ଗୋଷ୍ଠୀ ସଂଘର୍ଷରୁ ଗୁଳିମାଡ । ଘଟଣା ଘଟିଛି  ବାଲେଶ୍ୱର ଜିଲ୍ଲା ସହଦେବଖୁଣ୍ଟା ଗୋଶାଳାପଦାରେ । ଏଥିରେ ଜଣେ ଯୁବକ ଆହତ ହୋଇଛନ୍ତି । ଆହତ ଯୁବକଙ୍କୁ ଜିଲ୍ଲା ମୁଖ୍ୟ ଡାକ୍ତରଖାନା ଭର୍ତ୍ତି କରାଯାଇଛି ।  ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗୋଷ୍ଠୀ ସଂଘର୍ଷ  ହୋଇଥିବା ଜଣାପଡିଛି । ପୋଲିସ୍ ଘଟଣାର ତଦନ୍ତ ଜାରି ରଖିଛି ।

LEAVE A REPLY

Please enter your comment!
Please enter your name here