23.1 C
Bhubaneswar
Monday, October 26, 2026
-Advertisement-

ଇଭି ବିକ୍ରିରେ ଓଡ଼ିଶା ଦେଶର ଅଗ୍ରଣୀ ରାଜ୍ୟ

ଭୁବନେଶ୍ୱର: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ବୃଦ୍ଧି ପାଇବା ସହ ପେଟ୍ରୋଲ୍ ଓ ଡିଜେଲ୍ ମୂଲ୍ୟ ଉପରେ ଚାପ ବଢ଼ିଛି। ଏହାର ସିଧାସଳଖ ପ୍ରଭାବ ଗାଡ଼ି କିଣୁଥିବା ଗ୍ରାହକଙ୍କ ଉପରେ ପଡ଼ିଥିବା ବେଳେ...

ବଲାଙ୍ଗିରରେ ୧୨ କ୍ୱିଣ୍ଟାଲ ଗଞ୍ଜେଇ ଜବତ, ୪ ଅଭିଯୁକ୍ତ ଗିରଫ

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲାରେ ତୁଷୁରା ଅବକାରୀ ବିଭାଗ ଚଢ଼ାଉ କରି ପ୍ରାୟ ୧୨ କ୍ୱିଣ୍ଟାଲ ଗଞ୍ଜେଇ ଜବତ କରିବା ସହ ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଜବତ ଗଞ୍ଜେଇର ଆନୁମାନିକ ବଜାର ମୂଲ୍ୟ ୨ କୋଟି ଟଙ୍କାରୁ ଅଧିକ...

୨୦୨୭ ପଞ୍ଚାୟତ-ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ

ଭୁବନେଶ୍ୱର: ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି ରାଜ୍ୟ ନିର୍ବାଚନ କମିଶନ। ୨୦୨୭ରେ ହେବାକୁ ଥିବା ନିର୍ବାଚନ ପ୍ରକ୍ରିୟାକୁ ସୁଚାରୁ ଓ ସ୍ୱଚ୍ଛ ଭାବେ ସମ୍ପନ୍ନ କରିବା ଲକ୍ଷ୍ୟରେ ଆସନ୍ତା ଜୁଲାଇ ୨୧ ତାରିଖ ସକାଳ...

କାଠଯୋଡ଼ି ନଦୀ ପଠାରୁ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଉଦ୍ଧାର

କଟକ: ପୁରୀଘାଟ ଗଡ଼ା ନିକଟସ୍ଥ କାଠଯୋଡ଼ି ନଦୀ ପଠାରୁ ଜଣେ ଅଜ୍ଞାତ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଠାବ ହୋଇଛି । ମହିଳାଙ୍କୁ ହତ୍ୟା କରିବା ପରେ ପ୍ରମାଣ ନଷ୍ଟ କରିବା ଉଦ୍ଦେଶ୍ୟରେ ମୁଣ୍ଡ କାଟି ଶବକୁ ଏଠାରେ ଫିଙ୍ଗି ଦେଇଥିବା...

ମା’ଙ୍କ ଚିକିତ୍ସା ଓ ଚାକିରି ପାଇଁ ଦଣ୍ଡବତ ଯାତ୍ରା, ସିଏମଙ୍କୁ ଭେଟିବାକୁ ବାହାରିଲେ ରୁଦ୍ରନାଥ

ଢେଙ୍କାନାଳ: ୨୦୧୮ ମସିହାରେ ଓଏସଏପି ପ୍ରଥମ ବାଟାଲିୟନରେ କନଷ୍ଟେବଳ ଭାବେ ନିଯୁକ୍ତି ପାଇଥିଲେ ରୁଦ୍ରନାଥ | ତେବେ କୌଣସି ଉଚିତ କାରଣ ନ ଦର୍ଶାଇ ତାଙ୍କୁ ଚାକିରିରୁ ବରଖାସ୍ତ କରାଯାଇଥିବା ନେଇ ସେ ଅଭିଯୋଗ କରିଥିଲେ । ଚାକିରି ହରାଇବା...

ଖୋଲିଲା ହୀରାକୁଦ ଡ୍ୟାମ୍‌ର ଆଉ ୬ଟି ଗେଟ୍‌, ଜାରି ହେଲା କଟକଣା

ସମ୍ବଲପୁର: ପ୍ରଥମ ପର୍ଯ୍ୟାୟରେ ଆଜି ସକାଳେ ୪ଟି ଗେଟ୍‌ ଖୋଲା ଯାଇଥିଲା। ନିର୍ଦ୍ଦେଶ ଆସିବା ପରେ ଆଉ ୬ଟି ଗେଟ୍‌ ଖୋଲିବା ପ୍ରକ୍ରିୟା ଜାରି ରହିଛି। ବର୍ତ୍ତମାନ ୧୦ଟି ଗେଟ୍‌ ଦେଇ ହେଉଛି ବନ୍ୟା ଜଳ ନିଷ୍କାସନ। ଅନ୍ୟପଟେ ହୀରାକୁଦ...

ବାଇକ୍‌ ଆରୋହୀଙ୍କ ଉପରେ ଚଢ଼ିଗଲା ‘ଆମ ବସ୍‌’, ଆରୋହୀ ଗୁରୁତର

କଟକ: ପୁଣି କଟକରେ ଦୁର୍ଘଟଣା ଘଟାଇଲା 'ଆମ୍‌ ବସ'। ଦୁର୍ଘଟଣାରେ ବାଇକ୍ ଆରୋହୀ ଗୁରୁତର ଭାବେ ଆହତ ହୋଇଛନ୍ତି। ବାଇକ୍‌କୁ ଧକ୍କା ଦେଇ ୪୦ ଫୁଟ ଘୋଷାଡ଼ି ନେଲା ଆମ ବସ୍। ଦୁର୍ଘଟଣା ପରେ ଘଟଣାସ୍ଥଳରେ ପୋଲିସ ପହଞ୍ଚି, ଗୁରୁତର...

ଅଦିନିଆ ରଥଯାତ୍ରା ପାଇଁ ପୁନର୍ବିଚାର ଆବେଦନ ପ୍ରତ୍ୟାଖାନ କଲା ଇସ୍କନ

ଭୁବନେଶ୍ୱର: ଶ୍ରୀଜଗନ୍ନାଥ ସଂସ୍କୃତି ଓ ପରମ୍ପରାର ସୁରକ୍ଷାକୁ ନେଇ ଶ୍ରୀମନ୍ଦିର ପ୍ରଶାସନ ଏବଂ ଇସ୍କନ ମଧ୍ୟରେ ଚାଲିଥିବା ବିବାଦ ଏବେ ଏକ ନୂଆ ମୋଡ଼ ନେଇଛି । ଗତ ୪ ଜୁଲାଇ ୨୦୨୬ରେ ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ,...

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଷ୍ଟ୍ରେଲିଆ ଗସ୍ତ;ପ୍ରତିରକ୍ଷା ଏବଂ ସୁରକ୍ଷା କ୍ଷେତ୍ରରେ ଅଷ୍ଟ୍ରେଲିଆ ସହ ବଡ଼ ଚୁକ୍ତି

ନୂଆଦିଲ୍ଲୀ: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରତିରକ୍ଷା ଭାଗିଦାରୀକୁ ଏକ ନୂତନ ସ୍ତରକୁ ନେବା ପାଇଁ "ପ୍ରତିରକ୍ଷା ଏବଂ ସୁରକ୍ଷା ସହଯୋଗ ୨୦୨୬" ଉପରେ ମିଳିତ ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି। ଏହି ମିଳିତ ଚୁକ୍ତିନାମାରେ ସମୁଦାୟ ୨୦ଟି ପ୍ରସଙ୍ଗ ଉପରେ...

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ସମୀକ୍ଷା ବୈଠକ :ମାର୍ଚ୍ଚ ୨୦୨୭ ସୁଦ୍ଧା ନିର୍ମାଣ ହେବ ୨୨୦୦ ସ୍କୁଲ

ଭୁବନେଶ୍ୱର: ରାଜ୍ୟରେ ପ୍ରାଥମିକ ଶିକ୍ଷାର ବିକାଶ ପାଇଁ ନୂତନ ସରକାର ଆସିବା ପରେ ପ୍ରଥମ ଦିନରୁ ହିଁ ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ’ ପ୍ରକଳ୍ପକୁ ଏକ ଫ୍ଲାଗସିପ୍ କାର୍ଯ୍ୟକ୍ରମ (Flagship Programme) ଭାବେ ଗ୍ରହଣ କରାଯାଇଛି। ଏହି ଯୋଜନାକୁ...
- Advertisement -

Latest article

PayPal bij Spinboss: Voordelen, Nadelen en Alternatieven

InhoudWaarom PayPal een Populaire Keuze is voor Online Casino'sStappen om PayPal te Gebruiken bij SpinbossMogelijke Nadelen en BeperkingenVeelvoorkomende Problemen en OplossingenAlternatieven voor PayPal bij...

Règles de la roulette à double bille Lucky8

SommairePrésentation du jeu Double Ball RouletteTypes de mises et tableaux des paiementsStratégies de base et gestion de bankrollAvantages, inconvénients et verdictFAQ et problèmes courants Règles...

Krok po kroku: Jak wykorzystać kody darmowych spinów w Lolajack

Spis treściRejestracja konta i weryfikacja w kasynie LolajackGdzie i jak wprowadzić kod promocyjny LolajackWarunki obrotu i wypłata wygranych z free spinsRozwiązywanie typowych problemów i...