26.1 C
Bhubaneswar
Tuesday, October 27, 2026
-Advertisement-

ଅଧା ହେଲା ପିଏମ ଆଉ ମୁଖ୍ୟମନ୍ତ୍ରୀଙ୍କ କାରକେଡ ଗାଡି ସଂଖ୍ୟା

ନୂଆଦିଲ୍ଲୀ : ପେଟ୍ରୋଲ ଏବଂ ଡିଜେଲ ବ୍ୟବହାର ହ୍ରାସ କରିବା ଏବଂ ସାର୍ବଜନୀନ ପରିବହନରେ ଯାତ୍ରା କରିବା ପାଇଁ ଦେଶବାସୀଙ୍କୁ ଆହ୍ୱାନ ମଧ୍ୟରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସୁରକ୍ଷା ବ୍ୟବସ୍ଥା କମ କରିବାକୁ ପ୍ରଧାନମନ୍ତ୍ରୀ...

ପ୍ରକାଶ ପାଇଲା CBSE ଦ୍ୱାଦଶ ପରୀକ୍ଷା ଫଳ

ନୂଆଦିଲ୍ଲୀ: ଆଜି ପ୍ରକାଶ ପାଇଛି CBSE ଦ୍ୱାଦଶ ପରୀକ୍ଷା ରେଜଲ୍ଟ। ୧୮.୫ ଲକ୍ଷରୁ ଊର୍ଦ୍ଧ୍ବ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ । ସାମଗ୍ରିକ ପାସ୍ ହାର ଗତ ବର୍ଷର ୮୮.୩୯ ପ୍ରତିଶତ ତୁଳନାରେ ୮୫.୨୦ ପ୍ରତିଶତକୁ ହ୍ରାସ ପାଇଛି। ଭୁବନେଶ୍ୱର ଅଞ୍ଚଳରେ...

ମେଦାନ୍ତ ହସ୍ପିଟାଲରେ ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ: କଂଗ୍ରେସର ବରିଷ୍ଠ ନେତ୍ରୀ ତଥା ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ପୁଣି ଅସୁସ୍ଥ ହୋଇଛନ୍ତି। ସ୍ୱାସ୍ଥ୍ୟାବସ୍ଥାରେ ସାମାନ୍ୟ ଅସୁବିଧା ଦେଖାଦେବାରୁ ତାଙ୍କୁ ଗୁରୁଗ୍ରାମ ସ୍ଥିତ ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୋନିଆଙ୍କ ସହ ପୁଅ ରାହୁଲ ଗାନ୍ଧୀ ଏବଂ...

ପୂର୍ବତନ ବିଧାୟକ ଆୟୁବ ଖାନଙ୍କ ପରଲୋକ

ଭୁବନେଶ୍ଵର: କଣ୍ଟାବାଞ୍ଜି ପୁର୍ବତନ ବିଧାୟକ ଆୟୁବ ଖାନଙ୍କ ପରଲୋକ ଘଟିଛି। ମୃତ୍ୟୁ ସମୟରେ ତାଙ୍କୁ ୭୮ବୟସ ହୋଇଥିଲା। କଣ୍ଟାବାଞ୍ଜି ସ୍ଥିତ ନିଜ ବାସ ଭବନ ଠାରେ ତାଙ୍କର ମୃତ୍ୟ ହୋଇଛି । ଅନେକ ଦିନ ହେଲା ସେ ଅସୁସ୍ଥ ରହିଥିଲେ...

୧୮ରେ ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର: ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ପ୍ରଥମଥର ପାଇଁ ଚଳିତମାସ ୧୮ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ନୀତିନ ନବୀନ। ସେ ଜଟଣୀଠାରେ ଦଳୀୟ ପ୍ରଶିକ୍ଷଣ ଶିବିରକୁ ଉଦଘାଟନ କରିବା ସହ ରାଜ୍ୟ କାର୍ଯ୍ୟାଳୟରେ ଦଳର...

ଅଜିତ ସାହୁଙ୍କୁ ହତ୍ୟା ଘଟଣାରେ ୪ଜଣଙ୍କୁ ଗିରଫ କଲା ପୋଲିସ

ନୟାଗଡ: ଓଡଗାଁର ଅଜିତ ସାହୁଙ୍କୁ ହତ୍ୟା ଘଟଣାରେ ପୋଲିସ ୪ଜଣଙ୍କୁ ଗିରଫ କରିଛି । ଏହାସହିତ ହତ୍ୟାକାଣ୍ଡରେ ବ୍ୟବହୃତ ଖଣ୍ଡା ଏବଂ ଗୋଟିଏ କାର୍ ଜବତ ହୋଇଛି । ପ୍ରେସମିଟ୍ କରି ଏହି ସୁଚନା ଦେଇଛନ୍ତି ଆଇଜି ସତ୍ୟଜିତ୍ ନାୟକ...

NEET(UG)୨୦୨୬ ପରୀକ୍ଷା ବାତିଲ

ନୂଆଦିଲ୍ଲୀ : ଭାରତ ସରକାରଙ୍କ ଅନୁମୋଦନ କ୍ରମେ ଜାତୀୟ ପରୀକ୍ଷା ଏଜେନ୍ସି (ଏନଟିଏ) ୩ ମଇ, ୨୦୨୬ ରେ ଅନୁଷ୍ଠିତ NEET (UG) ୨୦୨୬ ପରୀକ୍ଷାକୁ ବାତିଲ କରିଛି। ଏହା ବ୍ୟତୀତ ଭାରତ ସରକାର ଏହି ଘଟଣା ସମ୍ବନ୍ଧୀୟ ଅଭିଯୋଗଗୁଡ଼ିକର...

ଚେନ୍ନାଇ ଏୟାରପୋର୍ଟରେ ଅଘଟଣ; ବିମାନରେ ଲାଗିଲା ନିଆଁ

ଚେନ୍ନାଇ: ଆଜି ଚେନ୍ନାଇ ବିମାନ ବନ୍ଦରରେ ଉଡାଣ ଭରିବାକୁ ଯାଉଥିବା ଏକ ବିମାନରେ ନିଆଁ ଲାଗିଥିଲା । ବିମାନର ବାମ ୱିଙ୍ଗରେ ନିଆଁ ଲାଗିଯାଇଥିଲା । ବିମାନ ରନୱେରୁ ଉଡାଣ ଭରିବାକୁ ଯାଉଥିବା ସମୟରେ ନିଆଁ ଲାଗିଥିବା ଦେଖିଥିଲେ ବିମାନର...

ପୋଲିସ ଏନକାଉଣ୍ଟରେ ୨ ଦୁର୍ଦ୍ଦାନ୍ତ ଅପରାଧୀ ଆହତ

ଝାରସୁଗୁଡ଼ା: ପୋଲିସ ଏନକାଉଣ୍ଟରରେ ଦୁଇଜଣ ଦୁର୍ଦ୍ଦାନ୍ତ ଅପରାଧୀ ଆହତ ହୋଇଛନ୍ତି। ଆହତ ଅପରାଧୀ ହେଲେ ସୁନୀଲ ମହାନନ୍ଦ ଓ ଚାନ୍ଦ ବନଛୋର। ଗତକାଲି ଝାରସୁଗୁଡା ବେଲପାହାଡ଼ ଫାଟକରେ ଭୁଜାଲି ମାଡ଼ରେ ଜଣଙ୍କ ମୃତ୍ୟୁ ଘଟଣାର ଏହି ଦୁଇ ଜଣ ହେଲେ...

ଦ୍ୱିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହିମନ୍ତ ବିଶ୍ୱଶର୍ମା

ନୂଆଦିଲ୍ଲୀ: ଆଜି ଦ୍ୱିତୀୟ ଥର ପାଇଁ ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ହିମନ୍ତ ବିଶ୍ୱଶର୍ମା। ଗୌହାଟୀର ଖାନାପଡ଼ା ଭେଟେନାରୀ କଲେଜ ଗ୍ରାଉଣ୍ଡରେ ଆୟୋଜିତ ଏକ ଭବ୍ୟ ସମାରୋହରେ ରାଜ୍ୟପାଳ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ...
- Advertisement -

Latest article

Winbeast Live Baccarat: Rules and Side Bets

ContentsUnderstanding the Core Rules of PlayA Detailed Look at Standard PayoutsExploring Popular Side BetsRTP and What It Means for YouStrategies for Managing Your BankrollGetting...

Spinhub Samsung Pay Integration

ContentsHow to Set Up and Use Samsung Pay at SpinhubKey Benefits of Using Samsung Pay for DepositsUnderstanding Deposit Limits and Processing TimesTroubleshooting Common Samsung...

How Daytonaspin Protects Against Account Hacks

Contents1. Mandatory Two-Factor Authentication (2FA)2. Advanced Encryption and Data Handling Protocols3. Proactive Account Monitoring and Alerts4. The KYC Verification Process: A Protective Barrier5. Your...