33.5 C
Bhubaneswar
Monday, July 27, 2026
-Advertisement-

ଏଆଇରେ ଓଡ଼ିଶା ଶାସନ ଲୋଗୋ ବିକୃତ, ଟ୍ରୋଲ ପରେ ଚେତିଲା ପ୍ରଶାସନ

ଭୁବନେଶ୍ୱର: ଏଆଇରେ ନିର୍ମିତ ରାଜ୍ୟ ସରକାରଙ୍କ ପୋଷ୍ଟରରେ ‘ଓଡ଼ିଶା ଶାସନ’ ଲୋଗୋ ବିକୃତ ହୋଇଛି । ଉଚ୍ଚଶିକ୍ଷା ବିଭାଗ ନାମ ପାଖରେ ଏକ ‘ଓଡ଼ିଶା ଶାସନ’ ଲୋଗୋ ରହିଛି । ଯାହାକୁ ନେଇ ଏବେ ସାମାଜିକ ଗଣମାଧ୍ୟମରେ ଟ୍ରୋଲ୍‌ର...

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିନେଇ ଦିଲ୍ଲୀରେ ଗର୍ଜିଲା କକ୍ରୋଚ ଜନତା ପାର୍ଟି

ନୂଆଦିଲ୍ଲୀ: ଦିଲ୍ଲୀର ଯନ୍ତରମନ୍ତରରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରି ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କରିଛି କକ୍ରୋଚ ଜନତା ପାର୍ଟି। ଯୁବଗୋଷ୍ଠୀଙ୍କ ଦ୍ୱାରା ସୋସିଆଲ ମିଡିଆରୁ ଆରମ୍ଭ ହୋଇଥିବା ଏହି ସଂଗଠନ ଧର୍ମେନ୍ଦ୍ର ପ୍ରଧାନଙ୍କ ବିରୋଧରେ ଦେଇଛି ରଣହୁଙ୍କାର। ହଜାର ହଜାର...

NEET (UG) ପୁନଃ ପରୀକ୍ଷା ପାଇଁ ଜିଲ୍ଲାପାଳଙ୍କ ସହିତ ସିଏସ୍‌ଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ

ଭୁବନେଶ୍ୱର: NEET (UG) ୨୦୨୬ ପୁନଃ ପରୀକ୍ଷା ଆସନ୍ତା ଜୁନ ୨୧ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଛି। ଓଡ଼ିଶାର ୨୭ଟି ସହରର ୧୩୨ଟି ପରୀକ୍ଷା କେନ୍ଦ୍ରରେ ଏହି ପରୀକ୍ଷା ଅନୁଷ୍ଠିତ ହେବାକୁ ଯାଉଛି । ମୋଟ ୫୬,୯୮୩ ଜଣ ପରୀକ୍ଷାର୍ଥୀ...

ମମତାଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକକୁ ଆସିଲେନି ସାଂସଦ,ବିଧାୟକ

କଲକୋତା:ଦଳୀୟ ରଣନୀତି ଏବଂ ସଂଗଠନକୁ ନେଇ ମମତା ବାନର୍ଜୀଙ୍କ ଦ୍ୱାରା ଡକାଯାଇଥିବା ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଦଳର ବଡ଼ ବଡ଼ ନେତା ଓ ଜନପ୍ରତିନିଧିମାନେ ଅନୁପସ୍ଥିତ ରହିଥିବା ଜଣାପଡ଼ିଛି। ମିଳିଥିବା ସୂଚନା ଅନୁଯାୟୀ, ଏହି ହାଇପ୍ରୋଫାଇଲ୍ ମିଟିଂରେ ଯୋଗ ଦେବା...

ଜିଲ୍ଲାପାଳଙ୍କ ଅଫିସ୍‌ ଭିତରୁ ଝୁଲନ୍ତା ଅବସ୍ଥାରେ ମିଳିଲା ଯୁବକଙ୍କ ଶବ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଦିନ ଦ୍ୱିପ୍ରହରରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ସୂଚନା ଅନୁଯାୟୀ ଶୁକ୍ରବାର ଅପରାହ୍ନ ପ୍ରାୟ ସାଢେ ୩ଟା ସମୟରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ପ୍ରଥମ ମହଲାକୁ ଯିବା ପାଇଁ ଥିବା ଷ୍ଟିଲ୍...

ଅଧିକ ପାଠ ପଢ଼ିଥିଲେ ମିଳିବନି ଛୋଟ ଚାକିରି;ସୁପ୍ରିମକୋର୍ଟଙ୍କ ରାୟ

ନୂଆଦିଲ୍ଲୀ: ସରକାରୀ ଚାକିରି ଆଶାୟୀଙ୍କ ପାଇଁ ସୁପ୍ରିମକୋର୍ଟ ଏକ ଗୁରୁତ୍ଵପୂର୍ଣ୍ଣ ରାୟ ଶୁଣାଇଛନ୍ତି। କୋର୍ଟ ସ୍ପଷ୍ଟ କରିଛନ୍ତି ଯେ, କମ୍ ଶିକ୍ଷାଗତ ଯୋଗ୍ୟତା ଥିବା ପ୍ରାର୍ଥୀଙ୍କ ପାଇଁ ସଂରକ୍ଷିତ ଥିବା ପଦବୀ ଉପରେ ଉଚ୍ଚ ଶିକ୍ଷାଗତ ଯୋଗ୍ୟତା ସମ୍ପନ୍ନ ପ୍ରାର୍ଥୀମାନେ...

ମଣିପୁରରେ ପୁଣି ହିଂସାକାଣ୍ଡ: ମହିଳାଙ୍କ ସମେତ ୩ ମୃତ

ନୂଆଦିଲ୍ଲୀ: ମଣିପୁରର କାଙ୍ଗପୋକପି ଜିଲ୍ଲାରେ ଆଜି ଭୋର ସମୟରେ ପୁଣି ଥରେ ଜାତିଗତ ହିଂସାକୁ ନେଇ ଭୟାବହ ରକ୍ତପାତ ଦେଖିବାକୁ ମିଳିଥିଲା । ନ୍ୟୁ କେଥେଲମାନବି ଥାନା ଅନ୍ତର୍ଗତ ଲୋଇବୋଲ୍ ଗ୍ରାମ ଉପରେ କିଛି ସଶସ୍ତ୍ର ଆକ୍ରମଣକାରୀ ଅତର୍କିତ ଆକ୍ରମଣ...

ମହିଳାଙ୍କୁ ବଳାତ୍କାର କରିଥିବା ମୌଲାନା ଗିରଫ

କଟକ: ୨୦୧୮ ମସିହାରେ ଜଣେ ମହିଳା ଆଣିଥିଲେ ଦୁଷ୍କର୍ମ ଅଭିଯୋଗ । ତନ୍ତ୍ର ମନ୍ତ୍ର ବାହାନାରେ ମୌଲାନା ଦୁଷ୍କର୍ମ କରିଥିବା ଅଭିଯୋଗ କରିଥିଲେ । ଦୁଷ୍କର୍ମ ଅଭିଯୋଗ ପରେ ଫେରାର ଥିଲା ପଦ୍ମପୁର ମୁତାରିଫା ଗ୍ରାମର ମୌଲାନା ସେକ୍ ନଜିମୁଲ...

ଅଟକିଲା ବସ୍ ଧର୍ମଘଟ; ଯାତ୍ରୀଙ୍କୁ ଆଶ୍ୱସ୍ତି

ଭୁବନେଶ୍ୱର: ରାଜ୍ୟ ଘରୋଇ ବସ୍ ମାଲିକ ସଂଘ ଆସନ୍ତା ଜୁନ୍ ୧୦ରୁ ହେବାକୁ ଥିବା ଘରୋଇ ବସ୍ ଧର୍ମଘଟକୁ ସାମୟିକ ଭାବେ ସ୍ଥଗିତ ରଖିଛି । ପରିବହନ କମିଶନର ଅମିତାଭ ଠାକୁରଙ୍କ ସହ ଆଲୋଚନା ପରେ ସଂଘ ଏହି ନିଷ୍ପତ୍ତି...

NOC ପାଇଁ ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଜୁନିଅର ଆସିଷ୍ଟାଣ୍ଟ

ଭଦ୍ରକ: ଘରୋଇ ସ୍କୁଲକୁ NOC ପ୍ରଦାନ କରିବା ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭଦ୍ରକ ଜିଲ୍ଲା ଶିକ୍ଷା ଅଧିକାରୀ (DEO) କାର୍ଯ୍ୟାଳୟର ଜୁନିଅର ଆସିଷ୍ଟାଣ୍ଟ ଶ୍ରୀକାନ୍ତ ଦାସ ଭିଜିଲାନ୍ସ ଟିମ୍ ହାତରେ ଧରାପଡ଼ିଛନ୍ତି। ମିଳିଥିବା ସୂଚନା...
- Advertisement -

Latest article

ଆଜି ପବିତ୍ର ସୁନାବେଶ:ବାହୁଡ଼ା ଯାତ୍ରା ସମୟରେ ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ

ପୁରୀ : ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥିରେ ମହାପ୍ରଭୁଙ୍କର ପବିତ୍ର ସୁନାବେଶ ଅନୁଷ୍ଠିତ ହେବ l ମହଣ ମହଣ ସୁନାରେ ଛାଉଣି ହେବେ ମହାପ୍ରଭୁ lସୁନାବେଶ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ଅନୁଯାୟୀ,...

ମହିଳା ସାଂସଦଙ୍କ ସହ ଦୁର୍ବ୍ୟବହାର ଅଭିଯୋଗ, କଲ୍ୟାଣ ବାନାର୍ଜୀ ନିଲମ୍ବିତ

ନୂଆଦିଲ୍ଲୀ: ତୃଣମୂଳ କଂଗ୍ରେସ (ଟିଏମସି) ସାଂସଦ କଲ୍ୟାଣ ବାନାର୍ଜୀ ମହିଳା ସାଂସଦମାନଙ୍କ ପ୍ରତି ଆପତ୍ତିଜନକ ଭାଷା ବ୍ୟବହାର ଓ ଦୁର୍ବ୍ୟବହାର ଅଭିଯୋଗରେ ସମଗ୍ର ମୌସୁମୀ ଅଧିବେଶନରୁ ତାଙ୍କୁ ନିଲମ୍ବିତ କରାଯାଇଛି। ମିଳିଥିବା ସୂଚନା...

cw-check-https://test.com/

cw-check https://test.com