ଦାବି ପୂରଣ କରିବେ ତ ସରକାର
ଗତକାଲିର ବିଶାଳ ଧାରଣା ପରେ ଆଜି ରାଜ୍ୟ ସରକାରଙ୍କ ସହିତ ଆଲୋଚନା କରିଛନ୍ତି ସରକାରୀ ଚୁକ୍ତି ଭିତ୍ତିକ କର୍ମଚାରୀ ମହାସଂଘ । ଦଶହରା ପୂର୍ବରୁ କିଛି ଖୁସି ଖବର ମିଳିପାରେ । ୧୫ ଦିନ ଭିତରେ ସରକାର ଏହାର ସମାଧାନ...
ପୁରୀ ଲଜରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ପୁରୀ ଲଜରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । କୁମ୍ଭାରପଡା ଥାନା ବଡଛକ ସ୍ଥିତ ଏକ ଲଜରୁ ଝୁଲନ୍ତା ଅବସ୍ଥାରେ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତଦେହ ନିକଟରୁ ସୁଇସାଇଡ୍ ନୋଟ୍ ମଧ୍ୟ ଜବତ ହୋଇଛି । ‘ମୃତ୍ୟୁ...
ୱାଲ୍ଡ କପରେ ସାମିଲ ହେବେ ନାହିଁ ରବିନ୍ଦ୍ର ଜାଡେଜା
ଚଳିତବର୍ଷ ଅକ୍ଟୋବର-ନଭେମ୍ବରରେ ଖେଳାଯିବ ଟି-୨୦ ବିଶ୍ୱକପ୍-2022 । ଏଥିପାଇଁ ଟିମ୍ ଇଣ୍ଡିଆରୁ ଏକ ଭଲ ଖବର ସାମ୍ନାକୁ ଆସିଥିଲା ଯେ, ଆହତ ଥିବା ଯଶପ୍ରୀତ ବୁମରାହ ଏବଂ ହର୍ଷଲ ପଟେଲ ଚଳିତବର୍ଷ ଟିମ୍ ଇଣ୍ଡିଆରେ ସାମିଲ ହେବେ । ହେଲେ...
ଢୁ ଢୁ ବର୍ଷାରେ ଆନ୍ଦୋଳନ
ତୁହାକୁ ତୁହା ବର୍ଷା ହେଉଛି । ହେଲେ ଏ ବର୍ଷାକୁ ଖାତିର ନକରି ଭୁବନେଶ୍ୱର ଲୋୟର ପିଏମଜିରେ ଆନ୍ଦୋଳନ କରୁଛନ୍ତି ଚୁକ୍ତିଭିତ୍ତିକ କର୍ମଚାରୀ । ଚୁକ୍ତି ଭିତ୍ତିକ ନିଯୁକ୍ତି ପ୍ରଥା ଉଚ୍ଛେଦ ଦାବିରେ
ହଜାର ହଜାର କର୍ମଚାରୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି...
ଚାର୍ଲସ ତୃତୀୟ ହେଲେ ବ୍ରିଟେନର ରାଜା
ରାଣୀ ଏଲିଜାବେଥଙ୍କ ଦେହାନ୍ତ ପରେ ଆଜି ବିଧିବଦ୍ଧ ଭାବେ ବ୍ରିଚେନର ରାଜା ଭାବେ ଦାୟିତ୍ବ ନେଇଛନ୍ତି ତାର୍ଲସ ତୃତୀୟ । ରାଣୀ ଏଲିଜାବେଥଙ୍କ ପୁଅ ଚାର୍ଲସ ତୃତୀୟଙ୍କୁ ବ୍ରିଟେନର ରାଜା ଭାବେ ଘୋଷଣା କରିବା ପରେ ପରେ ଦେଶବାସୀଙ୍କୁ ଅତି...
କାଲି ଉପକୂଳ ଛୁଇଁବ ଅବପାତ
ଆସନ୍ତାକାଲି ଉପକୂଳ ଛୁଇଁବ ଅବପାତ । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ସୁଦୃଶ ଲଘୁଚାପରେ ପରିଣତ ହୋଇଛି । ଆସନ୍ତାକାଲି ସକାଳ ସୁଦ୍ଧା ଅବପାତ ଉତ୍ତର ଆନ୍ଧ୍ର ଏବଂ ଦକ୍ଷିଣ ଓଡିଶା ମଧ୍ୟରେ ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି...
ଫିଫା ମହିଳା ବିଶ୍ୱକପ ଲୋଗୋ ଉନ୍ମୋଚିତ
୧୭ ବର୍ଷରୁ କମ ମହିଳା ବିଶ୍ୱକପ ଫୁଟବଲ ଲୋଗୋ ଉନ୍ମୋଚିତ । କଳିଙ୍ଗ ଷ୍ଟାଡିୟମରେ ୩ଟି ମ୍ୟାଚ ଖେଳାଯିବ । ଆସନ୍ତା ଅକ୍ଟୋବର ୧୧ ତାରିଖରେ ବିଶ୍ୱକପର ପ୍ରଥମ ମ୍ୟାଚ୍ ଭୁବନେଶ୍ୱରର କଳିଙ୍ଗ ଷ୍ଟାଟିୟମରେ ଖେଳାଯିବ । ୧୧...
ପଶୁ ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ପ୍ରତିଷ୍ଠିତ ବ୍ୟକ୍ତିଙ୍କୁ ସୋଆ ପକ୍ଷରୁ ସମ୍ବର୍ଦ୍ଧନା
ଗୁରୁ ଦିବସ ଅବସରରେ ପଶୁ ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ପ୍ରତିଷ୍ଠା ଲାଭ କରିଥିବା ବିଶିଷ୍ଟ ବ୍ୟକ୍ତି ବିଶେଷଙ୍କୁ ସୋମବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଦ୍ୱାରା ଆରମ୍ଭ କରାଯାଉଥିବା ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଭେଟେରିନାରୀ ସାଇନ୍ସେସ୍ ଆଣ୍ଡ ଆନିମଲ୍ ହଜ୍ବ୍ୟାଣ୍ଡରୀ ପକ୍ଷରୁ...
ଜାତିସଂଘ ପକ୍ଷରୁ କିସ୍କୁ ବିଶ୍ୱର ଶ୍ରେଷ୍ଠ ସାକ୍ଷରତା ପୁରସ୍କାର
ଆନ୍ତର୍ଜାତିକ ସାକ୍ଷରତା ଦିବସ ଅବସରରେ କିସ୍କୁ ମଳିଛି ବିଶ୍ୱସ୍ତରରେ ସର୍ବଶ୍ରେଷ୍ଠ ଶିକ୍ଷା ସମ୍ମାନ । ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ସକାଶେ କିସ୍କୁ ମିଳିଛି ସମ୍ମାନଜନକ ୟୁନେସ୍କୋ ଇଣ୍ଟରନ୍ୟାସ୍ନାଲ୍ ଲିଟେରାସି ପୁରସ୍କାର- ୨୦୨୨ । ଆଫିକ୍ରାର ଡି ଆଇଭୋର କୋଷ୍ଟଠାରେ...
ଚାର୍ଲସ ହେବେ ବ୍ରିଟେନ୍ ରାଜା
ପରଲୋକରେ ମହାରାଣୀ ଏଲିଜାବେଥ୍ । ବ୍ରିଟେନ ମହାରାଣୀ ଏଲିଜାବେଥଙ୍କର ୯୬ ବର୍ଷ ବୟସରେ ପରଲୋକ ହୋଇଛି । ଆଜି ସ୍କଟଲାଣ୍ଡରୁ ଲଣ୍ଡନ ତାଙ୍କ ମର ଶରୀର ଆସିବ । ସ୍କଟଲାଣ୍ଡର ତାଙ୍କର ପରଲୋକ ଘଟିଥିବା ରାଜ ପରିବାର ପକ୍ଷରୁ...
















