ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୬ ମୃତ
କଳାହାଣ୍ଡି : ମଦନପୁର ରାମପୁର ଥାନା ଗୌଡ଼ କର୍ଲାଖୁଣ୍ଟା ଗାଁରେ ନିର୍ମାଣାଧୀନ ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୬ ଜଣଙ୍କର ମୃତ୍ୟୁ ହୋଇଛି । ସେଣ୍ଟ୍ରିଙ୍ଗ କାଢ଼ିବା ବେଳେ ସମସ୍ତେ ଚାପି ହୋଇଯାଇଥିବା ଜଣାପଡ଼ିଛି। ଏହି ଦୁର୍ଘଟଣାରେ ଜଣେ ଗୁରୁତର...
ପଦ୍ମ ଧରିଲେ ଦେବାଶିଷ ସାମନ୍ତରାୟ
ଭୁବନେଶ୍ୱର:ବିଜେଡିର ବରିଷ୍ଠ ନେତା ଓ ପୂର୍ବତନ ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ ଆଜି ବିଧିବଦ୍ଧ ଭାବେ ଭାରତୀୟ ଜନତା ପାର୍ଟି (ବିଜେପି)ରେ ସାମିଲ ହୋଇଛନ୍ତି। ନୂଆଦିଲ୍ଲୀସ୍ଥିତ ଦଳୀୟ ମୁଖ୍ୟାଳୟରେ କେନ୍ଦ୍ରୀୟ ନେତୃତ୍ୱ ଏବଂ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ...
ହରମନପ୍ରୀତ କୌରଙ୍କୁ ମିଳିଲା ପଦ୍ମଶ୍ରୀ
ନୂଆଦିଲ୍ଲୀ: ଭାରତୀୟ ମହିଳା କ୍ରିକେଟକୁ ଏକ ନୂଆ ପରିଚୟ ଓ ସଫଳତାର ଶିଖରକୁ ନେଇଥିବା ଅଧିନାୟିକା ହରମନପ୍ରୀତ କୌର ସୋମବାର ଦେଶର ପ୍ରତିଷ୍ଠିତ ନାଗରିକ ସମ୍ମାନ ‘ପଦ୍ମଶ୍ରୀ’ରେ ସମ୍ମାନିତ ହୋଇଛନ୍ତି। ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ସ୍ୱତନ୍ତ୍ର ସମାରୋହରେ ରାଷ୍ଟ୍ରପତି...
ପୁରୀରେ ହେବ BRICSର ଦ୍ବିତୀୟ ବୈଷୟିକ ସମ୍ମିଳନୀ
ନୂଆଦିଲ୍ଲୀ:ଆସନ୍ତା ଜୁନ୍ ୩ରୁ ପୁରୀରେ ହେବ BRICS ଦ୍ବିତୀୟ ବୈଷୟିକ ସମ୍ମିଳନୀ। ଭାରତର BRICS ଅଧ୍ୟକ୍ଷତା ଅଧୀନରେ Disaster Risk Reduction Working Groupର ବୈଠକ ହେବ। ଜୁନ୍ ୩ରୁ ୫ ତାରିଖ ଯାଏଁ ୩ ଦିନିଆ ସମ୍ମିଳନୀରେ BRICS...
ସୁଧୀର ପାତ୍ର ହତ୍ୟା ମାମଲା: ଦୁଇ ଅଭିଯୁକ୍ତଙ୍କୁ ଏନ୍କାଉଣ୍ଟର କଲା ବ୍ରହ୍ମପୁର ପୋଲିସ
ବ୍ରହ୍ମପୁର: ସୋମବାର ବିଳମ୍ବିତ ରାତିରେ ପ୍ଲଟ ବ୍ୟବସାୟୀ ସୁଧୀର ପାତ୍ର ଅପହରଣ ଓ ହତ୍ୟା ମାମଲାରେ ଦୁଇ ମୁଖ୍ୟ ଅଭିଯୁକ୍ତଙ୍କୁ ଏନକାଉଣ୍ଟର କରିଛି ବ୍ରହ୍ମପୁର ପୋଲିସ । ସେମାନେ ହେଲେ ହେଲେ ବଡ଼ଗଡ଼ ଥାନା ନୂଆଗାଁର ରଞ୍ଜନ ମଲ୍ଲିକ(୨୭) ଓ...
ମୋହନଙ୍କ ଦିଲ୍ଲୀ ଗସ୍ତ, ଓଡ଼ିଶା ମନ୍ତ୍ରୀମଣ୍ଡଳ ଅଦଳବଦଳ ଚର୍ଚ୍ଚା ଜୋରଦାର
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଆଜିର ଦିଲ୍ଲୀ ଗସ୍ତ ରାଜ୍ୟ ରାଜନୀତିରେ ହଲଚଲ ସୃଷ୍ଟି କରିଛି । ସରକାର ୨୩ ମାସର କାର୍ଯ୍ୟକାଳ ଶେଷ କରିଥିବା ବେଳେ ଏହି ଗସ୍ତ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ଓ ଅଦଳବଦଳ ନେଇ ଚାଲିଥିବା...
ଦେବାଶିଷ ସାମନ୍ତରାୟଙ୍କ ଇସ୍ତଫା ପରେ ଶ୍ରୀମୟୀ ମିଶ୍ରଙ୍କ କଟାକ୍ଷ
ଭୁବନେଶ୍ୱର: ପୁଣି ଜଣେ ପୁରୁଖା ନେତା ଦଳ ଛାଡ଼ିବା ପରେ ବାଣ ମାରିଛନ୍ତି ଶ୍ରୀମୟୀ ମିଶ୍ର । ନାଁ ନ ଧରି ଶ୍ରୀମୟୀ କହିଛନ୍ତି, ଯେପର୍ଯ୍ୟନ୍ତ ଭଣ୍ଡ ରହିବ, ସେପର୍ଯ୍ୟନ୍ତ ୱିକେଟ୍ ପଡ଼ିଚାଲିବ । ଶ୍ରୀମୟୀ ସିଧାସଳଖ କାହାକୁ ଇଙ୍ଗିତ...
ବିଜେଡି ଛାଡ଼ିଲେ ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ
ଭୁବନେଶ୍ୱର:ରାଜ୍ୟସଭା ସଦସ୍ୟ ତଥା ତିନି ଥରର ବିଧାୟକ ଦେବାଶିଷ ସାମନ୍ତରାୟ ବିଜେଡି ଛାଡ଼ିଛନ୍ତି । ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଦେବାଶିଷ ସାମନ୍ତରାୟ ଇସ୍ତଫା ଦେଇଛନ୍ତି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ସେ ତାଙ୍କ ଇସ୍ତଫା ପତ୍ର...
ବ୍ରହ୍ମପୁରରେ ପୁଣି ଏକ ଏନକାଉଣ୍ଟର
ବ୍ରହ୍ମପୁର:ରବିବାର ରାତିରେ ବଡ଼ବଜାର ଥାନା ଅଞ୍ଚଳର ୫ଦିନ ତଳେ ଜାମିନରେ ଆସିଥିବା ମଙ୍ଗଳା ବେହେରାଙ୍କୁ ବିଚ୍ ରାସ୍ତାରେ ଅପରାଧୀ ଗୋଷ୍ଠୀ ଖଣ୍ଡାରେ ଚୋଟ ଉପରେ ଚୋଟ ପକାଇ ହାଣିବାର ଦୃଶ୍ୟ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା । ଯାହାକି ପୋଲିସ...
ଆତଙ୍କବାଦୀଙ୍କ ଗୋପନ ଆଡ୍ଡାକୁ ଧ୍ୱଂସ କଲା ଜମ୍ମୁ-କାଶ୍ମୀର ପୋଲିସ
ଜମ୍ମୁ-କାଶ୍ମୀର:ବାରାମୂଲା ଜିଲ୍ଲା ଚନ୍ଦୋସା ଅଞ୍ଚଳରେ ଆତଙ୍କବାଦୀଙ୍କ ଗୋପନ ଆଡ୍ଡାକୁ ଧ୍ୱଂସ କରିଛି ଜମ୍ମୁ-କାଶ୍ମୀର ପୋଲିସ । ନିଲସର କାଣ୍ଡି କ୍ଷେତ୍ରରେ ହୋଇଥିବା ଏହି ମିଳିତ ଅପରେସନରେ ସୁରକ୍ଷା ବଳ ବିପୁଳ ମାତ୍ରାରେ ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ କରିଛନ୍ତି। ଗୁଇନ୍ଦା...














