ଓଡ଼ିଆ ସିନେମା ଜଗତରେ ନୂତନ ଯୁଗର ଆରମ୍ଭ:ଶୀଘ୍ର ପ୍ରଣୟନ ହେବ ସ୍ୱତନ୍ତ୍ର ଚଳଚ୍ଚିତ୍ର ନୀତି- ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଓଡ଼ିଆ ଚଳଚ୍ଚିତ୍ର ଶିଳ୍ପର ପୁନରୁଦ୍ଧାର ଏବଂ ଏହାର ଉନ୍ନତି ପାଇଁ ରାଜ୍ୟ ସରକାର ଅନେକ ପଦକ୍ଷେପ ନେବାକୁ ଯାଉଛନ୍ତି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଦିନ ସଂସ୍କୃତି ଭବନଠାରେ ଆୟୋଜିତ ଏକ ସ୍ୱତନ୍ତ୍ର ଆଲୋଚନା ଚକ୍ରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ...
NEET UG ପେପର୍ ଲିକ୍ ମାମଲାର ମୁଖ୍ୟ ଅଭିଯୁକ୍ତ ଗିରଫ
ନୂଆଦିଲ୍ଲୀ: NEET-UG ପେପର୍ ଲିକ୍ ମାମଲାରେ CBI ପୁଣେରୁ ମୁଖ୍ୟ ଅଭିଯୁକ୍ତ ପ୍ରଫେସର ପିଭି କୁଲକର୍ଣ୍ଣି ଙ୍କୁ ଗିରଫ କରିଛି । CBI ଅଧିକାରୀମାନେ କହିଛନ୍ତି ଯେ, ଲାଟୁରର ବାସିନ୍ଦା ଏବଂ ରସାୟନ ବିଜ୍ଞାନର ବିଶେଷଜ୍ଞ କୁଲକର୍ଣ୍ଣି, ବହୁ ବର୍ଷ...
ଜମିବାଡ଼ି ବିବାଦକୁ ନେଇ ବଡ଼ ଭାଇ ମାରିଲା ସାନ ଭାଇକୁ
କେନ୍ଦ୍ରାପଡା: ବଡ଼ଭାଇ ପରିବାର ଲୋକଙ୍କ ସଂଘବଦ୍ଧ ଆକ୍ରମଣରେ ସାନଭାଇ ମୃତ। କେନ୍ଦ୍ରପଡ଼ା ଜିଲ୍ଲା ମହାକାଳପଡ଼ା ଥାନା ଅନ୍ତର୍ଗତ ବାରଡାଙ୍ଗ ନାଉରି ସାହିରେ ଏହି ଅଭାବନୀୟ କାଣ୍ଡ ଘଟିଛି। ମୃତକ ଜଣକ ହେଉଛନ୍ତି ସମ୍ପୃକ୍ତ ପରିବାରର ସାନଭାଇ, ଯିଏ ବୃତ୍ତିରେ ଜଣେ...
ମାଟି ମାଫିଆଙ୍କୁ ଗିରଫ କଲା ଜିଲ୍ଲା ପ୍ରଶାସନ
ଜଗତସିଂହପୁର: ମାଟି ମାଫିଆଙ୍କ ଉପରେ ଜିଲ୍ଲା ପ୍ରଶାସନର ଚଢ଼ାଉ। ଛଦ୍ମବେଶରେ ଅଭିଯୁକ୍ତଙ୍କୁ ଅନସ୍ପଟ ମାଡିବସିଲେ ତଦନ୍ତକାରୀ ଟିମ। ଜିଲ୍ଲାପାଳ ଏବଂ ଏସପିଙ୍କ ରାତି ଅଧିଆ ଅପରେସନ। ସୁଚନା ଥାଉ ଯେ, ଜଗତସିଂହପୁର ଜିଲ୍ଲା ଫତେପୁର ଗହୀରରେ ପୋଲିସ...
ପୁଣି ରାଜଧାନୀରେ ହାଇୱା-କାର୍ ମୁହାଁମୁହିଁ ଧକ୍କା, ୨ ମୃତ ଓ ୫ ଗୁରୁତର
ଭୁବନେଶ୍ୱର: ଆଜି ଖୋର୍ଦ୍ଧା - ଚନ୍ଦକା ରୋଡର ଭୋଳା ଛକ ନିକଟରେ କାର-ହାଇୱା ମୁହାଁମୁହିଁ ଧକ୍କା ହୋଇଛି। କାରରେ ୭ ଜଣ ଥିବା ସୂଚନା ମିଳିଥିବାବେଳେ ୨ ଜଣଙ୍କ ମୃତ୍ୟୁ ହୋଇଛି ଓ ୫ ଜଣ ଗୁରୁତର ହୋଇଛନ୍ତି। ଆହତଙ୍କ...
ଆସନ୍ତା ବର୍ଷରୁ ଅନଲାଇନରେ ହେବ ନିଟ୍ ପରୀକ୍ଷା: ଧର୍ମେନ୍ଦ୍ର ପ୍ରଧାନ
ନୂଆଦିଲ୍ଲୀ: ନିଟ୍ ପେପର ଲିକ୍ ପ୍ରସଙ୍ଗରେ ଏକ ବଡ଼ ବୟାନ ଦେଇଛନ୍ତି କେନ୍ଦ୍ରଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସାମ୍ବାଦିକ ସମ୍ମିଳନୀରେ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ଆସନ୍ତା ବର୍ଷ ଠାରୁ ନିଟ୍ ପରୀକ୍ଷାରେ ହେବ ବଡ଼ ପରିବର୍ତ୍ତନ । ନିଟ୍ ପରୀକ୍ଷା...
ଓମାନ ଉପକୁଳରେ ଡ୍ରୋନ୍ ମାଡ଼ ଯୋଗୁଁ ସମୁଦ୍ରରେ ବୁଡ଼ିଲା ଭାରତୀୟ ଜାହାଜ
ନୂଆଦିଲ୍ଲୀ: ଭାରତୀୟ ମାଲବାହୀ ଜାହାଜ ‘ହାଜି ଅଲ୍ଲୀ’ ଉପରେ ସନ୍ଦିଗ୍ଧ ଡ୍ରୋନ୍ ମାଡ଼ ହେବା ଫଳରେ ଓମାନ ଉପକୁଳ ରେ ଏହା ସମୁଦ୍ରରେ ବୁଡ଼ିଯାଇଛି। ଏହି ଭୟଙ୍କର ଆକ୍ରମଣରୁ ଜାହାଜରେ ଥିବା ସମସ୍ତ ୧୪ ଜଣ ଭାରତୀୟ ନାବିକ ଅଳ୍ପକେ...
ଜୁଲାଇ ୧ରୁ ଓଡ଼ିଶାରେ ହେବ SIR
ଭୁବନେଶ୍ୱର: ଆସନ୍ତା ଜୁଲାଇ ୧ରୁ ରାଜ୍ୟରେ (SIR) ବା ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମ ଆରମ୍ଭ ହେବ। ନିର୍ବାଚନ ଆୟୋଗ ଓଡ଼ିଶା ସମେତ ୧୬ଟି ରାଜ୍ୟ ଓ ୩ଟି କେନ୍ଦ୍ରଶାସିତ ଅଂଚଳରେ ଭୋଟର ତାଲିକାର ତୃତୀୟ ପର୍ଯ୍ୟାୟ ଏସଆଇଆର କାର୍ଯ୍ୟକ୍ରମ...
ନିରାଡମ୍ବର ପାଳନ ହେବ ସରକାରଙ୍କ ୨ ବର୍ଷ ପୂର୍ତ୍ତି
ଭୁବନେଶ୍ୱର: ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ସରକାରଙ୍କ ୨ ବର୍ଷ ପୂର୍ତ୍ତି ପାଳନ ସମ୍ପର୍କିତ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଯେହେତୁ ବର୍ତ୍ତମାନ ପଶ୍ଚିମ-ଏସିଆ ପରିସ୍ଥିତି ଯୋଗୁ ସମଗ୍ର ଦେଶ ଏକ ସଂକଟମୟ...
ଲାଲକିଲ୍ଲା ବିସ୍ଫୋରଣ ମାମଲାରେ NIA ଦାଖଲ କଲା ୭,୫୦୦ ପୃଷ୍ଠାର ଚାର୍ଜସିଟ୍
ନୂଆଦିଲ୍ଲୀ: ରାଜଧାନୀ ନୂଆଦିଲ୍ଲୀର ଭୟଙ୍କର କାର୍ ବିସ୍ଫୋରଣ ମାମଲାରେ ଏନ୍ଆଇଏ ଚାର୍ଜସିଟ୍ ଦାଖଲ କରିଛି । ମୋଟ ୭,୫୦୦ ପୃଷ୍ଠାର ଚାର୍ଜସିଟ୍ ଦାଖଲ କରିଛି ଏନ୍ଆଇଏ । ଶନିବାର NIA ପକ୍ଷରୁ ୧୦ ଜଣ ଅଭିଯୁକ୍ତଙ୍କ ବିରୋଧରେ ପଟିଆଲା ହାଉସ୍...













