23.1 C
Bhubaneswar
Tuesday, October 27, 2026
-Advertisement-

ରାଜ୍ୟର ସବୁ ବେବନ୍ଦୋବସ୍ତ ଜମି ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଆସିବ ଏସଓପି

ଭୁବନେଶ୍ୱର: ରାଜ୍ୟରେ ବେବନ୍ଦୋବସ୍ତ ଜମିକୁ ନେଇ ବର୍ଷବର୍ଷ ଧରି ଲାଗି ରହିଥିବା ବିବାଦର ସମାଧାନ ଖୁବଶୀଘ୍ର ହେବ। ଜମିପଟ୍ଟାରେ ଥିବା ତ୍ରୁଟି ସଂଶୋଧନ ପାଇଁ ରାଜସ୍ୱ ନିରୀକ୍ଷକ(ଆରଆଇ)ମାନଙ୍କୁ ଟାର୍ଗେଟ୍ ଦିଆଯାଇଛି। ଭୂମିହୀନ ଓ ଯୋଗ୍ୟ ହିତାଧିକାରୀଙ୍କୁ ସେମାନଙ୍କର ହକ୍ ପ୍ରଦାନ...

ପଥର ସନ୍ଧିରେ ଫସିଥିବା ନାବାଳକ ଉଦ୍ଧାର: ଅପରେସନ ‘ଶିବ’ ସଫଳ

ଭୁବନେଶ୍ୱର: ମହୁ ଫେଣା ଭାଙ୍ଗିବାକୁ ଯାଇ ପଥର ସନ୍ଧିରେ ଫସିଥିଲେ ନୟାଗଡ଼ ଓଡ଼ଗାଁ ରାଣୀପଡ଼ାର ନାବାଳକ ଶିବ ପ୍ରଧାନ। ଦୀର୍ଘ ୧୦ ଘଣ୍ଟାର ରେସକ୍ୟୁ ଅପରେସନ ପରେ ତାକୁ ଉଦ୍ଧାର କରାଯାଇ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନା ଥାଉ...

ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ DRP

ଭୁବନେଶ୍ୱର: ଆଜି ପ୍ରଧାନମନ୍ତ୍ରୀ ମାଇକ୍ରୋ ଫୁଡ୍ ପ୍ରୋସେସିଂ ଏଣ୍ଟରପ୍ରାଇଜେସ୍ (PMFME) ଯୋଜନାରେ ଡିଷ୍ଟ୍ରିକ୍ଟ ରିସୋର୍ସ ପର୍ସନ (DRP) ରାକ୍ଷୀ ମେହେରଙ୍କୁ ଲାଞ୍ଚ ନେବା ଅଭିଯୋଗରେ ଗିରଫ କରାଯାଇଛି । ମିଳିଥିବା ସୂଚନା ଅନୁଯାୟୀ, ବରଗଡ଼ର ଜଣେ ହିତାଧିକାରୀ ବେକରି ୟୁନିଟ୍...

କଂଗ୍ରେସ ସମର୍ଥନରେ ସରକାର ଗଢିବାକୁ ଦାବି କଲେ ଥାଲାପତି

ଚେନ୍ନାଇ: ଆସନ୍ତାକାଲି ସକାଳ ୧୦ଟାରେ ବିଜୟ ଥାଲାପତି ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ବିଜୟ ଆଜି ରାଜ୍ୟପାଳ ରାଜେନ୍ଦ୍ର ଅର୍ଲେକରଙ୍କୁ ଭେଟି ସରକାର ଗଠନ ପାଇଁ ଦାବି ଜଣାଇଛନ୍ତି। ବିଜୟଙ୍କ ନୂତନ ଦଳ 'ତାମିଲଗା ଭେଟ୍ରି କାଝାଗମ' (TVK)...

ବାସନ୍ତୀ ଭିଲ୍ଲାରେ ଭୟଙ୍କର ଅଗ୍ନିକାଣ୍ଡ: ଶ୍ବାସରୁଦ୍ଧରେ ଚାଲିଗଲା ୩ ଜୀବନ

ଭୁବନେଶ୍ୱର: ଭୁବନେଶ୍ବର ଲକ୍ଷ୍ମୀସାଗର ଥାନା ବାସନ୍ତୀ ଭିଲ୍ଲା ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟି, ୩ଜଣ ପ୍ରାଣ ହରାଇଥିବା ସୂଚନା ମିଳିଛି । ମିଳିଥିବା ସୂଚନା ଅନୁଯାୟୀ, ବାସନ୍ତୀ ଭିଲ୍ଲା ଆପାର୍ଟମେଣ୍ଟର ଇଲେକ୍ଟ୍ରିକାଲ୍ ପ୍ୟାନେଲ୍ ବୋର୍ଡ ସର୍ଟ ସର୍କିଟରୁ ଗାର୍ଡ ରୁମ୍...

ସୁପ୍ରିମକୋର୍ଟରେ ଜଜ୍ ସଂଖ୍ୟା ହେବ ବୃଦ୍ଧି

ନୂଆଦିଲ୍ଲୀ: ମଙ୍ଗଳବାର କେନ୍ଦ୍ର ମନ୍ତ୍ରିମଣ୍ଡଳ ସୁପ୍ରିମକୋର୍ଟରେ ଜଜ୍ ସଂଖ୍ୟା ବୃଦ୍ଧିକୁ ନେଇ ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। କ୍ୟାବିନେଟ୍ ସର୍ବୋଚ୍ଚ ନ୍ୟାୟାଳୟରେ ବିଚାରପତିଙ୍କ ସଂଖ୍ୟା ୩୪ରୁ ବଢାଇ ୩୮ କରିବାକୁ ମଞ୍ଜୁରୀ ଦେଇଛନ୍ତି। ଛଅ ବର୍ଷ ପରେ ଏହି ନିଷ୍ପତ୍ତି ନେଇଛନ୍ତି...

ପରାଜୟ ପରେ ଗର୍ଜିଲେ ମମତା: କହିଲେ“ମୁଁ ହାରିନି, ଦେବିନି ଇସ୍ତଫା”

କୋଲକାତା: ପଶ୍ଚିମବଙ୍ଗରେ ପରାଜୟକୁ ଗ୍ରହଣ କରିପାରୁ ନାହାନ୍ତି ଟିଏମସି ମୁଖ୍ୟ ମମତା ବାନାର୍ଜୀ। ବେଙ୍ଗଲରେ ବିଜେପି ବହୁମତ ହାସଲ କରିବା ପରେ ପ୍ରଥମ ଥର ପାଇଁ ଦିଦି ସାମ୍ବାଦିକ ସମ୍ମିଳନୀ କରି ବିଜେପିକୁ କଡା ସମାଲୋଚନା କରିଛନ୍ତି l ସାମ୍ବାଦିକ...

ବିଜେଡି ର ୮ ଜିଲ୍ଲାର ସଭାପତି ଓ କାର୍ଯ୍ୟକାରୀ ସଭାପତିଙ୍କ ନାମ ଘୋଷଣା

ଭୁବନେଶ୍ୱର: ଆଜି ବିଜୁ ଜନତା ଦଳ ନୂଆ ରାଜ୍ୟ କାର୍ଯ୍ୟକର୍ତ୍ତାଙ୍କ ନାମ ଘୋଷଣା କରିଛି । ମୋଟ ୮୯ ଜଣ ଉପସଭାପତି, ବରିଷ୍ଠ ସାଧାରଣ ସମ୍ପାଦକ, ସାଧାରଣ ସମ୍ପାଦକ ଏବଂ ସମ୍ପାଦକ ରହିଛନ୍ତି । ବାଲେଶ୍ୱରର ବରିଷ୍ଠ ନେତା...

ଅମିତ ଶାହ ଓ ଓଡିଶା ମୁଖ୍ୟମନ୍ତ୍ରୀଙ୍କୁ ବଡ଼ ଦାୟିତ୍ୱ, ବାଛିବେ ବେଙ୍ଗଲ ସିଏମ୍

ନୂଆଦିଲ୍ଲୀ: ୫ ରାଜ୍ୟରେ ବଜେପି ର ବିଜୟ ହୋଇଛି । ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ୨୦୨୬ରେ ବିଜେପିର ଐତିହାସିକ ସଫଳତା ପରେ ଏବେ ମୁଖ୍ୟମନ୍ତ୍ରୀ ଚୟନକୁ ନେଇ ଚର୍ଚ୍ଚା। ଏହାରି ଭିତରେ ପଶ୍ଚିମବଙ୍ଗ ବିଧାୟକ ଦଳ ନେତା ବାଛିବେ କେନ୍ଦ୍ର...

ସ୍ପଞ୍ଜ ଆଇରନ କାରଖାନାରେ ବଡ଼ ଦୁର୍ଘଟଣା, ୩ ଶ୍ରମିକ ମୃତ

ଅନୁଗୋଳ: ଅନୁଗୁଳ ଶ୍ରୀମେଟାଲିକ କାରଖାନାରେ ଏକ ଅଘଟଣ ଘଟିଯାଇଛି । ମେସିନ୍ ସଫା କରୁଥିବା ସମୟରେ ଗ୍ୟାସ୍ ଲିକ୍ ହେବା ଫଳରେ ଶ୍ୱାସରୁଦ୍ଧ ହୋଇ ୩ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତକ ଶ୍ରମିକ ମାନେ ହେଲେ ସୁନ୍ଦରଗଡ଼ ଜିଲ୍ଲା...
- Advertisement -

Latest article

Winbeast Live Baccarat: Rules and Side Bets

ContentsUnderstanding the Core Rules of PlayA Detailed Look at Standard PayoutsExploring Popular Side BetsRTP and What It Means for YouStrategies for Managing Your BankrollGetting...

Spinhub Samsung Pay Integration

ContentsHow to Set Up and Use Samsung Pay at SpinhubKey Benefits of Using Samsung Pay for DepositsUnderstanding Deposit Limits and Processing TimesTroubleshooting Common Samsung...

How Daytonaspin Protects Against Account Hacks

Contents1. Mandatory Two-Factor Authentication (2FA)2. Advanced Encryption and Data Handling Protocols3. Proactive Account Monitoring and Alerts4. The KYC Verification Process: A Protective Barrier5. Your...