28.3 C
Bhubaneswar
Friday, July 31, 2026
-Advertisement-

ରାୟଗଡାରେ ଦିବ୍ୟାଙ୍ଗ ଯୁବତୀଙ୍କୁ ଗଣଦୁଷ୍କର୍ମ

ପୁଣି ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ । ଓଡ଼ିଶାର ରାୟଗଡ଼ା ଜିଲାର ନାଇରା ଗାଁରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ସୋମବାର ଅପରାହ୍ନ ପ୍ରାୟ ୪ଟା ସମୟରେ ଜଣେ ୨୫ ବର୍ଷୀୟା ଦିବ୍ୟାଙ୍ଗ ଯୁବତୀଙ୍କୁ ୩ ଜଣ ଦୃବୁର୍ତ୍ତ ମିଶି ଗଣଦୁଷ୍କର୍ମ...

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପଡ଼ିଲେ ଫରେଷ୍ଟର

୧୦ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ଫରେଷ୍ଟର ଅଶୋକ କୁମାର ନାୟକ । ସୂଚନା ଅନୁଯାୟୀ କୌଶିକ କୁମାର ଭୋଇ ନାମକ ଜଣେ ବ୍ୟକ୍ତିଠାରୁ ରେଙ୍ଗାଲ ଗଛ କାଟିବା ପାଇଁ ଅନୁମତି ଦେବାକୁ ଲାଞ୍ଚ ଦାବି କରିଥିଲେ ବଲାଙ୍ଗୀର...

୨୦୪୭ ସୁଦ୍ଧା ବିକଶିତ ଭାରତ ଭିବି ଜି ରାମ୍ ଜି ବିଲ୍‌ର ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ

ବିଜେପି ପାର୍ଟି ଅଫିସ୍‌ରେ ଆଜି ଅନୁଷ୍ଠିତ ହୋଇଛି ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବପୂର୍ଣ୍ଣ ସାମ୍ବାଦିକ ସମ୍ମିଳନୀ । ଏହି ବୈଠକରେ ସେ ଭିବି ଜି ରାମ ଜି ବିଲ୍‌ର ଉପକାରିତା ନେଇ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ପ୍ରଧାନମନ୍ତ୍ରୀଙ୍କ ଏକ ମାତ୍ର...

ବାଂଲାଦେଶରେ ପୁଣି ହିନ୍ଦୁଙ୍କୁ ହତ୍ୟା

ବାଂଲାଦେଶରେ ପୁଣି ଜଣେ ହିନ୍ଦୁ ବ୍ୟକ୍ତିଙ୍କୁ ହତ୍ୟା କରାଯାଇଛି। ରିପୋର୍ଟ ଅନୁସାରେ ସୋମବାର ରାତି ପ୍ରାୟ ୧୦ଟାରେ ନରସିଙ୍ଗଡି ଜିଲ୍ଲାରେ ମୋନି ଚକ୍ରବର୍ତ୍ତୀଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରାଯାଇଥିଲା ଓ ପରେ ତାଙ୍କର ମୃତ୍ୟୁ...

ବାଂଲାଦେଶରେ ହିନ୍ଦୁଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ସୋମବାର ଅପରାହ୍ନରେ ଜେସୋର ଜିଲ୍ଲାର ମୋନିରାମପୁରରେ ଗୁଳି କରି ହତ୍ୟା କରାଯାଇଛି। ଉଗ୍ରବାଦୀମାନେ ରାଣା ପ୍ରତାପ ବୈରାଗୀ ନାମକ ଜଣେ ୪୫ ବର୍ଷୀୟ ହିନ୍ଦୁ ବ୍ୟକ୍ତିଙ୍କୁ ଲୋକଙ୍କ ଆଗାରେ ହତ୍ୟା କରିଛନ୍ତି।...

POK ପାର ହୋଇଥିବା ଲୋକଙ୍କ ଉପରେ ସୁରକ୍ଷା ଏଜେନ୍ସିର କଡ଼ା ନଜର

ପାକିସ୍ତାନ ଅଧିକୃତ କାଶ୍ମୀରକୁ ପଳାୟନ କରିଥିବା ୩୦୦ ରୁ ଅଧିକ ବ୍ୟକ୍ତି ବର୍ତ୍ତମାନ ସୁରକ୍ଷା ଏଜେନ୍ସିର ନଜରରେ ଅଛନ୍ତି। ସୀମାବର୍ତ୍ତୀ ପୁଞ୍ଚ ଏବଂ ରାଜୌରୀ ଜିଲ୍ଲାରେ ସେମାନେ ନାର୍କୋ-ଟେରର କାର୍ଯ୍ୟକଳାପରେ ଜଡ଼ିତ ଥିବା ଅଭିଯୋଗ ହୋଇଛି ।...

୬୦ ହଜାର ଟଙ୍କା ଲାଞ୍ଚ ନେଇ ଗିରଫ ହେଲେ ୨ ଯନ୍ତ୍ରୀ

ଲାଞ୍ଚ ନେବା ବେଳେ ୨ ଯନ୍ତ୍ରୀଙ୍କୁ ଗିରଫ କରିଛି ଭିଜିଲାନ୍ସ। ମୟୂରଭଞ୍ଜ ଜିଲ୍ଲା ଉଦଳା ସବ-ଡିଭିଜନର ଓଡ଼ିଶା ଲିଫ୍ଟ ଇରିଗେସନ୍ କର୍ପୋରେସନର ଦୁଇଜଣ ଯନ୍ତ୍ରୀ ଜଣେ ଠିକାଦାରଙ୍କଠାରୁ ୬୦,୦୦୦ ଟଙ୍କା ଲାଞ୍ଚ ନେବା ବେଳେ ଗିରଫ...

ଆଇପିଏଲ୍‌ ଖେଳିପାରିବେନି ମୁସ୍ତାଫିଜୁର ରହମାନ

ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ଚାଲିଥିବା ନିର୍ଯାତନା ମଧ୍ୟରେ କୋଲକାତା ନାଇଟ୍ ରାଇଡର୍ସ ବା କେକେଆର ଇଣ୍ଡିଆନ ଆଇପିଏଲ୍‌ ନିଲାମରେ ବାଂଲାଦେଶୀ କ୍ରିକେଟର ମୁସ୍ତାଫିଜୁର ରହମାନଙ୍କୁ ୯.୨୦ କୋଟି ଟଙ୍କାରେ କିଣିଥିଲା । ଏହା ପରେ ଭାରତରେ...

ଗାନ୍ଧୀନଗରରେ ଦୂଷିତ ପାଣି ପିଇ ଅନେକ ଅସୁସ୍ଥ: ଜିଲ୍ଲାପାଳଙ୍କ ସହ କଥା ହେଲେ ଅମିତ୍ ଶାହା

ଗୁଜୁରାଟର ରାଜଧାନୀ ଗାନ୍ଧୀନଗରରେ ବହୁ ସଂଖ୍ୟରେ ଟାଇଫଏଡ୍ ମାମଲା ରିପୋର୍ଟ ହୋଇଛି ଓ ଛୋଟ ପିଲାମାନଙ୍କ ସମେତ ୧୦୪ ଜଣ ରୋଗୀଙ୍କୁ ଏହି ସନ୍ଦିଗ୍ଧ ରୋଗରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଉପମୁଖ୍ୟମନ୍ତ୍ରୀ ହର୍ଷ ସାଂଘଭି ଶନିବାର ଗାନ୍ଧୀନଗର...

ଲାଞ୍ଚ ନେଇ ଫସିଲେ ଆଇଆଇସି ବିଜୟ କୁମାର ବାରିକ

ଲାଞ୍ଚ ନେଇ ଧରାପଡ଼ିଲେ ପୋଲିସ ଅଧିକାରୀ। ଜଣେ ଲାଇସେନ୍ସପ୍ରାପ୍ତ ମଦ ବ୍ୟବସାୟୀଙ୍କଠାରୁ ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଛନ୍ତି ବିଜୟ କୁମାର ବାରିକ। ଭିଜିଲାନ୍ସ ଚଢ଼ାଉ ବେଳେ ଘରୁ ମିଳିଛି ନଗଦ ୫ ଲକ୍ଷ ଟଙ୍କା। ଏହାପରେ କଟକ...
- Advertisement -

Latest article

ପାଣିକୁଣ୍ଡରୁ ମିଳିଲା ନିଖୋଜ ଦ୍ବିତୀୟ ଶ୍ରେଣୀ ଛାତ୍ରୀଙ୍କ ମୃତଦେହ

ଭୁବନେଶ୍ବର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ (RIE)ର ଡେମୋନଷ୍ଟ୍ରେସନ୍ ମଲ୍ଟିପର୍ପୋଜ୍ (ଡିଏମ୍) ସ୍କୁଲର ଦ୍ୱିତୀୟ ଶ୍ରେଣୀରେ ପଢ଼ୁଥିବା ୨ୟ ଶ୍ରେଣୀ ଛାତ୍ରୀ ନିଖୋଜ ଘଟଣା। ସ୍କୁଲ୍ ପଛ ପଟେ ଥିବା ପୋଲିସ ରିଜର୍ଭ...

ଜାପାନରେ ବଡ ଭୂକମ୍ପ, ୭.୧ ତୀବ୍ରତା; ସୁନାମୀ ଆଲର୍ଟ ଜାରି

ନୂଆଦିଲ୍ଲୀ: ଆଜି ଜାପାନରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଭୂକମ୍ପର ତୀବ୍ରତା ୭.୧ ରେକର୍ଡ କରାଯାଇଛି । ସମୁଦ୍ରରେ ଉଚ୍ଚ ଉଚ୍ଚ ଲହରି ଆସିବା ନେଇ ସତର୍କ ସୂଚନା ଜାରି କରାଯାଇଛି...

ଆଜି ପବିତ୍ର ସୁନାବେଶ:ବାହୁଡ଼ା ଯାତ୍ରା ସମୟରେ ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ

ପୁରୀ : ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥିରେ ମହାପ୍ରଭୁଙ୍କର ପବିତ୍ର ସୁନାବେଶ ଅନୁଷ୍ଠିତ ହେବ l ମହଣ ମହଣ ସୁନାରେ ଛାଉଣି ହେବେ ମହାପ୍ରଭୁ lସୁନାବେଶ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ଅନୁଯାୟୀ,...