କୋଲକାତାରେ ପହଞ୍ଚିଲେ ଆମେରିକା ବୈଦେଶିକ ସଚିବ ମାର୍କୋ ରୁବିଓ: ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କ ସହ ହେବ ବୈଠକ
ନୂଆଦିଲ୍ଲୀ: ଆମେରିକା ବୈଦେଶିକ ସଚିବ ମାର୍କୋ ରୁବିଓ ଆଜିଠାରୁ ୪ ଦିନିଆ ଭାରତ ଗସ୍ତରେ ଆସିଛନ୍ତି। ଏହି ଗସ୍ତ କାଳରେ ସେ ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ଆଲୋଚନା କରିବେ। ସୂଚନାଯୋଗ୍ୟ ଯେ, ଦୀର୍ଘ ୧୪ ବର୍ଷ ପରେ...
ବିଦ୍ୟୁତ୍ କ୍ଷେତ୍ର ପାଇଁ ଏସମା ଲାଗୁ କଲେ ରାଜ୍ୟ ସରକାର
ଭୁବନେଶ୍ୱର:ରାଜ୍ୟରେ ୬ ମାସ ପାଇଁ ବିଦ୍ୟୁତ୍ ସେବାରେ ଧର୍ମଘଟକୁ ନିଷିଦ୍ଧ କରିଛନ୍ତି ରାଜ୍ୟ ସରକାର । ଶକ୍ତି ସଙ୍କଟ ଥିବାରୁ କର୍ମଚାରୀ, ଯନ୍ତ୍ରୀମାନେ କରିପାରିବେନି କାର୍ଯ୍ୟବନ୍ଦ ଆନ୍ଦୋଳନ ।୬ ମାସ ପାଇଁ ଶକ୍ତି କ୍ଷେତ୍ରରେ ଏସମା ଲାଗୁ କଲେ ସରକାର...
ରାଜଧାନୀରେ ନକଲି NIA ଅଫିସର ଗିରଫ
ଭୁବନେଶ୍ୱର:ରାଜଧାନୀ ଭୁବନେଶ୍ୱରରେ ଜଣେ ବ୍ୟକ୍ତି ନିଜକୁ ଜାତୀୟ ଅନୁସନ୍ଧାନ ସଂସ୍ଥା (NIA) ର ଅଧିକାରୀ ବୋଲି ପରିଚୟ ଦେଇ ପୋଲିସ କାର୍ଯ୍ୟରେ ପ୍ରଭାବ ପକାଇବାକୁ ଚେଷ୍ଟା କରିଥିବା ଅଭିଯୋଗରେ ଶୁକ୍ରବାର ଦିନ ଗିରଫ ହୋଇଛନ୍ତି।ଉକ୍ତ ବ୍ୟକ୍ତି ଜଣକ ଖାରବେଳ ନଗର...
ସରକାରୀ ଗାଡ଼ି ବ୍ୟବହାରରେ ଲାଗିଲା କଟକଣା
ଭୁବନେଶ୍ୱର: ଆସନ୍ତା ଜୁନ୍ ପହିଲାରୁ ସବୁ ସରକାରୀ ବିଭାଗ ପାଇଁ ଇଭି କିଣା ବାଧ୍ୟତାମୂଳକ ହେବ। ବିଶେଷ ଆବଶ୍ୟକତା ଭିତ୍ତିରେ ପେଟ୍ରୋଲ/ଡିଜେଲ ଚାଳିତ ଯାନ କ୍ରୟ ପାଇଁ ଅନୁମତି ମିଳିବ। ସରକାରୀ ଗାଡ଼ି ବ୍ୟବହାର ପାଇଁ ସରକାର ଦେଉଥିବା...
ବିନା ଅନୁମୋଦନରେ ନିଯୁକ୍ତ ବିଶ୍ୱବିଦ୍ୟାଳୟ କର୍ମଚାରୀ ଛଟେଇ ହେବେ: ଉଚ୍ଚଶିକ୍ଷା ବିଭାଗ
ଭୁବନେଶ୍ୱର: ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏନେଇ ଉଚ୍ଚଶିକ୍ଷା ବିଭାଗ ସଚିବ ଅରବିନ୍ଦ ଅଗ୍ରୱାଲ ଗୁରୁବାର ସମସ୍ତ ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟ କୁଳପତିମାନଙ୍କୁ ଚିଠି ଲେଖି ସ୍ପଷ୍ଟ ନିର୍ଦ୍ଦେଶ...
୧୦ ରାଜ୍ୟର ୨୪ ରାଜ୍ୟସଭା ଆସନ ପାଇଁ ନିର୍ବାଚନ ତାରିଖ ଘୋଷଣା
ନୂଆଦିଲ୍ଲୀ: ଆସନ୍ତା ଜୁନ୍ ୧୮ ତାରିଖରେ ଦେଶର ୧୦ଟି ରାଜ୍ୟର ଖାଲିଥିବା ୨୪ଟି ରାଜ୍ୟସଭା ଆସନଗୁଡ଼ିକ ପାଇଁ ଭୋଟ୍ ଗ୍ରହଣ ଅନୁଷ୍ଠିତ ହେବ ଏବଂ ସେହିଦିନ ସନ୍ଧ୍ୟା ୫ଟାରେ ହିଁ ଫଳାଫଳ ପ୍ରକାଶ ପାଇବ। ଏନେଇ ଆଜି ଭାରତୀୟ ନିର୍ବାଚନ...
ୟୁଜିସି ପକ୍ଷରୁ ଛାତ୍ରଛାତ୍ରୀଙ୍କୁ ଇଣ୍ଟର୍ନସିପ୍ ସୁଯୋଗ ପ୍ରଦାନ
ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ଉଚ୍ଚଶିକ୍ଷା ବିଭାଗର ତତ୍ତ୍ଵାବଧାନରେ ଶିକ୍ଷା ବର୍ଷ ୨୦୨୫-୨୬ରେ ପ୍ରାୟ ୧ ଲକ୍ଷ ୧୮ ହଜାରରୁ ଉର୍ଦ୍ଧ୍ୱ ସ୍ନାତକ ଛାତ୍ରଛାତ୍ରୀଙ୍କୁ ଇଣ୍ଟର୍ନସିପ୍ ଓ କମ୍ୟୁନିଟି ସର୍ଭିସରେ ନିୟୋଜିତ କରାଯାଇଛି । ଏହି ଇଣ୍ଟର୍ନସିପ୍ର ସମୟସୀମା ୬ ସପ୍ତାହ...
ପୂର୍ତ୍ତ ବିଭାଗର ସମୀକ୍ଷା ବୈଠକ: ସମୟସୀମା ମଧ୍ୟରେ କାର୍ଯ୍ୟ ସାର
ଭୁବନେଶ୍ୱର: ଲୋକସେବା ଭବନ ସ୍ଥିତ କନ୍ଭେନ୍ସନ୍ ହଲ୍ ପରିସରରେ ନିର୍ମାଣ ବିଭାଗର ୫୦ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ନିର୍ମାଣ ପ୍ରକଳ୍ପର ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି ଯେ, ପୁରୀ ଐତିହ୍ୟ ପ୍ରକଳ୍ପ ଠାରୁ ଆରମ୍ଭ...
ବସ୍-ଅଟୋ ମୁହାଁମୁହିଁ ଧକ୍କା, ୨ ଶିଶୁଙ୍କ ସମେତ ୬ ମୃତ
ଗଞ୍ଜାମ: ଅଟୋକୁ ଧକ୍କା ଦେଇ ଘୋଷାଡ଼ି ନେଲା ଯାତ୍ରୀବାହୀ ବସ୍ । ଗଞ୍ଜାମ ପୁରୁଷୋତ୍ତମପୁର ଥାନା ଲଡକାପଲ୍ଲୀ ଛକରେ ବସ୍ ଏବଂ ଅଟୋ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ, ୪ ଜଣ...
ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର ମନ୍ତ୍ରୀପରିଷଦର ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଓ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ
ନୂଆଦିଲ୍ଲୀ:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର ମନ୍ତ୍ରୀପରିଷଦର ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଓ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଦିଲ୍ଲୀସ୍ଥିତ 'ସେବା ତୀର୍ଥ'ଠାରେ ଦୀର୍ଘ ୪ରୁ ୫ ଘଣ୍ଟା ଧରି ଚାଲିଥିବା ଏହି ମାରାଥନ ବୈଠକରେ ସରକାରଙ୍କ ବିଭିନ୍ନ...









