29.1 C
Bhubaneswar
Monday, October 26, 2026
-Advertisement-

ମନରେଗା ଟଙ୍କା ଆତ୍ମସାତ କରି ୨ ଯନ୍ତ୍ରୀ ଗିରଫ

କନ୍ଧମାଳ: କନ୍ଧମାଳ ଜିଲ୍ଲା କୋଟଗଡ ବ୍ଲକର AE, JE, ADO, PEO ମିଳିମିଶି ଲକ୍ଷ ଲକ୍ଷ ଟଙ୍କା ଆତ୍ମସାତ କରିଥିଲେ। କୋଟଗଡ଼ ବ୍ଲକ ଧରାକୋଟ ପଞ୍ଚାୟତରେ MGNREGA ରେ ମିଥ୍ୟା ବିଲ କରି ୩୮ ଲକ୍ଷରୁ ଅଧିକ ଟଙ୍କା ଆତ୍ମସାତ...

ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା ପରେ ଜଳିଗଲା ବସ୍:୭ ଯାତ୍ରୀ ମୃତ

ରାଜସ୍ଥାନ: ଆଜି ପ୍ରତ୍ୟୁଷରେ ରାଜସ୍ଥାନର ଦୌସା ଜିଲ୍ଲାରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଭୟଙ୍କର ଦୁର୍ଘଟଣା ଘଟିଛି । ବସ୍ ଏବଂ ଏକ ଟ୍ରକ୍ ମଧ୍ୟରେ ଧକ୍କା ହେବା ପରେ ବସ୍‌ଟି ଜଳିଯାଇଛିl ଯାହାଫଳରେ ୭ଣ ଯାତ୍ରୀଙ୍କ ମୃତ୍ୟୁ ଘଟିଛି ଏବଂ ୧୫...

ନାବାଳିକା ଦୁଷ୍କର୍ମ ମାମଲା: ଆସାରାମଙ୍କ ଜାମିନ ଆବେଦନ ଉପରେ ସୁପ୍ରିମକୋର୍ଟଙ୍କ ରୋକ

ନୂଆଦିଲ୍ଲୀ: ନାବାଳିକା ଦୁଷ୍କର୍ମ ମାମଲାରେ ଜେଲ୍‌ ଦଣ୍ଡ ଭୋଗୁଥିବା ଆସାରାମଙ୍କୁ ସୁପ୍ରିମକୋର୍ଟ ଜାମିନ ପ୍ରଦାନ କରିବାକୁ ମନା କରିଦେଇଛନ୍ତି। ମାମଲାର ଶୁଣାଣି କରି ଅଦାଲତ କହିଛନ୍ତି ଯେ, ଏହି ପର୍ଯ୍ୟାୟରେ ଆଶାରାମଙ୍କୁ ମୁକ୍ତ କରାଯାଇପାରିବ ନାହିଁ। ପ୍ରଥମେ ରାଜସ୍ଥାନ ସରକାରଙ୍କ...

ଚାଷୀଙ୍କୁ ଆଶ୍ୱସ୍ତି, ରବି ଧାନ କିଣା ଅବଧି ଜୁଲାଇ ୩ ପର୍ଯ୍ୟନ୍ତ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟର ୫ଟି ଜିଲ୍ଲାରେ ଏବେ ବି ଚାଷୀଙ୍କ ଧାନ ପଡ଼ି ରହିଥିବାରୁ ସରକାର ଏକ ନିଷ୍ପତ୍ତି ନେଇଛନ୍ତି। ଯୋଗାଣ ବିଭାଗ ରାଜ୍ୟରେ ରବି ଧାନ କିଣା ଅବଧିକୁ ଆସନ୍ତା ଜୁଲାଇ ୩ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛି ।...

ଆଧାର ସହ ବ୍ୟାଙ୍କ ଖାତା ଲିଙ୍କ୍ ନହେଲେ ବନ୍ଦ ହୋଇପାରେ ପେନସନ୍; ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଆଧାର ସହ ବ୍ୟାଙ୍କ ଖାତା ଲିଙ୍କ୍ ନଥିଲେ ଅଟକିଯାଇପାରେ ସାମାଜିକ ସୁରକ୍ଷା ପେନସନ୍ । ଏନେଇ ବ୍ୟାଙ୍କ ଆକାଉଣ୍ଟ ସହିତ ଆଧାର ଲିଙ୍କ ପାଇଁ ଜିଲ୍ଲାପାଳଙ୍କୁ ହୋଇଛି ନିର୍ଦ୍ଦେଶ। ବର୍ତ୍ତମାନ ରାଜ୍ୟରେ ୩ ଲକ୍ଷ ୩୫ ହଜାର ୮୫୦...

ଏମକେସିଜିରେ ଇଞ୍ଜେକ୍ସନ ହେରଫେର ମାମଲା: ଅଧିକାରୀଙ୍କ ଉପରେ ଆକ୍ସନ୍

ବ୍ରହ୍ମପୁର: ଦାମୀ ଇଞ୍ଜେକ୍ସନ ହେରଫେର ଘଟଣାରେ ଏମକେସିଜି ମେଡିକାଲ ଷ୍ଟୋରରେ କାର୍ଯ୍ୟାନୁଷ୍ଠାନ । ମେଡିକାଲ ଷ୍ଟୋର ପରିଚାଳନା ଦାୟିତ୍ୱରୁ ଷ୍ଟୋର ମେଡିକାଲ ଅଫିସର (SMO) କୁ ହଟାଯାଇଛି । ସମ୍ପୃକ୍ତ ଫାର୍ମାସି ଅଫିସରଙ୍କୁ ମଧ୍ୟ ଷ୍ଟୋର ଦାୟିତ୍ୱରୁ ହଟାଯିବାକୁ ନିଷ୍ପତ୍ତି...

ଜୁଲାଇ ୪ତାରିଖରେ ପଶ୍ଚିମ ଓଡିଶାକୁ ଆସିବେ ଅମିତ୍ ଶାହ

ଭୁବନେଶ୍ୱର: କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ୍ ଶାହ ଆସନ୍ତା ଜୁଲାଇ ୪ତାରିଖରେ ଦୁଇଦିନିଆ ପଶ୍ଚିମଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି ବୋଲି ବରଗଡ଼ ବିଜେପି ସାଂସଦ ପ୍ରଦୀପ ପୁରୋହିତ ସୂଚନା ଦେଇଛନ୍ତି। । ସୂଚନା ଅନୁଯାୟୀ ଜୁଲାଇ ୪ତାରିଖରେ ଗୃହମନ୍ତ୍ରୀ...

ରାଜଧାନୀରେ ପରିବାର ଲୋକଙ୍କ ଆଗରେ ଯୁବକଙ୍କୁ ପିଟିପିଟି ହତ୍ୟା

ଭୁବନେଶ୍ୱର: ଖଣ୍ଡଗିରି ଥାନା ଅନ୍ତର୍ଗତ କୋଳଥିଆ ଛକ ନିକଟରେ ବିଳମ୍ବିତ ରାତିରେ ତିନିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଜଣେ ଯୁବକଙ୍କୁ ତାଙ୍କ ପରିବାର ଲୋକଙ୍କ ସାମ୍ନାରେ ଅତି ନିର୍ମମ ଭାବେ ପିଟିପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ମିଳିଥିବା ତଥ୍ୟ ଅନୁସାରେ,...

ଆୟର୍ଲାଣ୍ଡଠାରୁ ଟିମ୍ ଇଣ୍ଡିଆ ସିରିଜ୍ ହାରିବା ପରେ:ସୂର୍ଯ୍ୟବଂଶୀଙ୍କୁ ନ ଖେଳାଇବାକୁ ନେଇ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ: ଆୟର୍ଲାଣ୍ଡଠାରୁ ସିରିଜ୍ ହାରିବା ପରେ ଏବେ ଭାରତୀୟ କ୍ରିକେଟ୍ ପ୍ରେମୀଙ୍କ ମନରେ ଅନେକ ପ୍ରଶ୍ନ ସୃଷ୍ଟି ହୋଇଛି। ବୈଭବ ସୂର୍ଯ୍ୟବଂଶୀଙ୍କୁ ଆୟର୍ଲାଣ୍ଡ ବିପକ୍ଷ ଶୃଙ୍ଖଳାରେ ଖେଳାଯାଇନଥିବାରୁ ଆଶ୍ଚର୍ଯ୍ୟ ପ୍ରକାଶ କରିଛନ୍ତି କିମ୍ବଦନ୍ତି ବ୍ୟାଟର ସୁନୀଲ ଗାଭାସ୍କର। ସେ କହିଛନ୍ତି...

ଚାଷୀଙ୍କୁ ୪୨ କୋଟି ଟଙ୍କାର ସୁଦ୍ଧ ରିହାତି ଯୋଜନାକୁ ରାଜ୍ୟ ସରକାରଙ୍କ ମଞ୍ଜୁରି

ଭୁବନେଶ୍ୱର: ୪୨ କୋଟି ଟଙ୍କାର ସୁଦ୍ଧ ରିହାତି ଯୋଜନା ମଞ୍ଜୁର କଲେ ରାଜ୍ୟ ସରକାର। ରାଜ୍ୟର ଚାଷୀମାନଙ୍କୁ ସଠିକ୍ ସମୟରେ ସାର ଉପଲବ୍ଧ କରାଇବା ଏବଂ ସେମାନଙ୍କୁ କଳାବଜାରୀରୁ ରକ୍ଷା କରିବା ପାଇଁ ଏହା ଏକ ବଡ଼ ପଦକ୍ଷେପ ।...
- Advertisement -

Latest article

PayPal bij Spinboss: Voordelen, Nadelen en Alternatieven

InhoudWaarom PayPal een Populaire Keuze is voor Online Casino'sStappen om PayPal te Gebruiken bij SpinbossMogelijke Nadelen en BeperkingenVeelvoorkomende Problemen en OplossingenAlternatieven voor PayPal bij...

Règles de la roulette à double bille Lucky8

SommairePrésentation du jeu Double Ball RouletteTypes de mises et tableaux des paiementsStratégies de base et gestion de bankrollAvantages, inconvénients et verdictFAQ et problèmes courants Règles...

Krok po kroku: Jak wykorzystać kody darmowych spinów w Lolajack

Spis treściRejestracja konta i weryfikacja w kasynie LolajackGdzie i jak wprowadzić kod promocyjny LolajackWarunki obrotu i wypłata wygranych z free spinsRozwiązywanie typowych problemów i...