ରନ୍ଧନ ତେଲର ବ୍ୟବହାର କମାଇବାକୁ କଲେଜ କ୍ୟାଣ୍ଟିନ୍ ଓ ହଷ୍ଟେଲଗୁଡ଼ିକୁ ଚିଠି କଲା ଉଚ୍ଚ ଶିକ୍ଷା ବିଭାଗ
ଭୁବନେଶ୍ୱର:ଆଉ କଲେଜ କ୍ୟାଣ୍ଟିନ୍ରେ ବିକ୍ରି ହେବନାହିଁ ତେଲିଆ ଖାଦ୍ୟ । ପ୍ରଧାନମନ୍ତ୍ରୀଙ୍କ ରନ୍ଧନ ତେଲ ବ୍ୟବହାର କମାଇବା ନେଇ ଆହ୍ୱାନକୁ ଅନୁସରଣ କରି ଉଚ୍ଚ ଶିକ୍ଷା ବିଭାଗ ଏହି ପରାମର୍ଶ ଦେଇଛି ।ଏନେଇ ରାଜ୍ୟର ସମସ୍ତ ସରକାରୀ...
ବେଆଇନ ଟ୍ୟାକ୍ସ ରିହାତି ନେବା ଅଭିଯୋଗରେ ଓସିଏକୁ ନୋଟିସ୍ ଜାରି
ଭୁବନେଶ୍ୱର:ବେଆଇନ ଭାବେ ବ୍ୟକ୍ତିଗତ ବିମାନ ଯାତ୍ରା, ହୋଟେଲ ବିଲ୍ ଓ ଅନ୍ୟାନ୍ୟ ଖର୍ଚ୍ଚକୁ ‘ବ୍ୟବସାୟିକ ଖର୍ଚ୍ଚ’ ଦର୍ଶାଇ ଲକ୍ଷାଧିକ ଟଙ୍କାର ଟିକସ ଛାଡ଼ ବା ‘ଇନପୁଟ୍ ଟ୍ୟାକ୍ସ କ୍ରେଡିଟ୍’ ନେଇଥିବା ଅଭିଯୋଗରେ ଓସିଏକୁ ରାଜ୍ୟ ବାଣିଜ୍ୟକର ଓ...
ଆଧାର ଲିଙ୍କ୍ ନହେଲେ ମିଳିବନି DBT ଟଙ୍କା
ଭୁବନେଶ୍ୱର : ଏଣିକି ଆଧାର ସିଡ୍ ବ୍ୟାଙ୍କ ଆକାଉଣ୍ଟକୁ ଯିବ DBT ଟଙ୍କା, ସବୁ ବିଭାଗକୁ ଅର୍ଥ ବିଭାଗର ନିର୍ଦ୍ଦେଶ । ସରକାରୀ ଯୋଜନାରେ ଡାଇରେକ୍ଟ ବେନିଫିଟ୍ ଟ୍ରାନ୍ସଫର ବା DBT ବ୍ୟବସ୍ଥାକୁ ଆହୁରି ସ୍ୱଚ୍ଛ ଓ...
୧ କୋଟି ୪୦ ଲକ୍ଷ ଟଙ୍କାର ଆର୍ଥିକ ହେରଫେର ମାମଲାରେ SCB ମେଡିକାଲ କଲେଜ ଓ ହସ୍ପିଟାଲର ଡାଟା...
କଟକ:SCB ମେଡିକାଲ କଲେଜ ଓ ହସ୍ପିଟାଲରେ ୧ କୋଟି ୪୦ ଲକ୍ଷ ଟଙ୍କାର ଆର୍ଥିକ ହେରଫେର ମାମଲାରେ ଡାଟା ଏଣ୍ଟ୍ରି ଅପରେଟର ଦୀନେଶ ରାଉତଙ୍କୁ ଗିରଫ କରିଛି ମଙ୍ଗଳାବାଗ ଥାନା ପୁଲିସ।ଏସସିବି ଅଧୀକ୍ଷକଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ...
୧.୦୩ କୋଟି ମହିଳାଙ୍କ ଆକାଉଣ୍ଟକୁ ଗଲା ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି
ଭୁବନେଶ୍ୱର: ରକ୍ଷୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ସୁଭଦ୍ରା ଯୋଜନାର ୫ମ କିସ୍ତି ଟଙ୍କା ଜାରି କରିଛନ୍ତି। ରାଜ୍ୟର ୧ କୋଟି ୩ ଲକ୍ଷ ୨୬ ହଜାର ୧୬୨ ଜଣ ଯୋଗ୍ୟ ମହିଳା ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ...
ମୃତ ମହିଳାଙ୍କ ଶରୀରରୁ ସୁନା କାନଫୁଲ ଚୋରି କରିବା ଅଭିଯୋଗରେ ଦୁଇ ଜଣ ଯୁବକଙ୍କୁ ଗିରଫ କଲା ପୋଲିସ
କାଠମାଣ୍ଡୁ: ନେପାଳର ପ୍ରଳୟଙ୍କାରୀ ବନ୍ୟା ପରେ ନାରାୟଣୀ ନଦୀରେ ପ୍ରବଳ ସ୍ରୋତରେ ଭାସିଆସିଥିବା ଜଣେ ମୃତ ମହିଳାଙ୍କ ଶରୀରରୁ ସୁନା କାନଫୁଲ ଚୋରି କରିବା ଅଭିଯୋଗରେ ଦୁଇ ଜଣ ଯୁବକଙ୍କୁ ଗିରଫ କରାଯାଇଛି।ନେପାଳ ପୁଲିସ୍...
ବଦନାମ କରିବାକୁ ଚେଷ୍ଟା କରୁଥିବା ଲୋକଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ ଜୁଏଲ ଓରାମ
ରାଉରକେଲା :ରାଉରକେଲାରେ ବିରୋଧୀଙ୍କୁ ଖୋଲା ଚ୍ୟାଲେଞ୍ଜ୍ ଦେଇଛନ୍ତି ଜୁଏଲ ଓରାମ। ସେ କହିଛନ୍ତି ମୋତେ ବଦନାମ କରିବାକୁ ଚେଷ୍ଟା କରାଯାଉଛି। ମୋ ପ୍ରତିଷ୍ଠା ବାବଦରେ ଯଦି କେହି ହାତ ଉଠାଇବ, ସେ ହାତକୁ କାଟିଦେବି। ମୋତେ ଯିଏ...
ଉପମୁଖ୍ୟମନ୍ତ୍ରୀଙ୍କ ନିଯୁକ୍ତିକୁ ନେଇ ଓଡିଶା ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ଦାଏର
ଭୁବନେଶ୍ୱର:ରାଜ୍ୟରେ ଦୁଇ ଜଣ ଉପମୁଖ୍ୟମନ୍ତ୍ରୀଙ୍କ ନିଯୁକ୍ତି କୁ ନେଇ ଓଡ଼ିଶା ହାଇକୋର୍ଟରେ ଏକ ଜନସ୍ୱାର୍ଥ ମାମଲା ଦାଏର ହୋଇଛି lସୂଚନା ଅନୁଯାୟୀ ଆବେଦନକାରୀ ନିଜ ପିଟିସନରେ ଦର୍ଶାଇଛନ୍ତି ଯେ, ଭାରତୀୟ ସମ୍ବିଧାନରେ ଉପମୁଖ୍ୟମନ୍ତ୍ରୀ ପଦବୀ ପାଇଁ କୌଣସି...
ଆଇପିଏସ ଅଫିସର ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ
ଭୁବନେଶ୍ୱର: ୨୦୧୩ ବ୍ୟାଚର ଆଇପିଏସ ଅଫିସର ଜଗମୋହନ ମୀନାଙ୍କ ଇସ୍ତଫାପତ୍ରକୁ ରାଜ୍ୟ ସରକାର ଗ୍ରହଣ କରିଛନ୍ତି। ତାଙ୍କ ଇସ୍ତଫା ଗ୍ରହଣ କରିବା ପରେ ରାଜ୍ୟ ସରକାର ଏହି ସମ୍ପର୍କିତ ନଥିକୁ ପରବର୍ତ୍ତୀ ଆବଶ୍ୟକୀୟ କାର୍ଯ୍ୟାନୁଷ୍ଠାନ ପାଇଁ କେନ୍ଦ୍ର...
ନେପାଳରେ ଫସିଥିବା ଓଡ଼ିଆଙ୍କୁ ସହାୟତା ପାଇଁ ପଦକ୍ଷେପ
ନୂଆଦିଲ୍ଲୀ: ନେପାଳର ପ୍ରଳୟଙ୍କରୀ ବନ୍ୟାରେ ୩୦୦ ଜଣ ଭାରତୀୟ ନାଗରିକଙ୍କ ସମେତ ୧୩୦୦ରୁ ଅଧିକ ଲୋକ ନିଖୋଜ ଅଛନ୍ତି । ଏହା ମଧ୍ୟରେ କିଛି ଓଡ଼ିଆ ଥିବାର ମଧ୍ୟ ଆଶଙ୍କା ପ୍ରକାଶ ପାଇଛି । ଏହାକୁ ଲକ୍ଷ୍ୟ...
















