ବିଜେପିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀ ୯୩ ବର୍ଷ ବୟସରେ ପାଦ ଥାପିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ରମୋଦି ଆଡଭାନୀଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇବା ସହ ତାଙ୍କ ଦୀର୍ଘ ଜୀବନ କାମନା କରିଛନ୍ତି । ମୋଦି ଆଡଭାନୀଙ୍କ ଘରେ ପହଁଞ୍ଚି ତାଙ୍କ ପାଦ ଛୁଇଁ ଆର୍ଶୀବାଦ ନେଇଥିଲେ । ଗୃହ ମନ୍ତ୍ରୀ ଅମିତ ଶାହାଙ୍କ ସମେତ ଜେପି ନଡ୍ଡା ମଧ୍ୟ ଏହି ସମୟରେ ଉପସ୍ଥିତ ଥିଲେ । ଏହାପରେ କେକ୍ କାଟି ପରସ୍ପରକୁ କେକ୍ ଖୁଆଇଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଲାଲ୍ କୃଷ୍ଣ ଆଡଭାନୀ ।

LEAVE A REPLY

Please enter your comment!
Please enter your name here