୬ଟି ବିଭାଗର ୧୧ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଶନିବାର ସନ୍ଧ୍ୟାରେ ଲୋକସେବା ଭବନରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ମୋଟ ୬ଟି ବିଭାଗର ୧୧ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ସେଥିରେ ଜଳସମ୍ପଦ ବିଭାଗର ୫ଟି, ନଗର ଉନ୍ନୟନ ବିଭାଗର ୨ଟି,...
ଓଡ଼ିଶା ପୋଲିସର ସଫଳତା:ଜାନୁୟାରୀରୁ ଜୁନ 2026 ମଧ୍ୟରେ ୧୭,୫୯୦ ନିଖୋଜ ମହିଳା ଓ ଶିଶୁ ଉଦ୍ଧାର
ଭୁବନେଶ୍ୱର: ପରିବାରଠାରୁ ବିଚ୍ଛିନ୍ନ ହୋଇଯାଇଥିବା ନିଖୋଜ ମହିଳା ଓ ଶିଶୁମାନଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରି ପୁନଃ ପରିବାର ସହ ମିଳନ କରାଇବାରେ ଓଡ଼ିଶା ପୋଲିସ ସଫଳତା ହାସଲ କରିଛି। ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆଙ୍କ...
ଆବାସ ଯୋଜନାରେ ଅନିୟମିତତା ଅଭିଯୋଗ: ଯୋଗାଣ ମନ୍ତ୍ରୀଙ୍କ କ୍ଷୋଭ
ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ସଦର ବ୍ଲକ କାଇମାଟି ପଞ୍ଚାୟତର ଗହମଖୁଣ୍ଟି ଗାଁରେ ଅନେକ ଯୋଗ୍ୟ ହିତାଧିକାରୀ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ତାଲିକାରୁ ବାଦ୍ ପଡିଥିବା ଅଭିଯୋଗ ହୋଇଥିଲା । ଏହାର ସମୀକ୍ଷା କରିବା ପାଇଁ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର...
ପ୍ରଧାନମନ୍ତ୍ରୀଙ୍କୁ ହାତ ଯୋଡ଼ି କ୍ଷମା ମାଗିଲେ ରୁଚିକା
ନୂଆଦିଲ୍ଲୀ: ଦିଲ୍ଲୀର ଜନ୍ତର-ମନ୍ତରରେ CJP ପ୍ରଦର୍ଶନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଆପତ୍ତିଜନକ ଭାଷା ପ୍ରୟୋଗ କରିଥିବା ଯୁବତୀ ରୁଚିକା ସିଂହ ସୋସିଆଲ ମିଡିଆରେ ଭିଡିଓ ଜାରି କରି ସମଗ୍ର ଦେଶବାସୀଙ୍କଠାରୁ କ୍ଷମା ମାଗିଛନ୍ତି। ଭାଇରାଲ ହେଉଥିବା ଏହି...
ଆତଙ୍କୀ ହମ୍ଲାରେ ଦୁଇ ହିନ୍ଦୁମୃତ; ଅଶାନ୍ତ କୁଲଗାମ
ଶ୍ରୀନଗର: ଜମ୍ମୁ ଓ କଶ୍ମୀରର କୁଲଗାମ ଜିଲ୍ଲାରେ ଏକ ଇଟା ଭାଟିରେ କାମ କରୁଥିବା ଛତିଶଗଡ଼ର ଦୁଇଜଣ ଶ୍ରମିକଙ୍କୁ ଆତଙ୍କବାଦୀମାନେ ଗୁଳି କରି ହତ୍ୟା କରିଛନ୍ତି। ଏହି ଆକ୍ରମଣରେ ଉଭୟ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଆକ୍ରମଣ ପରେ ସମଗ୍ର ଅଞ୍ଚଳରେ...
ବନ୍ୟା ପରିଚାଳନା ନେଇ ରାଜସ୍ୱ ମନ୍ତ୍ରୀଙ୍କ ବିସ୍ତୃତ ସମୀକ୍ଷା :କ୍ଷତିଗ୍ରସ୍ତ ଚାଷଜମି ପାଇଁ ଚାଷୀଙ୍କୁ ମିଳିବ କୃଷି ଓ...
ଭୁବନେଶ୍ୱର: ଲୋକସେବା ଭବନଠାରେ ମାନ୍ୟବର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ ବିଭିନ୍ନ ବିଭାଗୀୟ ବରିଷ୍ଠ ଅଧିକାରୀ ଏବଂ ଜିଲ୍ଲାପାଳମାନଙ୍କ ସହିତ ବନ୍ୟା ପରିସ୍ଥିତି ସମ୍ପର୍କରେ ସୁବିସ୍ତୃତ ସମୀକ୍ଷା କରିଛନ୍ତି l ସମ୍ପ୍ରତି ବିଭିନ୍ନ...
ଏସ୍ସିଓ ନିୟମ ଅନୁସାରେ ଭାରତକୁ ନିମନ୍ତ୍ରଣ ପଠାଇବ ପାକିସ୍ତାନ
ଇସଲାମାବାଦ: ୨୦୨୭ ଏସ୍ସିଓ ସମ୍ମିଳନୀ ପାଇଁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଇସଲାମାବାଦକୁ ନିମନ୍ତ୍ରଣ କରିବ ପାକିସ୍ତାନ। ସେହିପରି ପାକିସ୍ତାନର ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ହିଁ ମୋଦିଙ୍କୁ ଇସଲାମାବାଦ ଆସିବାକୁ ନିମନ୍ତ୍ରଣ ପତ୍ର ପଠାଇବେ ବୋଲି ଜଣାପଡ଼ିଛି। ସଙ୍ଘାଇ କର୍ପୋରେସନ...
ଦୁଗ୍ଧ ସଂଗ୍ରହ ଓ ଗୁଣବତ୍ତାରେ ଦେଶର ନମ୍ବର–୧ OMFED
ଭୁବନେଶ୍ୱର: ନୂଆଦିଲ୍ଲୀର ଭାରତ ମଣ୍ଡପମ୍ଠାରେ ଅନୁଷ୍ଠିତ ‘Indian Dairy Expo 2026’ ରେ ‘Excellence in Milk Procurement & Dairy Development’ ପାଇଁ OMFED କୁ ମିଳିଲା ସର୍ବୋଚ୍ଚ ପ୍ରଥମ ପୁରସ୍କାର। ଖାଣ୍ଟି ଶୁଦ୍ଧତା, ସ୍ୱାଦ ଓ ଗୁଣବତ୍ତା...
ସନ୍ଧ୍ୟା ସୁଦ୍ଧା ହୀରାକୁଦ ଜଳଭଣ୍ଡାରର ଖୋଲିବ ୨୨ ଗେଟ୍
ଭୁବନେଶ୍ୱର: ସନ୍ଧ୍ୟା ସୁଦ୍ଧା ଖୋଲିବ ହୀରାକୁଦ ଜଳଭଣ୍ଡାରର ୨୨ଟି ଗେଟ୍ । ୧୨ଟି ଗେଟ୍ ଦେଇ ୨ ଲକ୍ଷ ୧୦ ହଜାର କ୍ୟୁସେକ ଜଳ ନିଷ୍କାସିତ ହେଉଛି । ଅପରାହ୍ନରେ ଆଉ ୧୦ଟି ଗେଟ୍ ଖୋଲାଯିବ ବୋଲି ଜଳ ସମ୍ପଦ...
ରାଜଧାନୀରେ ଚାଞ୍ଚଲ୍ୟ: ପାନ ଦୋକାନୀଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଏକ ଜନଗହଳି ପୂର୍ଣ୍ଣ ଅଞ୍ଚଳରେ ପାନ ଦୋକାନୀଙ୍କୁ ନିର୍ମମ ହତ୍ୟା କରାଯାଇଛି । ଗ୍ୟାରେଜ୍ ଛକ ଗାୟତ୍ରୀ ବସ୍ତି ନିକଟରେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ମୁଣ୍ଡକୁ ହାଣି ହତ୍ୟା କରିଛନ୍ତି ଦୁର୍ବୃତ୍ତ । ମୃତ ଯୁବକଙ୍କ...
















