କେନ୍ଦ୍ର କ୍ୟାବିନେଟ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି ପ୍ରସ୍ତାବକୁ ଅନୁମୋଦନ କରିଛି । କ୍ୟୁଣ୍ଟାଲ ପିଚ୍ଛା ଦୁଇଶହ ଟଙ୍କା ଲୋଖାଁଏ ବଢାଇବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି । ଏହାଫଳରେ ସାଧାରଣ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ କ୍ୟୁଣ୍ଟାଲ ପିଚ୍ଛା 1750 ଟଙ୍କାକୁ ବୃଦ୍ଧି ପାଇଛି । ତେବେ ଧାନର ଏମଏସପି 2930 ଟଙ୍କାକୁ ବୃଦ୍ଧି କରିବାକୁ ରାଜ୍ୟ ସରକାର କେନ୍ଦ୍ର ନିକଟରେ ଦାବି କରି ଆସୁଥିଲେ । ଏମଏସପି ବୃଦ୍ଧିକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସ୍ବାଗତ କରିଛନ୍ତି ।

LEAVE A REPLY

Please enter your comment!
Please enter your name here