30.1 C
Bhubaneswar
Sunday, October 25, 2026
-Advertisement-

CMO ଫାଇଲ ହଜିବା ଘଟଣା: ଦସ୍ତଖତରୁ ମିଳିଲା ବଡ଼ ସୁରାକ୍

ଭୁବନେଶ୍ୱର: ବହୁଚର୍ଚ୍ଚିତ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟରୁ ଗୁରୁତ୍ୱପୂର୍ଣ୍ଣ ଫାଇଲ ହଜିବା ମାମଲାକୁ ନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ସୂଚନା ଦେଇ କହିଛନ୍ତି ଯେ, ଫାଇଲ ଗ୍ରହଣ ସମୟରେ ଦସ୍ତଖତ କରିଥିବା ଅଧିକାରୀଙ୍କୁ ଚିହ୍ନଟ କରାଯାଇଛି। ବର୍ତ୍ତମାନ ସେହି ଫାଇଲ...

ମା’ ଓ ଦିବ୍ୟାଙ୍ଗ ନାବାଳିକା ଝିଅର ସନ୍ଦେହଜନକ ମୃତ୍ୟୁ

ଉଦଳା: ମୟୁରଭଞ୍ଜ ଜିଲ୍ଲା ଦିବ୍ୟସିଂପୁର ଗ୍ରାମରେ ମା’ ଏବଂ ଦିବ୍ୟାଙ୍ଗ ଝିଅର ସନ୍ଦେହ ଜନକ ଅବସ୍ଥାରେ ମୃତ୍ୟୁ ହୋଇଛି । ଉଦଳା ଥାନା ଅନ୍ତର୍ଗତ ଦିବ୍ୟସିଂପୁର ଗ୍ରାମ ନିକଟରେ ଥିବା କେନାଲରେ ଆଜି ଏକ ମୃତଦେହ ଉଲଗ୍ନ ଅବସ୍ଥାରେ...

ଫେସବୁକରୁ ମୋଦିଙ୍କ ପୋଷ୍ଟ ହଟାଇବା ଘଟଣାରେ କ୍ଷମା ମାଗିଲା ମେଟା

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ଭିଡିଓକୁ ଫେସବୁକରେ ଭାରତ ଭିତରେ ବ୍ଲକ କରାଯାଇଥିବା ଅଭିଯୋଗ ହୋଇଥିଲା। ଏହାକୁ ନେଇ ଅସନ୍ତୋଷ ପ୍ରକାଶ ପାଇବା ପରେ ଶେଷରେ ମେଟା କମ୍ପାନୀ ନିଜ ଭୁଲ୍ ସ୍ୱୀକାର କରିଛି। ସୂଚନା ଥାଉ...

ରତ୍ନବେଦୀକୁ ଫେରିଲେ ମହାପ୍ରଭୁ

ପୁରୀ: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ମହୋତ୍ସବର ଅନ୍ତିମ ପର୍ଯ୍ୟାୟ 'ନୀଳାଦ୍ରି ବିଜେ' ନୀତି ସମ୍ପନ୍ନ ହୋଇଯାଇଛି । ନବଦିନାତ୍ମକ ଯାତ୍ରା ସାରି ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡ଼ିଛନ୍ତି ଦାରୁଦିଅଁ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ଅନୁସାରେ ନୀଳାଦ୍ରିବିଜେ ନୀତି ଆରମ୍ଭ ହୋଇଥିଲା।...

ନାଇଡୁ କମିଶନଙ୍କ ରିପୋର୍ଟ ଫାଇଲ୍ ଗାଏବ ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର: ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ହତ୍ୟା ମାମଲା ଏବଂ କନ୍ଧମାଳ ହିଂସାକାଣ୍ଡ ତଦନ୍ତ ସହ ଜଡ଼ିତ 'ନାଇଡୁ କମିଶନ'ଙ୍କ ରିପୋର୍ଟ ଫାଇଲ ଗାଏବ ହେବା ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଜୁନ୍ ୧୦ତାରିଖରୁ କମିଶନରେଟ ପୁଲିସ...

ନିର୍ବାଚନ ଅନିୟମିତତା ମାମଲାରେ ସୁପ୍ରିମକୋର୍ଟରୁ ନିରାଶ ହେଲେ ଅରୁଣ ସାହୁ

ଭୁବନେଶ୍ୱର: ଅରୁଣ ସାହୁଙ୍କ ନିର୍ବାଚନ ଅନିୟମିତତା ମାମଲା ଖାରଜ ଆବେଦନକୁ ଖାରଜ କରିଛନ୍ତି ସୁପ୍ରିମକୋର୍ଟ । ଆସନ୍ତା ୬ ମାସ ମଧ୍ୟରେ ନିର୍ବାଚନ ଅନିୟମିତତା ମାମଲାର ଶୁଣାଣି କରି ରାୟ ପ୍ରକାଶ କରିବାକୁ ହାଇକୋର୍ଟଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ ।...

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ: SDJM କୋର୍ଟରେ ଆତ୍ମସମର୍ପଣ କଲେ ପୂର୍ବତନ DFO

ଭୁବନେଶ୍ୱର: ACF ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଗଜପତି DFO ସଂଗ୍ରାମ କେଶରୀ ବେହେରା ଆଜି ପାରଳାଖେମୁଣ୍ଡି ଏସଡିଜେଏମ୍ (SDJM) କୋର୍ଟରେ ନିଜ ଓକିଲଙ୍କ ଜରିଆରେ ସେ ଆତ୍ମସମର୍ପଣ କରିଥିବା ଖବର ମିଳିଛି । କୋର୍ଟରୁ ଗିରଫ ପରୱାନା ପରେ...

ଆଜି ମହାପ୍ରଭୁଙ୍କର ନୀଳାଦ୍ରି ବିଜେ: ମା’ ଲକ୍ଷ୍ମୀଙ୍କ ମାନଭଞ୍ଜନ ପାଇଁ ଦେବେ ରସଗୋଲା ଭେଟି

ପୁରୀ: ଆଜି ନୀଳାଦ୍ରି ବିଜେ ଅବସରରେ ଶ୍ରୀଜୀଉମାନେ ଜନ୍ମବେଦୀରୁ ଫେରି ରତ୍ନସିଂହାସନକୁ ଯିବେ | ଏହି ସମୟରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଉପରେ ଅଭିମାନ କରି ମା’ ଲକ୍ଷ୍ମୀ ଶ୍ରୀମନ୍ଦିରର ଦ୍ୱାର ବନ୍ଦ କରିଦିଅନ୍ତି। ଶ୍ରୀଜଗନ୍ନାଥ ସଂସ୍କୃତିର ଏହି ଅନନ୍ୟ ପରମ୍ପରା...

ଧର୍ମେନ୍ଦ୍ର ପ୍ରଧାନଙ୍କୁ ସଂସଦରେ ଏନଡିଏର ସ୍ବାଗତ

ନୂଆଦିଲ୍ଲୀ: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ମୌସୁମୀ ଅଧିବେଶନରେ ଯୋଗଦେବାକୁ ସଂସଦ ଭବନରେ ପହଞ୍ଚିଥିଲେ । ଏନଡିଏ ସଂସଦମାନଙ୍କ ପକ୍ଷରୁ ତାଙ୍କୁ ଜୋରଦାର ଭାବେ ସ୍ବାଗତ କରାଯାଇଥିଲା । ଏହା ପରେ ତାଙ୍କୁ ପଗଡ଼ି ପିନ୍ଧାଇ ସସମ୍ମାନ ସହିତ...

ଓଡ଼ିଶା ଝିଅ ଜ୍ୟୋତିର୍ମୟୀ ନାୟକ ହେଲେ ଇଣ୍ଡିଆନ୍ ଆଇଡଲ୍ ସିଜିନ୍-୧୬ ବିଜେତା

ଭୁବନେଶ୍ବର: ସୋନି ଏଣ୍ଟରଟେନମେଣ୍ଟ ଟେଲିଭିଜନର ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ଶୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜିନ୍-୧୬’ର ବିଜେତା ହୋଇଛନ୍ତି ଓଡ଼ିଶାର ୨୪ ବର୍ଷୀୟା ଗାୟିକା ଜ୍ୟୋତିର୍ମୟୀ ନାୟକ। ଏହି ପ୍ରସିଦ୍ଧ ଟାଇଟଲ୍ ଜିତିବାରେ ସେ ଓଡ଼ିଶାର ପ୍ରଥମ ପ୍ରତିଯୋଗୀ ଭାବେ...
- Advertisement -

Latest article

Krok po kroku: Jak wykorzystać kody darmowych spinów w Lolajack

Spis treściRejestracja konta i weryfikacja w kasynie LolajackGdzie i jak wprowadzić kod promocyjny LolajackWarunki obrotu i wypłata wygranych z free spinsRozwiązywanie typowych problemów i...

ଅପରେସନ ସିନ୍ଦୂରକୁ ନେଇ ପାକିସ୍ତାନକୁ ବାୟୁସେନା ମୁଖ୍ୟଙ୍କ କଡ଼ା ଚେତାବନୀ

ନୂଆଦିଲ୍ଲୀ: ‘ଅପରେସନ ସିନ୍ଦୂର’କୁ ନେଇ ଭାରତୀୟ ବାୟୁସେନା ମୁଖ୍ୟ ଏୟାର ଚିଫ୍ ମାର୍ଶାଲ ଏ.ପି. ସିଂହ ପାକିସ୍ତାନକୁ ଏକ କଡ଼ା ଚେତାବନୀ ଦେଇଛନ୍ତି। ଏକ ସାକ୍ଷାତକାରରେ ସେ ଦୃଢ଼ୋକ୍ତି ପ୍ରକାଶ...

Twindor VIP Free Spins: Wielkość i Częstotliwość

Spis treściStruktura programu VIP w TwindorTypowa liczba free spinów na różnych poziomach VIPCzęstotliwość otrzymywania free spinówWarunki obrotu i kluczowe ograniczeniaJak aktywować i odebrać free...