ଜଗତସିଂହପୁର:ଜଗତସିଂହପୁର ସଦର ସ୍ଥିତ ଏକ ଘରୋଇ ଶିକ୍ଷାନୁଷ୍ଠାନ ଡ୍ରିମ୍ ଇଣ୍ଡିଆ ସ୍କୁଲର ବାର୍ଷିକ ଉତ୍ସବ ବହୁ ଧୁମଧାମରେ ପାଳିତ ହୋଇଯାଇଛି । ଏହି ବାର୍ଷିକ ଉତ୍ସବରେ ନର୍ସରୀଠାରୁ ଆରମ୍ଭ କରି ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀମାନେ ଅଂଶଗ୍ରହଣ କରିଥିଲେ । ଏହାପରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ଏହି ଅବସରରେ ମୂଖ୍ୟ ଅତିଥି ଭାବେ ଜଗତସିଂହପୁର ବିଧାୟକ ପ୍ରଶାନ୍ତ କୁମାର ମୁଦୁଲି ଯୋଗ ଦେଇ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଗଠନରେ ଅଭିଭାବକ ଓ ଶିକ୍ଷକଙ୍କ ଗୁରୁତ୍ୱ ବାବଦରେ ଆଲୋକପାତ କରିଥିଲେ ।

LEAVE A REPLY

Please enter your comment!
Please enter your name here