ସୋଆର ଫାର୍ମାସି ଓ ବାୟୋଟେକ୍ନୋଲୋଜି ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ଗ୍ରାଜୁଏସନ୍ କାର୍ଯ୍ୟକ୍ରମ ଆୟୋଜିତ
ଭୁବନେଶ୍ୱର, ୨୦/୦୯ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ଫାର୍ମାସ୍ୟୁଟିକାଲ୍ ସାଇନ୍ସେସ (ଏସ୍ପିଏସ୍) ଓ ସେଂଟର ଅଫ୍ ବାୟୋଟେକ୍ନୋଲୋଜିରେ ପାଠ୍ୟକ୍ରମ ସମାପ୍ତ କରିଥିବା ଛାତ୍ରଛାତ୍ରୀମାନଙ୍କୁ ଶୁକ୍ରବାର ଏକ ସ୍ୱତନ୍ତ୍ର ଗ୍ରାଜୁଏସନ୍ କାର୍ଯ୍ୟକ୍ରମରେ ଉପାଧି...
ସୁନାବେଶରେ ଦିବ୍ୟ ଦର୍ଶନ ଦେଲେ ମହାପ୍ରଭୁ
ସୁନାବେଶରେ ମହାପ୍ରଭୁଙ୍କ ଦିବ୍ୟଦର୍ଶନ । ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ଆଜି ପୁରୀ ବଡଦାଣ୍ଡରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦିବ୍ୟ ସୁନାବେଶ ଦର୍ଶନ କରିଛନ୍ତି । ରୀତି ନୀତି ଅନୁଯାୟୀ ତିନି ରଥ ଉପରେ ତିନି ଠାକୁର ମହଣ ମହଣ ସୁନାରେ ସଜେଇ ହୋଇଥିଲେ...
ସୋଆ ଏସ୍ଏଚ୍ଏମ୍ ପକ୍ଷରୁ ରଜ ପିଠା ପ୍ରତିଯୋଗିତା ଆୟୋଜିତ
ଭୁବନେଶ୍ୱର, ଜୁନ ୧୩: ଓଡ଼ିଶାର ଗଣପର୍ବ ରଜ ଉପଲକ୍ଷେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟ (ଏସ୍ଏଚ୍ଏମ୍) ପକ୍ଷରୁ ରଜ ପିଠା ପ୍ରତିଯୋଗିତା ବୁଧବାର ଆୟୋଜିତ ହୋଇଯାଇଛି । ଏହି ପ୍ରତିଯୋଗିତାରେ ମହିଳାମାନେ ଘରେ...
ଅଂଗଦାନକୁ ପ୍ରୋତ୍ସାହନ ଦେଉଛି ସମ୍ ହସ୍ପିଟାଲ୍ ଓ ସମ୍ ଅଲ୍ଟିମେଟ ମେଡିକେୟାର
ଭୁବନେଶ୍ୱର : ମୃତ୍ୟୁ ପରେ ବି ଜୀବନ । ଏହି ଉକ୍ତିକୁ ପାଥେୟ କରି ଅଂଗଦାନ ଭଳି ମହତ୍ କାର୍ଯ୍ୟକୁ ଅବିରତ ଭାବେ ପ୍ରୋତ୍ସାହନ ଦେଇଚାଲିଛନ୍ତି ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଓ ସମ୍ ଅଲ୍ଟିମେଟ...
ମାଗଣା ଖାଇବା ଛାଡିଦିଅ ଭାଇ ..
ମାଗଣା ଖାଇବା ଛାଡିଦିଅ ଭାଇ ..
(ଅପୂର୍ବ କୁମାର ମହାନ୍ତି)
ମାଗଣା ଖାଇବା ଛାଡିଦିଅ ଭାଇ
ଛଡାଅ ଅଳସପଣ
ମାଗଣା ଖୁଆଇ ପଙ୍ଗୁ ଯେ କରୁଛି
(ସିଏ) ସରକାର ନୁହେଁ, ସଇତାନ ।
ମାଗଣା ଚାଉଳ, ମାଗଣା ଗହମ
ମାଗଣା ଛତୁଆ ଗୁଣ୍ଡ
ମାଗଣା ଖାଇକି ହେଣ୍ଡି ମାରୁଥାଅ
ସିଏ ଖାଇଲାଣି...
ବ୍ରେନଡେଡ୍ ରୋଗୀଙ୍କ ଅଙ୍ଗଦାନ
ନଅ ମାସ ବ୍ୟବଧାନ ମଧ୍ୟରେ ଏଠାରେ ସମ୍ ଅଲ୍ଟିମେଟ ମେଡିକେୟାର ଠାରେ ଜଣେ ବ୍ରେନ୍ ଡେଡ୍ ବ୍ୟକ୍ତିଙ୍କ ଠାରୁ କେତେକ ଅଂଗ ବାହାର କରାଯାଇ ଦ୍ୱିତୀୟ ଥର ପାଇଁ ରାଜ୍ୟ ବାହାରେ ଗୁରୁତର ଥିବା ଦୁଇ ଜଣ ରୋଗୀଙ୍କୁ...
ସେଣ୍ଟ ଜାଭିୟର୍ସ ପ୍ଲେ ସ୍କୁଲର ବାର୍ଷିକୋତ୍ସବ
ଭୁବନେଶ୍ବର- ଭୁବନେଶ୍ବର ଉପକଣ୍ଠ ଲିଙ୍ଗିପୁର ଇନ୍ଦିରାକଲୋନୀ ସ୍ଥିତ ସେଣ୍ଟ ଜାଭିୟର୍ସ ପ୍ଲେ ସ୍କୁଲର ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ଅଧ୍ୟକ୍ଷା ଶ୍ରାବନୀ ମୁଖାର୍ଜୀଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଏହି ଉତ୍ସବକୁ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା, ସାଧାରଣ ଉଦ୍ୟୋଗ ବିଭାଗ ମନ୍ତ୍ରୀ...
ଦ୍ୱିତୀୟ ସୋଆ ସାହିତ୍ୟ ଉତ୍ସବ ଉଦ୍ଯାପିତ, ବିଶିଷ୍ଟ ସାହିତ୍ୟିକଙ୍କୁ ସମ୍ବର୍ଦ୍ଧନା
ଭୁବନେଶ୍ୱର, ୨୬/୧୧ : ସମାଜକୁ ଯୋଡ଼ି ରଖିବାରେ ସାହିତ୍ୟ ଏକ ସେତୁ ସଦୃଶ । ତିନିଦିନିଆ ସୋଆ ସାହିତ୍ୟ ଉତ୍ସବର ଉଦ୍ଯାପନୀ ଉପଲକ୍ଷେ ରବିବାର ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସାହିତ୍ୟକୁ ନେଇ ଏଭଳି ବ୍ୟାଖ୍ୟା କରିଛନ୍ତି ବିଶିଷ୍ଟ ପଞ୍ଜାବୀ ସାହିତ୍ୟିକ...
ଦ୍ୱିତୀୟ ସୋଆ ସାହିତ୍ୟ ଉତ୍ସବ ଉଦ୍ଘାଟିତ, ସମୂହ ସମାଜ, ସାମାଜିକ ଏକତା ଉପରେ ଗୁରୁତ୍ୱ
ଭୁବନେଶ୍ୱର, ନଭେମ୍ବର ୨୪: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ଆୟୋଜିତ ୩ ଦିନିଆ ଦ୍ୱିତୀୟ ସୋଆ ସାହିତ୍ୟ ଉତ୍ସବ ଶୁକ୍ରବାର
ଉଦ୍ଘାଟିତ ହୋଇଯାଇଛି । ଏହି ଉତ୍ସବକୁ ଉଦ୍ଘାଟନ କରି ବିଶିଷ୍ଟ ଓଡ଼ିଆ ସାହିତ୍ୟିକ ଡକ୍ଟର ପ୍ରତିଭା ରାୟ ଏକ...
ବିବାହ ବନ୍ଧନରେ ବାନ୍ଧି ହେଲେ ଅଭିନେତ୍ରୀ ପରିଣୀତ୍ ଚୋପ୍ରା ଓ ଆପ୍ ନେତା ରାଘବ ଚଢା
ଆପ୍ ନେତା ରାଘବ ଚଢା ଓ ଅଭିନେତ୍ରୀ ପରିଣୀତ ଚୋପ୍ରା ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ରବିବାର ଦିନ ଉଦୟପୁରର ଲୀଲା ପ୍ୟାଲେସରେ ଏହି ବିବାହୋତ୍ସବ ଆୟୋଜିତ ହୋଇଥିଲା । ବିବାହତ୍ସୋବରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ, ପଞ୍ଜାବ...