛି । ଇଣ୍ଡିଆ-ଏ ପୁରୁଷ ଦଳ ସେପ୍ଟେମ୍ବର...

ତୃତୀୟଥର ପାଇଁ ଟି-ଟ୍ଵେଣ୍ଟି ବିଶ୍ଵକପ ଜିତିଲା ଭାରତ

ତୃତୀୟଥର ପାଇଁ ଟି-ଟ୍ଵେଣ୍ଟି ବିଶ୍ଵକପ ଜିତିଲା ଭାରତ। ଫାଇନାଲ୍‌ରେ ନ୍ୟୁଜିଲାଣ୍ଡକୁ ହରାଇ ଭାରତ ବିଶ୍ଵକପ୍ ଟ୍ରଫି ଜିତିଛି। ପ୍ରଥମ ଦଳ ଭାବେ ତୃତୀୟଥର ବିଶ୍ଵକପ୍ ଜିତିଛି ଭାରତ। । ଏହା ପୂର୍ବରୁ ଭାରତ ୨୦୦୭, ୨୦୨୪ରେ...

ଆଇପିଏଲ୍‌ ଖେଳିପାରିବେନି ମୁସ୍ତାଫିଜୁର ରହମାନ

ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ଚାଲିଥିବା ନିର୍ଯାତନା ମଧ୍ୟରେ କୋଲକାତା ନାଇଟ୍ ରାଇଡର୍ସ ବା କେକେଆର ଇଣ୍ଡିଆନ ଆଇପିଏଲ୍‌ ନିଲାମରେ ବାଂଲାଦେଶୀ କ୍ରିକେଟର ମୁସ୍ତାଫିଜୁର ରହମାନଙ୍କୁ ୯.୨୦ କୋଟି ଟଙ୍କାରେ କିଣିଥିଲା । ଏହା ପରେ ଭାରତରେ...

ବାଂଲାଦେଶୀ ଖେଳାଳିଙ୍କୁ ଦଳରେ ସାମିଲ କରି ବିବାଦରେ ଫସିଲେ ଶାହରୁଖ ଖାନ

କେକେଆର(କୋଲକାତା ନାଇଟ୍ ରାଇଡର୍ସ)ର ମାଲିକ ଶାହରୁଖ ଖାନ ଜଣେ ବାଂଲାଦେଶୀ ଖେଳାଳିଙ୍କୁ ଦଳରେ ସାମିଲ କରିବା ନେଇ ବିବାଦରେ ଫସିଛନ୍ତି । ଏବେ ମୁସ୍ତାଫିଜୁର ରହମାନଙ୍କୁ ଦଳରୁ ହଟାଇବା ପାଇଁ ତାଙ୍କ ଉପରେ ଚାପ ବଢ଼ୁଛି।ଆଧ୍ୟାତ୍ମିକ...

ଟି-ଟ୍ୱେଣ୍ଟି ବିଶ୍ୱ କପ୍ ପାଇଁ ଭାରତୀୟ ଦଳରେ ଶୁଭମନ ଗିଲଙ୍କୁ ମିଳିନାହିଁ ସ୍ଥାନ, ଇଶାନଙ୍କୁ ସୁଯୋଗ

ଆସନ୍ତା ଟ୍ୱେଣ୍ଟି-ଟ୍ୱେଣ୍ଟି ବିଶ୍ୱ କପ୍ ପାଇଁ ଭାରତୀୟ ଦଳ ଘୋଷଣା ହୋଇଛି । ଶନିବାର ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ପରିଷଦ ପକ୍ଷରୁ ସାମ୍ବାଦିକ ସମ୍ମିଳନୀରେ ଭାରତୀୟ ଦଳ ଘୋଷଣା କରିଛନ୍ତି । ସୂର୍ଯ୍ୟ କୁମାର ଯାଦବ ଅଧିନାୟକ,କିନ୍ତୁ...

ମେସି ଓ ସମର୍ଥକଙ୍କୁ କ୍ଷମା ମାଗିଲେ ମମତା ବାନାର୍ଜୀ

ମେସିଙ୍କୁ ଠିକରେ ଦେଖି ନପାରି କ୍ରୋଧରେ ଦର୍ଶକ ଷ୍ଟାଡିୟମରେ ଭଙ୍ଗାରୁଜା କରିଛନ୍ତି। ଶେଷରେ ପୋଲିସକୁ ଲାଠିଚାର୍ଜ କରିବାକୁ ପଡ଼ିଛି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଦୁଃଖ ପ୍ରକାଶ କରିବା ସହ...
- Advertisement -

Latest article

କାହିଁକି ଇସ୍ତଫା ଦେବାକୁ ଚାହୁଁଛନ୍ତି ମୋଦୀଙ୍କ ମନ୍ତ୍ରୀ ସୁରେଶ ଗୋପୀ ?

କେନ୍ଦ୍ରମନ୍ତ୍ରୀ ସୁରେଶ ଗୋପୀ ତାଙ୍କ ପଦରୁ ଇସ୍ତଫା ଦେବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ସେ ନବନିର୍ବାଚିତ ଭାଜପା ରାଜ୍ୟ ସଭା ସଦସ୍ୟ ସି. ସଦାନନ୍ଦନ ମାଷ୍ଟରଙ୍କୁ ତାଙ୍କ ସ୍ଥାନରେ କେନ୍ଦ୍ର...

ଚାକିରି ଲୋଭ ଦେଖାଇ ବିବାହିତା ମହିଳାଙ୍କୁ ଦୁଷ୍କର୍ମ, ଭିଡିଓ ଦେଖାଇ ବ୍ଲାକମେଲିଂ ଅଭିଯୋଗ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଚାକିରି ସନ୍ଧାନରେ ଆସିଥିବା ମହିଳା ଦୁଷ୍କର୍ମର ଶିକାର ହୋଇଛନ୍ତି। ଖାଲି ସେତିକି ନୁହେଁ, ଦୁଷ୍କର୍ମ ବେଳର ଭିଡିଓ ଦେଖାଇ ବ୍ଲାକମେଲିଂ କରିଛି। ଗୌତମ ନଗର ଅଞ୍ଚଳରେ...

ରାଜ୍ୟରେ ବଢ଼ିଚାଲିଥିବା ଅପରାଧକୁ ନେଇ ସରକାରଙ୍କୁ ସମାଲୋଚନା କଲେ ବିରୋଧୀ ଦଳ

ଭୁବନେଶ୍ୱର: ଭୁବନେଶ୍ୱରରେ ଘଟିଥିବା ଗୁଳିକାଣ୍ଡ ଘଟଣା ପରେ ରାଜଧାନୀର ନିରାପତ୍ତାକୁ ନେଇ ବିଜେଡି ପ୍ରଶ୍ନ ଉଠାଇଛି। ଦଳ ଅଭିଯୋଗ କରିଛି ଯେ, ରାଜ୍ୟରେ ପ୍ରତିଦିନ କିଛି ନା କିଛି ଅଘଟଣ...