25.8 C
Bhubaneswar
Saturday, July 25, 2026
-Advertisement-

‘ମନ କି ବାତ’ରେ ଦେଶର ବିମାନ ସେବା ଓ ସାମରିକ ଶକ୍ତିକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ‘ମନ କି ବାତ’ର ୧୩୫ତମ ସଂସ୍କରଣରେ ଦେଶବାସୀଙ୍କୁ ସମ୍ବୋଧିତ କରି ଭାରତର ବିମାନ ଚଳାଚଳ ଏବଂ ପ୍ରତିରକ୍ଷା କ୍ଷେତ୍ରରେ ହାସଲ ହୋଇଥିବା ବଡ଼ ସଫଳତା ବିଷୟରେ ଆଲୋଚନା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ,...

ଚୌଦ୍ୱାର ଜେଲ୍‌ରୁ ସିସି କ୍ୟାମେରା ଫୁଟେଜ୍‌ ଗାଏବ

କଟକ: ଚୌଦ୍ୱାର ଜେଲ୍ ସିସି କ୍ୟାମେରା ଫୁଟେଜ୍‌, ଦସ୍ତାବିଜ୍ ଗାଏବ୍ । ଫସିଯିବେ ଜେଲ୍ ଡିଜି, ଅଧୀକ୍ଷକ! ରାଜ୍ୟସଭା ସାଂସଦ ସୁଜିତ କୁମାରଙ୍କ ଏତଲାକୁ ନେଇ ପୁଲିସର ଷ୍ଟେସନ୍‌ ଡାଏରି । ଚୌଦ୍ବାର ସର୍କଲ ଜେଲ୍‌ରୁ ଦୁଇ ବିହାରୀ ଅପରାଧୀ...

ମହାରାଷ୍ଟ୍ର ‘ଟିଇଟି’ପେପର ଲିକ୍ ଘଟଣା : ସରକାରଙ୍କୁ କଡା ସମାଲୋଚନା କଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ: ପେପର ଲିକ୍ କାରଣରୁ ମହାରାଷ୍ଟ୍ରରେ ୨୮ ଜୁନ ରବିବାର ଅନୁଷ୍ଠିତ ହେବାକୁ ଥିବା ଟିଚର ଏଲିଜିବିଲିଟି ଟେଷ୍ଟ (ଟିଇଟି) ୨୦୨୬ ପରୀକ୍ଷାକୁ ବାତିଲ କରିଦିଆଯାଇଛି। ଏହାକୁ ନେଇ ବିରୋଧୀ ଦଳ ନେତା ରାହୁଲ ଗାନ୍ଧି ମହାରାଷ୍ଟ୍ରରେ ସରକାରଙ୍କୁ କଡା...

ମହିଳାମାନଙ୍କୁ ଉଦ୍ୟୋଗ କ୍ଷେତ୍ରରେ ପ୍ରୋତ୍ସାହିତ କରିବା ପାଇଁ ମହିଳା ଉଦ୍ୟମିତା ପ୍ଲାଟଫର୍ମ (WEP)ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମହିଳାମାନଙ୍କୁ ଉଦ୍ୟୋଗ କ୍ଷେତ୍ରରେ ପ୍ରୋତ୍ସାହିତ କରିବା ପାଇଁ ଲୋକସେବା ଭବନ କନଭେନସନ୍ ସେଣ୍ଟରରେ ଶନିବାର ଦିନ ଆୟୋଜିତ ‘ଉଦ୍ୟମୀ ଓଡ଼ିଶା MSME କାର୍ଯ୍ୟକ୍ରମ’ ତଥା ଅନ୍ତର୍ଜାତୀୟ MSME ଦିବସ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଓଡ଼ିଶା ରାଜ୍ୟ ମହିଳା ଉଦ୍ୟମିତା...

ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗରେ ଡାକ୍ତରଙ୍କୁ ଆକ୍ରମଣ;AIIMSରେ ଉତ୍ତେଜନା

ଭୁବନେଶ୍ୱର: (AIIMS) ହସ୍ପିଟାଲରେ ରୋଗୀଙ୍କ ଚିକିତ୍ସାରେ ଅବହେଳା ଅଭିଯୋଗ ଆଣି ମୃତ ରୋଗୀଙ୍କ ସମ୍ପର୍କୀୟମାନେ ଜଣେ ଇଣ୍ଟର୍ଣ୍ଣ ଡାକ୍ତରଙ୍କ ସହ ହସ୍ପିଟାଲ କର୍ମଚାରୀଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଏହି ଘଟଣାରେ ଡାକ୍ତର ଆହତ ହୋଇଥିବା ସୂଚନା ମିଳିଛି...

ଅପରାଧିକ ମାମଲାରେ ଅଟକ ଥିବା ନବନିଯୁକ୍ତ OTAS ଅଧିକାରୀ ଭୀମସେନ ଟୁଡୁ ଚାକିରୀରୁ ବହିଷ୍କୃତ

ଭୁବନେଶ୍ୱର: ନୂଆ କରି ନିଯୁକ୍ତି ପାଇଥିବା OT&AS(Odisha Taxation & Accounts Service) ଅଧିକାରୀ ଭୀମସେନ ଟୁଡୁଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ତାଙ୍କୁ ସରକାରୀ ସେବାରୁ ବହିଷ୍କାର କରିଛନ୍ତି। ଭବିଷ୍ୟତରେ ମଧ୍ୟ...

ତାମିଲନାଡୁ ଗ୍ୟାସ୍ ଟ୍ରାଜେଡି ପରେ ଜୀବନ ବଞ୍ଚାଇ ଫେରିଲେ ୬୨ ଓଡ଼ିଆ ଶ୍ରମିକ

ଭୁବନେଶ୍ୱର: ତାମିଲନାଡୁ ଗ୍ୟାସ ଲିକ୍‌ ଅଘଟଣରୁ ଜୀବନ ବଞ୍ଚାଇ ଫେରିଛନ୍ତି ୬୨ ଓଡ଼ିଆ ଶ୍ରମିକ । ରାଜ୍ୟ ସରକାର ଚେନ୍ନାଇରୁ ଟ୍ରେନ୍‌ ଯୋଗେ ୬୨ ଜଣ ଓଡ଼ିଆ ପ୍ରବାସୀ ଶ୍ରମିକଙ୍କୁ ଆଜି ସୁରକ୍ଷିତ ଭାବେ ଭୁବନେଶ୍ୱରରେ ଆଣିଛନ୍ତି । ସେମାନଙ୍କ...

ସ୍ନାନଯାତ୍ରା ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି; ଡିଜିଟାଲ୍ ସର୍ଭେଲାନ୍ସ ରହିବ ଶ୍ରୀକ୍ଷେତ୍ର

ପୁରୀ: ଜୁନ୍ ୨୯ରେ ଅନୁଷ୍ଠିତ ହେବାକୁ ଥିବା ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଚଳିତ ବର୍ଷ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇଁ ପ୍ରାୟ ୩ ରୁ ୪ ଲକ୍ଷ ଭକ୍ତଙ୍କ ସମାଗମ ହେବା ନେଇ ଅନୁମାନ କରାଯାଉଛି ।...

ଓଡ଼ିଆ ଝିଅ ଜିତିଲେ ମିସ୍ ୟୁନିଭର୍ସ ଓଡ଼ିଶା ଟାଇଟଲ୍

ମୁମ୍ବାଇ: ଇତିହାସ ରଚିଲେ ୨୨ ବର୍ଷୀୟ ଗଞ୍ଜାମ ଝିଅ ପୁନମ ମହାରଣା । ଓଡ଼ିଆ ଝିଅ ପୁନମ ଜିତିଛନ୍ତି ମିସ୍ ୟୁନିଭର୍ସ ଓଡ଼ିଶା ଟାଇଟଲ୍ । ସମସ୍ତ ପ୍ରତିଯୋଗୀଙ୍କୁ ପଛରେ ପକାଇ ମିସ୍ ୟୁନିଭର୍ସ ଓଡ଼ିଶା ୨୦୨୬ ବିଜୟୀ...

ଓଡ଼ିଶା ପ୍ରଦେଶ କଂଗ୍ରେସର ନୂଆ ପ୍ରଭାରୀ ହେଲେ ଲାଲଜୀ ଦେଶାଇ

ଭୁବନେଶ୍ୱର: ଏଆଇସିସି ବରିଷ୍ଠ ନେତା ଲାଲଜୀ ଦେଶାଇଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ ନୂଆ ପ୍ରଭାରୀଭାବେ ନିଯୁକ୍ତ କରିଛି । ଏହା ତତ୍କାଳ ପ୍ରଭାବରୁ କାର୍ଯ୍ୟକାରୀ ହେବ । ଲାଲଜୀ ଦେଶାଇ ବର୍ତ୍ତମାନ ଅଲ୍ ଇଣ୍ଡିଆ କଂଗ୍ରେସ ସେବା ଦଳର ରାଷ୍ଟ୍ରୀୟ...
- Advertisement -

Latest article

ଆଜି ପବିତ୍ର ସୁନାବେଶ:ବାହୁଡ଼ା ଯାତ୍ରା ସମୟରେ ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ

ପୁରୀ : ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥିରେ ମହାପ୍ରଭୁଙ୍କର ପବିତ୍ର ସୁନାବେଶ ଅନୁଷ୍ଠିତ ହେବ l ମହଣ ମହଣ ସୁନାରେ ଛାଉଣି ହେବେ ମହାପ୍ରଭୁ lସୁନାବେଶ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ଅନୁଯାୟୀ,...

ମହିଳା ସାଂସଦଙ୍କ ସହ ଦୁର୍ବ୍ୟବହାର ଅଭିଯୋଗ, କଲ୍ୟାଣ ବାନାର୍ଜୀ ନିଲମ୍ବିତ

ନୂଆଦିଲ୍ଲୀ: ତୃଣମୂଳ କଂଗ୍ରେସ (ଟିଏମସି) ସାଂସଦ କଲ୍ୟାଣ ବାନାର୍ଜୀ ମହିଳା ସାଂସଦମାନଙ୍କ ପ୍ରତି ଆପତ୍ତିଜନକ ଭାଷା ବ୍ୟବହାର ଓ ଦୁର୍ବ୍ୟବହାର ଅଭିଯୋଗରେ ସମଗ୍ର ମୌସୁମୀ ଅଧିବେଶନରୁ ତାଙ୍କୁ ନିଲମ୍ବିତ କରାଯାଇଛି। ମିଳିଥିବା ସୂଚନା...

cw-check-https://test.com/

cw-check https://test.com