25.1 C
Bhubaneswar
Tuesday, October 27, 2026
-Advertisement-

ଥାନାରେ ଥାର୍ଡ଼ ଡିଗ୍ରୀ ଅଭିଯୋଗପରେ ବଦଳିଲେ ବାରଙ୍ଗ ଥାନା ଆଇଆଇସି

ଭୁବନେଶ୍ୱର:ବାରଙ୍ଗ ଥାନାରେ ରାକେଶ ବେହେରାଙ୍କୁ ଥାର୍ଡ ଡିଗ୍ରୀ ଦେବା ଅଭିଯୋଗପରେ ବାରଙ୍ଗ ଥାନା ଆଇଆଇସି ନିରଞ୍ଜନ ବେହେରାଙ୍କୁ ବଦଳି କରାଯାଇଛି । ବାରଙ୍ଗ ଥାନାରେ ଇନ୍ସପେକ୍ଟର ଦାୟିତ୍ୱରେ ରହିବେ ପୁରୀ ଘାଟ ଥାନା ଅଧିକାରୀ ବିଶ୍ୱରଞ୍ଜନ ନାୟକ ।ବାରଙ୍ଗ ଥାନାରେ...

OSM ସୁରକ୍ଷା ବ୍ୟବସ୍ଥାରେ ତ୍ରୁଟି ସ୍ୱୀକାର କଲା ସିବିଏସ୍‌ଇ

ନୂଆଦିଲ୍ଲୀ:ଅନ୍-ସ୍କ୍ରିନ୍ ମାର୍କିଂ(OSM) ପୋର୍ଟାଲର ସୁରକ୍ଷାଗତ ତ୍ରୁଟି ଥିବା ସ୍ୱୀକାର କରିଛି ସେଣ୍ଟ୍ରାଲ ବୋର୍ଡ ଅଫ୍ ସେକେଣ୍ଡାରୀ ଏଜୁକେସନ୍ (CBSE)। ଜଣେ ୧୯ ବର୍ଷୀୟ ସାଇବର ସିକ୍ୟୁରିଟି ରିସର୍ଚ୍ଚରଙ୍କର ଯାଞ୍ଚରେ ଏହା ଧରାପଡ଼ିବା ପରେ ସିବିଏସଇ ସତ ମାନିଛି ।ଏହା ପୂର୍ବରୁ...

ଟିଏମସି ନେତା ଅଭିଷେକ ବାନାର୍ଜୀଙ୍କୁ ଆକ୍ରମଣ

କୋଲକାତା: ପଶ୍ଚିମବଙ୍ଗର ସୋନାରପୁରଠାରେ ତୃଣମୂଳ କଂଗ୍ରେସ (TMC)ର ଜାତୀୟ ସାଧାରଣ ସମ୍ପାଦକ ତଥା ଲୋକସଭା ସାଂସଦ ଅଭିଷେକ ବାନାର୍ଜୀଙ୍କୁ ତୀବ୍ର ବିରୋଧ କରାଯାଇଛି। ନିର୍ବାଚନ ପରବର୍ତ୍ତୀ ହିଂସାର ପୀଡ଼ିତ ଏବଂ ସେମାନଙ୍କ ପରିବାରକୁ ଭେଟିବା ପାଇଁ ଅଭିଷେକ ସୋନାରପୁର ଗସ୍ତ...

ଦୁର୍ଦ୍ଦାନ୍ତ ଅପରାଧୀ ଚନ୍ଦନ ଜେନାକୁ ପୁରୀ ପୋଲିସ କଲା ଏନକାଉଣ୍ଟର

ପୁରୀ :ଗତକାଲି(ଶନିବାର) ଓମକାରେଶ୍ବର ମନ୍ଦିର ନିକଟରେ ହୋଇଛି ଏନକାଉଣ୍ଟର ।ପୁରୀ ବାସେଳୀ ସାହି ଥାନା ପୋଲିସ ଦୁର୍ଦ୍ଦାନ୍ତ ଅପରାଧୀ ଚନ୍ଦନ ଜେନାକୁ କରିଛି ଏନକାଉଣ୍ଟର ।ଚନ୍ଦନର ଡାହାଣ ପଟ ଗୋଡ଼ରେ ବାଜିଛି ଗୁଳି । ଚିକିତ୍ସା ପାଇଁ ପୁରୀ ହସ୍ପିଟାଲରେ...

ମହିଳା ଓ୍ୱାସ୍ ରୁମ୍‌ରେ କ୍ୟାମେରା ଲଗେଇଥବା ଜୁନିୟର କ୍ଲର୍କଙ୍କୁ ସସ୍‌ପେଣ୍ଡ କଲେ ଜିଲ୍ଲାପାଳ

ଜଗତସିଂହପୁର :ଜଗତସିଂହପୁର ଜିଲ୍ଲା DRDA କାର୍ଯ୍ୟାଳୟରେ ଥିବା ମହିଳା ଓ୍ୱାସ୍‌ ରୁମ୍‌ରେ ହିଡେନ୍‌ କ୍ୟାମେରା ଲଗାଇବା ଘଟଣାରେ ରେଭିନ୍ୟୁ ଜୁନିୟର କ୍ଲର୍କ ସଞ୍ଜୟ ଅଧେଖାକୁ ନିଲମ୍ବନ କଲେ ଜିଲ୍ଲାପାଳ । ଏନେଇ ଜିଲ୍ଲାପାଳଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।ଗତ ଗୁରୁବାର...

ହସ୍ପିଟାଲରେ ଆଡମିଟ୍ ହେବାର ୩ ଦିନ ପୂର୍ବରୁ ହେଉଥିବା ଟେଷ୍ଟ ଆୟୁଷ୍ମାନ ପ୍ୟାକେଜରେ ଅନ୍ତର୍ଭୁକ୍ତ ହେବ :ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର:ଏଣିକି ହସ୍ପିଟାଲରେ ଆଡମିଟ୍ ହେବା ପୂର୍ବରୁ କରାଯାଉଥିବା ସମସ୍ତ ମେଡିକାଲ୍ ପରୀକ୍ଷା ଆୟୁଷ୍ମାନ ପ୍ୟାକେଜ୍ ଭିତରେ ରହିବ । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ କଡ଼ା ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନାରେ ଚିକିତ୍ସା...

ରାଜଧାନୀରେ କାରକୁ ଧକ୍କା ଦେଇ ଘୋଷାଡ଼ି ନେଲା ହାଇୱା

ଭୁବନେଶ୍ୱର:ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱର ସତ୍ୟ ବିହାର ଛକ ନିକଟରେ ଏକ ହାଇୱା ଗାଡ଼ି ଏକ କାର (OD 02 BB 0678)କୁ ଶକ୍ତ ଦେବା ପରେ କାରକୁ ପ୍ରାୟ ୫ଶହ ମିଟର ପର୍ଯ୍ୟନ୍ତ ଘୋଷାଡ଼ି ନେଇଥିଲା । ଫଳରେ...

ନ୍ୟାୟ ଦାବିରେ ରାସ୍ତାକୁ ଓହ୍ଲାଇଲେ ସୌମ୍ୟଙ୍କ ପରିବାର, ଲୋୟର ପିଏମଜିରେ ଧାରଣା

ଭୁବନେଶ୍ୱର: ବାଲିଅନ୍ତା ବର୍ବରତା ଘଟଣାରେ ନ୍ୟାୟ ଦାବି କରି ରାସ୍ତାକୁ ଓହ୍ଲାଇଛନ୍ତି ମୃତ ସୌମ୍ୟରଞ୍ଜନଙ୍କ ପରିବାର। ସୌମ୍ୟଙ୍କ ହତ୍ୟା ମାମଲାରେ ଏପର୍ଯ୍ୟନ୍ତ କୌଣସି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନଥିବା ଅଭିଯୋଗ କରି ଆଜି ରାଜଧାନୀର ଲୋୟର ପିଏମଜି ଠାରେ...

ଅତିରିକ୍ତ ତହସିଲଦାରଙ୍କୁ ଚାକିରିରୁ ବରଖାସ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଦୁର୍ନୀତି ବିରୁଦ୍ଧରେ କଡା ଆଭିମୁଖ୍ୟ ଜାରି ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରର ପୂର୍ବତନ ଅତିରିକ୍ତ ତହସିଲଦାର ଚିତ୍ତରଞ୍ଜନ ପିଲ୍ଲାଙ୍କୁ ଚାକିରିରୁ ବରଖାସ୍ତ କରିଛନ୍ତି। ଶ୍ରୀ ପିଲ୍ଲା ପୂର୍ବରୁ ଭୁବନେଶ୍ୱରରେ ଅତିରିକ୍ତ ତହସିଲଦାର ଭାବେ କାର୍ଯ୍ୟ...

ରାଜସ୍ଥାନକୁ ହରାଇ ଫାଇନାଲ୍‌ରେ ଗୁଜରାଟ

ଚଣ୍ଡିଗଡ:ଶୁକ୍ରବାର ନ୍ୟୁ ଚଣ୍ଡିଗଡ଼ ଷ୍ଟାଡିୟମରେ ଖେଳାଯାଇଥିବା ଦ୍ୱିତୀୟ କ୍ୱାଲିଫାୟାରରେ ରାଜସ୍ଥାନକୁ ୭ ୱିକେଟରେ ହରାଇ ଫାଇନାଲରେ ପହଞ୍ଚିଛି ଗୁଜରାଟ ।ମ୍ୟାଚ୍‌ରେ ଗୁଜରାଟ ଟାଇଟନ୍ସ ସାମ୍ନାରେ ୨୧୫ ରନ୍‌ର ଏକ ବିଶାଳ ବିଜୟ ଲକ୍ଷ୍ୟ ରହିଥିଲା। ମାତ୍ର ଅଧିନାୟକ ଶୁଭମନ ଗିଲ୍...
- Advertisement -

Latest article

Spinhub Samsung Pay Integration

ContentsHow to Set Up and Use Samsung Pay at SpinhubKey Benefits of Using Samsung Pay for DepositsUnderstanding Deposit Limits and Processing TimesTroubleshooting Common Samsung...

How Daytonaspin Protects Against Account Hacks

Contents1. Mandatory Two-Factor Authentication (2FA)2. Advanced Encryption and Data Handling Protocols3. Proactive Account Monitoring and Alerts4. The KYC Verification Process: A Protective Barrier5. Your...

ଅପରେସନ ସିନ୍ଦୂରକୁ ନେଇ ପାକିସ୍ତାନକୁ ବାୟୁସେନା ମୁଖ୍ୟଙ୍କ କଡ଼ା ଚେତାବନୀ

ନୂଆଦିଲ୍ଲୀ: ‘ଅପରେସନ ସିନ୍ଦୂର’କୁ ନେଇ ଭାରତୀୟ ବାୟୁସେନା ମୁଖ୍ୟ ଏୟାର ଚିଫ୍ ମାର୍ଶାଲ ଏ.ପି. ସିଂହ ପାକିସ୍ତାନକୁ ଏକ କଡ଼ା ଚେତାବନୀ ଦେଇଛନ୍ତି। ଏକ ସାକ୍ଷାତକାରରେ ସେ ଦୃଢ଼ୋକ୍ତି ପ୍ରକାଶ...