୧୦ ପ୍ରସ୍ତାବକୁ ମିଳିଲା କ୍ୟାବିନେଟ୍ ମଞ୍ଜୁରୀ: ୩୫୮ଟି ପୁରୁଣା ଆଇନର ହେବ ଉଚ୍ଛେଦ
ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟ୍ ବୁଧବାର ଦିନ ୭ଟି ବିଭାଗର ୧୦ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟାରେ ଲୋକସେବା ଭବନରେ ଆୟୋଜିତ କ୍ୟାବିନେଟ୍ ବୈଠକରେ ରାଜ୍ୟରେ ସ୍ୱତନ୍ତ୍ର ପ୍ରତ୍ନତତ୍ତ୍ୱ ନିର୍ଦ୍ଦେଶାଳୟ ସ୍ଥାପନ ସହ...
୨୪ ଘଣ୍ଟିଆ ଔଷଧ ଦୋକାନ ବନ୍ଦ; ନିରାମୟ କେନ୍ଦ୍ର ସମ୍ମୁଖରେ ଲମ୍ବା ଧାଡି
ଭୁବନେଶ୍ୱର: ଅନଲାଇନ ଔଷଧ ବିତରଣକୁ ବିରୋଧ କରି ଦେଶର ବିଭିନ୍ନ ଘରୋଇ ଔଷଧ ଦୋକାନ ସଂଘ ଦିନିକିଆ ବନ୍ଦ ଡାକରା ଦେଇଥିଲେ, ଯାହାକୁ ଓଡ଼ିଶାରେ ସମର୍ଥନ ଦେଇଥିଲା ଉତ୍କଳ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ଆସୋସିଏସନ୍। ଏହି ବନ୍ଦର ପ୍ରଭାବ ସାରା...
ଆସନ୍ତା ମାସରେ ଫ୍ରାନ୍ସରରେ ଜି-୭ ସମ୍ମିଳନୀ: ଭେଟାଭେଟି ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ...
ନୂଆଦିଲ୍ଲୀ: ଆସନ୍ତା ମାସରେ ଫ୍ରାନ୍ସରେ ଆୟୋଜିତ ହେବାକୁ ଥିବା ହାଇପ୍ରୋଫାଇଲ୍ ଜି-୭ ଶିଖର ସମ୍ମିଳନୀ ଅବସରରେ ଭେଟାଭେଟି ହେବାକୁ ଯାଉଛନ୍ତି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ୱାଶିଂଟନ୍ ଏବଂ ଏହାର ସହଯୋଗୀ...
ଜାତିଭିତ୍ତିକ ଜନଗଣନାକୁ ସୁପ୍ରିମକୋର୍ଟଙ୍କ ସବୁଜ ସଙ୍କେତ
ନୂଆଦିଲ୍ଲୀ: ଜାତିଭିତ୍ତିକ ଜନଗଣନା ବିରୋଧରେ ଦାୟର ହୋଇଥିବା ଆବେଦନକୁ ସର୍ବୋଚ୍ଚ ଅଦାଲତ ଖାରଜ କରିଦେଇଛନ୍ତି। ଆଜି ମାମଲାର ଶୁଣାଣି କରି କୋର୍ଟ ସ୍ପଷ୍ଟ କରିଛନ୍ତି ଯେ, ଜନଗଣନା କେଉଁ ଆଧାରରେ ହେବ ତାହା ସମ୍ପୂର୍ଣ୍ଣ ଭାବେ ସରକାରଙ୍କ ନୀତିଗତ ନିଷ୍ପତ୍ତି,...
ପ୍ରକାଶ ପାଇଲା ଯୁକ୍ତ ୨ ପରୀକ୍ଷାଫଳ
ଭୁବନେଶ୍ୱର: ଆଜି ମଧ୍ୟାହ୍ନ ସାଢ଼େ ୧୨ଟାରେ ଯୁକ୍ତ ୨ ପରୀକ୍ଷା ଫଳ ଘୋଷଣା ହୋଇଛି। CHSE ଅଫିସରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଫଳାଫଳ ଘୋଷଣା କରିଛନ୍ତି। ଏକାସଙ୍ଗେ କଳା, ବାଣିଜ୍ୟ, ବିଜ୍ଞାନ ସହ ଧନ୍ଦାମୂଳକ ଶିକ୍ଷାର...
ସୋମ୍ୟ ରଞ୍ଜନ ହତ୍ୟାକାଣ୍ଡ ଘଟଣାରେ ସମ୍ପୃକ୍ତ ଆଉ ୨ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ
ଭୁବନେଶ୍ୱର: ବାଲିଅନ୍ତାର ସୋମ୍ୟ ରଞ୍ଜନ ସ୍ବାଇଁଙ୍କୁ ପିଟିପିଟି ହତ୍ୟାକାଣ୍ଡ ଘଟଣାରେ ସମ୍ପୃକ୍ତ ଆଉ ୨ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି । ଗିରଫ ଅଭିଯୁକ୍ତ ମାନେ ହେଲେ ପଞ୍ଚାନନ ବଡ଼ଜେନା ଓରଫ କାଳିଆ ଓ ରଞ୍ଜିତ ରଣା ।ଏହି...
କୃଷି ବିକାଶ ଏବଂ କୃଷକ କଲ୍ୟାଣ ଉପରେ ଭୁବନେଶ୍ୱରରେ କୃଷି ସମ୍ମିଳନୀ
ଭୁବନେଶ୍ୱର: ଭୁବନେଶ୍ୱରରେ ପୂର୍ବାଞ୍ଚଳ କୃଷି ସମ୍ମିଳନୀରେ କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂହ ଚୌହାନ ଏବଂ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ବିଭିନ୍ନ ରାଜ୍ୟର କୃଷି ମନ୍ତ୍ରୀ, ବରିଷ୍ଠ ଅଧିକାରୀ, ବୈଜ୍ଞାନିକ, କୃଷକ ପ୍ରତିନିଧି, କୃଷି ବିଶେଷଜ୍ଞ,...
ଭୁବନେଶ୍ୱରରେ ପ୍ରତିଷ୍ଠା ହେବ ଇ.ଏସ.ଆଇ.ସି ମେଡିକାଲ କଲେଜ
ଭୁବନେଶ୍ୱର: ଇ.ଏସ.ଆଇ.ସି ମେଡିକାଲ କଲେଜ ଓ ହସ୍ପିଟାଲ ଭୁବନେଶ୍ୱରର ଅନ୍ଧାରୁଆଠାରେ ପ୍ରତିଷ୍ଠା ପାଇଁ ଓଡ଼ିଶା ସରକାରଙ୍କ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ଏବଂ ଭାରତ ସରକାରଙ୍କ କର୍ମଚାରୀ ରାଜ୍ୟ ବୀମା ନିଗମ (ଇ.ଏସ୍.ଆଇ.ସି) ମଧ୍ୟରେ ଏକ...
ସାରା ଓଡ଼ିଶାକୁ ହିଟୱେଭ୍ ଆଲର୍ଟ, ପଶ୍ଚିମ ଓଡ଼ିଶାରେ ୪୫ ଡିଗ୍ରୀ ଟପିବ
ଭୁବନେଶ୍ୱର: ପ୍ରଚଣ୍ଡ ଗ୍ରୀଷ୍ମ ଲହରୀରେ ତାତୁଛି ଓଡିଶା । ଆସନ୍ତା ୩ ରୁ ୪ ଦିନ ଯାଏଁ ହିଟ୍ ୱେଭ୍ ଆଲର୍ଟ। ପଶ୍ଚିମ ଓଡ଼ିଶାରେ ୪୫ ଡିଗ୍ରୀ ଟପିପାରେ ତାପମାତ୍ରା। ଟ୍ଵିନ୍ ସିଟିରେ ପାରଦ ୪୦ ଡିଗ୍ରୀ ଛୁଇଁବା ...
ବ୍ରହ୍ମପୁରରେ ଛାତି ଥରା ଦୃଶ୍ୟ, ମହିଳାଙ୍କ ସାମ୍ନାରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ
ଭୁବନେଶ୍ୱର: ଗହଳିପୂର୍ଣ୍ଣ ରାସ୍ତା ମଝିରେ ଜଣେ ଯୁବକଙ୍କୁ ନିର୍ଦ୍ଦୟ ଭାବେ ପିଟିବା ଘଟଣାର ଭିଡିଓ ଏବେ ସୋସିଆଲ ମିଡିଆରେ ଘୁରି ବୁଲୁଛି। ବ୍ରହ୍ମପୁର ସହରର ଗିରି ରୋଡ୍ ଛକ ନିକଟରେ ରାତି ପ୍ରାୟ ୯ଟା ଲୋକଙ୍କ ଯିବା-ଆସିବା ଚାଲିଥିବା ସମୟରେ...













