ପେଟ୍ରୋଲ ଓ ଡିଜେଲ ସଙ୍କଟ:ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ ୮-ସୂତ୍ରୀ ନିର୍ଦ୍ଦେଶାବଳୀ
ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସରକାରୀ ବିଭାଗ ଗୁଡ଼ିକରେ ପେଟ୍ରୋଲ ଓ ଡିଜେଲ ବ୍ୟବହାର ହ୍ରାସ କରିବା ପାଇଁ ପଦକ୍ଷେପ ନେବାକୁ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏଥିପାଇଁ ସେ ଏକ ୮-ସୂତ୍ରୀ ନିର୍ଦ୍ଦେଶାବଳୀ ଦେଇଛନ୍ତି...
ଭାରତରେ ବ୍ୟାନ ହେଲା ‘କକ୍ରୋଚ୍ ଜନତା ପାର୍ଟି’ର ଏକ୍ସ ଆକାଉଣ୍ଟ
ନୂଆଦିଲ୍ଲୀ: ସିଜେଆଇ ସୂର୍ଯ୍ୟକାନ୍ତ ଗତ ସପ୍ତାହରେ ସୁପ୍ରିମକୋର୍ଟରେ ଏକ ମାମଲାର ଶୁଣାଣି ସମୟରେ ଦେଶର ଯୁବ ପିଢିଙ୍କ ତୁଳନା ଅସରପା ସହ କରିଥିଲେ । ବିବାଦ ବଢିବା ପରେ ନିଜର ଟିପ୍ପଣୀ ଉପରେ ସିଜେଆଇ ସଫେଇ ମଧ୍ୟ ଦେଇଥିଲେ ।...
୨୦୨୭ ମାର୍ଚ୍ଚ ସୁଦ୍ଧା ସବୁ ଗାଁକୁ ପାଇପ୍ ଜଳ ଯୋଗାଇ ଦିଆଯିବ: ପଞ୍ଚାୟତିରାଜ ମନ୍ତ୍ରୀ
ଭୁବନେଶ୍ୱର: ବର୍ତ୍ତମାନ ସୁଦ୍ଧା ମୋଟ ୨୦୭ଟି ମେଗା ପାଇପ୍ ଜଳ ଯୋଗାଣ ପ୍ରକଳ୍ପ ମଧ୍ୟରୁ ୩୩ଟି ପ୍ରକଳ୍ପ ସମ୍ପୂର୍ଣ୍ଣ ହୋଇଛି ବୋଲି ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାୟକ । ୨୦୨୭ ମାର୍ଚ୍ଚ ଶେଷ ସୁଦ୍ଧା ସବୁ ଗାଁକୁ...
ପୁଲୱାମା ଆକ୍ରମଣର ମାଷ୍ଟର ମାଇଣ୍ଡକୁ ଗୁଳି କରି ହତ୍ୟା
ନୂଆଦିଲ୍ଲୀ: ପୁଲୱାମା ଆକ୍ରମଣର ମାଷ୍ଟରମାଇଣ୍ଡ ଆତଙ୍କବାଦୀ ହମଜା ବୁରହାନକୁ ଗୁଳି କରି ହତ୍ୟା କରାଯାଇଛି । ମିଳିଥିବା ଖବରରୁ ଜଣାପଡିଛି ଯେ, ହମଜା ବୁରହାନଙ୍କୁ ମୁଜାଫରାବାଦରେ ଅଜ୍ଞାତ ଆକ୍ରମଣକାରୀ ଟାର୍ଗେଟ କରିଥିଲେ, ଯେଉଁଠାରେ ତାଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା। ହମଜା...
ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ସହକାରୀ ଯନ୍ତ୍ରୀ
ରାୟଗଡ଼ା: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ RWSS ସହକାରୀ ଯନ୍ତ୍ରୀ ମଳୟ କୁମାର ନାୟକଙ୍କ ଘରେ ଚଢାଉ ହୋଇଛି। ବ୍ରହ୍ମପୁରର ୬ଟି ସ୍ଥାନରେ ଏବଂ ରାୟଗଡ଼ା ରୋହିତ କଲୋନୀରେ ଏକକାଳୀନ ଚଢାଉ ହୋଇଛି । ଚଢାଉ ସମୟରେ ଓଡ଼ିଶା ଭିଜିଲାନ୍ସ...
ବ୍ରହ୍ମପୁରରେ ଯୁବକ ଓ ବାନ୍ଧବୀଙ୍କୁ ଆକ୍ରମଣ: ପୋଲିସ ଏନକାଉଣ୍ଟରରେ ମୁଖ୍ୟ ଅଭିଯୁକ୍ତ ଆହତ
ବ୍ରହ୍ମପୁର: ବ୍ରହ୍ମପୁର ଟାଉନ ଥାନା ଅନ୍ତର୍ଗତ ଗିରି ରୋଡ ଅଞ୍ଚଳର ଜନଗହଳିପୂର୍ଣ୍ଣ ରାସ୍ତାରେ ଯୁବକ ଓ ତାଙ୍କ ବାନ୍ଧବୀଙ୍କୁ ଆକ୍ରମଣ କରିବା ଘଟଣାରେ ଫେରାର ଥିବା ମୁଖ୍ୟ ଅଭିଯୁକ୍ତ ମୁକେଶ ସାହୁ ଓରଫ୍ ମୁକ୍ତେଶକୁ ପୋଲିସ ଏନକାଉଣ୍ଟର କରିଥିବା ଜଣାପଡ଼ିଛି...
CAA ପରିସରଭୁକ୍ତ ନହେଲେ ଗିରଫଦାରୀ ସହ ଦେଶରୁ ହେବେ ବିଦା
କୋଲକାତା: ପଶ୍ଚିମବଙ୍ଗରେ ବେଆଇନ ଅନୁପ୍ରବେଶକାରୀଙ୍କୁ ନେଇ ସରକାର ଆଭିମୁଖ୍ୟ ଅତ୍ୟନ୍ତ କଠୋର କରିଛନ୍ତି। ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ବୁଧବାର ଏକ ବୟାନରେ କହିଛନ୍ତି ଯେଉଁମାନଙ୍କ ନାମ ନାଗରିକତ୍ୱ ସଂଶୋଧନ ଆଇନ (CAA) ର ପରିସରଭୁକ୍ତ ନୁହେଁ, ସେମାନଙ୍କୁ ରାଜ୍ୟ ପୋଲିସ...
୧୦ ପ୍ରସ୍ତାବକୁ ମିଳିଲା କ୍ୟାବିନେଟ୍ ମଞ୍ଜୁରୀ: ୩୫୮ଟି ପୁରୁଣା ଆଇନର ହେବ ଉଚ୍ଛେଦ
ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟ୍ ବୁଧବାର ଦିନ ୭ଟି ବିଭାଗର ୧୦ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟାରେ ଲୋକସେବା ଭବନରେ ଆୟୋଜିତ କ୍ୟାବିନେଟ୍ ବୈଠକରେ ରାଜ୍ୟରେ ସ୍ୱତନ୍ତ୍ର ପ୍ରତ୍ନତତ୍ତ୍ୱ ନିର୍ଦ୍ଦେଶାଳୟ ସ୍ଥାପନ ସହ...
୨୪ ଘଣ୍ଟିଆ ଔଷଧ ଦୋକାନ ବନ୍ଦ; ନିରାମୟ କେନ୍ଦ୍ର ସମ୍ମୁଖରେ ଲମ୍ବା ଧାଡି
ଭୁବନେଶ୍ୱର: ଅନଲାଇନ ଔଷଧ ବିତରଣକୁ ବିରୋଧ କରି ଦେଶର ବିଭିନ୍ନ ଘରୋଇ ଔଷଧ ଦୋକାନ ସଂଘ ଦିନିକିଆ ବନ୍ଦ ଡାକରା ଦେଇଥିଲେ, ଯାହାକୁ ଓଡ଼ିଶାରେ ସମର୍ଥନ ଦେଇଥିଲା ଉତ୍କଳ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ଆସୋସିଏସନ୍। ଏହି ବନ୍ଦର ପ୍ରଭାବ ସାରା...
ଆସନ୍ତା ମାସରେ ଫ୍ରାନ୍ସରରେ ଜି-୭ ସମ୍ମିଳନୀ: ଭେଟାଭେଟି ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ...
ନୂଆଦିଲ୍ଲୀ: ଆସନ୍ତା ମାସରେ ଫ୍ରାନ୍ସରେ ଆୟୋଜିତ ହେବାକୁ ଥିବା ହାଇପ୍ରୋଫାଇଲ୍ ଜି-୭ ଶିଖର ସମ୍ମିଳନୀ ଅବସରରେ ଭେଟାଭେଟି ହେବାକୁ ଯାଉଛନ୍ତି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ୱାଶିଂଟନ୍ ଏବଂ ଏହାର ସହଯୋଗୀ...







