କମଲା ହାରିସଙ୍କୁ ହରାଇ ନିର୍ବାଚନ ଜିତିଲେ ଟ୍ରମ୍ପ
ନିର୍ବାଚନ ଜିତିଲେ ଡୋନାଲ୍ଡ ଟ୍ରମ୍ପ । ରିପବ୍ଲିକାନ ପାର୍ଟି ପ୍ରାର୍ଥୀ ତଥା ପୂର୍ବତନ ରାଷ୍ଟ୍ରପତି ଟ୍ରମ୍ପ ଆମେରିକାର 47 ତମ ରାଷ୍ଟ୍ରପତି ହେବାକୁ ଯାଉଛନ୍ତି । ଟ୍ରମ୍ପଙ୍କ ସପକ୍ଷରେ 277 ଭୋଟ ମିଳିଥିବା ବେଳେ ତାଙ୍କ ପ୍ରତିଦ୍ବନ୍ଦୀ କମଲା ହାରିସଙ୍କୁ...
ବନ୍ଦ ହେଲା ଇସ୍କନର ଅଦିନିଆ ରଥଯାତ୍ରା
ଶେଷରେ ଓଡିଆ ଭାବାବେଗକୁ ଦୃଷ୍ଟିରେ ରଖି ଇସ୍କନ କର୍ତ୍ତୃପକ୍ଷ ଅଦିନିଆ ରଥଯାତ୍ରାକୁ ବନ୍ଦ ରହିଛନ୍ତି । ଆସନ୍ତା 9 ତାରିଖରେ ଆମେରିକାର ହ୍ୟୁଷ୍ଟନରେ ରଥଯାତ୍ରା କରିବା ପାଇଁ ପ୍ରସ୍ତୁତି ଚୂଡାନ୍ତ ପର୍ଯାୟରେ ପହଞ୍ଚିଥିଲା । ତେବେ ଅଦିନିଆ ରଥଯାତ୍ରାକୁ ଦୃଷ୍ଟିରେ...
ଆମେରିକା ରାଷ୍ଟ୍ରପତି ନିର୍ବାଚନ ପାଇଁ ଚାଲିଛି ମତଦାନ
ବିଶ୍ବର ସବୁଠୁ ଶକ୍ତିଶାଳୀ ରାଷ୍ଟ୍ର କୁହାଯାଉଥିବା ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ଆଜି ଭାରତୀଯ ସମୟ ଅପରାହ୍ନ ଚାରିଟାରୁ ମତଦାନ ଆରମ୍ଭ ହୋଇଛି । ଦୁଇ ପ୍ରମୁଖ ପ୍ରତିଦ୍ବନ୍ଦୀ ଡେମୋକ୍ରାଟିକ ପାର୍ଟିର କମଲା ହାରିସ୍ ଏବଂ ରିପବ୍ଲିକାନ ପାର୍ଟି ପ୍ରାର୍ଥୀ...
ନଭେମ୍ବର ଶେଷ ସୁଦ୍ଧା ମିଳିବ ‘ସୁଭଦ୍ରା’ର ତୃତୀୟ ପର୍ଯ୍ୟାୟ କିସ୍ତି : ପ୍ରଭାତୀ ପରିଡା
ଭୁବନେଶ୍ବର: ନଭେମ୍ବର ଶେଷ ସୁଦ୍ଧା ସୁଭଦ୍ରା ଯୋଜନାର ହିତାଧିକାରୀଙ୍କୁ ତୃତୀୟ ପର୍ଯ୍ୟାୟ କିସ୍ତି ଟଙ୍କା ମିଳିବ । ତୃତୀୟ ପର୍ଯ୍ୟାୟରେ 20 ଲକ୍ଷରୁ ଅଧିକ ହିତାଧିକାରୀ ଏହି ଟଙ୍କା ପାଇବେ ବୋଲି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ।...
ସୌରଶକ୍ତିକୁ ନେଇ ଟିପିସିଓଡିଏଲ୍ ପକ୍ଷରୁ ସୋଆରେ ଦୁଇ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ
ଭୁବନେଶ୍ୱର, ନଭେମ୍ବର ୨: ଶକ୍ତି ଉତ୍ପାଦନ କ୍ଷେତ୍ରରେ ଦେଶକୁ ଆତ୍ମନିର୍ଭରଶୀଳ ଓ ସ୍ୱାବଲମ୍ବୀ କରିବା କ୍ଷେତ୍ରରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ‘ଗ୍ରୀଡ୍ କନେକ୍ଟେଡ୍ ରୁଫ୍ ଟପ୍ ସୋଲାର ସିଷ୍ଟମ୍’ ଉପରେ ଏକ ଦୁଇ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଗତ...
ଆଇଏମ୍ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ କ୍ୟାମ୍ପସ୍ -୨ର ପ୍ରଥମ ବ୍ୟାଚ୍ ଏମ୍ବିବିଏସ୍ ଛାତ୍ରଛାତ୍ରୀଙ୍କର ପାଠ୍ୟକ୍ରମ ଆରମ୍ଭ
ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିଚାଳିତ ଫୁଲନଖରା ସ୍ଥିତ ଦ୍ୱିତୀୟ ମେଡିକାଲ କଲେଜ - ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସେସ ଆଣ୍ଡ ସମ୍ ହସ୍ପିଟାଲ (କ୍ୟାମ୍ପସ୍ ୨)- ର ପ୍ରଥମ ବ୍ୟାଚ୍ ୧୫୦ ଜଣ ଏମ୍ବିବିଏସ୍...
ସହରାଞ୍ଚଳ ନକ୍ସଲଙ୍କ ପ୍ରତି ସାବଧାନ ! ବିରୋଧୀଙ୍କୁ ମୋଦୀଙ୍କ କଟାକ୍ଷ
ବିରୋଧୀଙ୍କୁ ମୋଦୀଙ୍କ କଟାକ୍ଷ । ଜାତୀୟ ଏକତା ପ୍ରତି ବିପଦ ସୃଷ୍ଟି କରୁଥିବା ସହରାଞ୍ଚଳ ନକ୍ସଲ ମେଣ୍ଟ ପ୍ରତି ସାବଧାନ ରହିବାକୁ ଆହ୍ବାନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ 150ତମ...
ବାତ୍ୟା ମୁକାବିଲାରେ ଆମେ ସଫଳ : ମୁଖ୍ୟମନ୍ତ୍ରୀ
ବାତ୍ୟା ଦାନା ମୁକାବିଲାରେ ଆମେ ସଫଳ ହୋଇଛୁ । ଆମ ଲକ୍ଷ୍ୟ ଥିଲା ଜିରୋ କାଜୁଆଲଟି । ଲକ୍ଷ୍ୟ ହାସଲ ପାଇଁଆମେ ଦଳଗତ ଭାବେ କାମ କରିବା ଯୋଗୁ ସଫଳ ହୋଇପାରିଛୁ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି ।...
ଭିତରକନିକାରୁ ଧାମରା : ବାତ୍ୟା ମୁକାବିଲା ପାଇଁ ପୁରା ସଜାଗ
ବାତ୍ୟା ଦାନା ଭିତରକନିକାରୁ ଧାମରା ମଧ୍ୟରେ ଲ୍ୟାଣ୍ଡଫଲ୍ କରିବା ସମ୍ଭାବନା ଦୃଢ ହୋଇଥିବାରୁ ବାତ୍ୟା ମୁକାବିଲା ପାଇଁ ଅଧିକ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି । ଘଣ୍ଟାକୁ 12 କିଲୋମିଟର ବେଗରେ ଦାନା ଉପକୂଳ ମୁହାଁ ହୋଇଥିବାରୁ 24 ତାରିଖ...
ଦାନା ପାଇଁ ବସ୍, ଟ୍ରେନ୍ ଓ ବିମାନ ସେବା ବାତିଲ
ବାତ୍ୟା ଦାନା ପାଇଁ ରାଜ୍ୟରେ ବସ୍, ଟ୍ରେନ୍ ଓ ବିମାନ ସେବା ବ୍ୟାହତ ହୋଇଛି । 24 ଓ 25 ତାରିଖ ପାଇଁ ଉଭୟ ଅପ୍ ଓ ଡାଉନ୍ ଲାଇନ୍ରେ ୨ଶହରୁ ଅଧିକ ଟ୍ରେନ୍ ବାତିଲ କରାଯାଇଛି । ପୂର୍ବତଟ...















