ଦିଲ୍ଲୀର ଉପରାଜ୍ୟପାଳ ଅନୀଲ ବୈଜଲ ଇସ୍ତଫା ଦେଇଛନ୍ତି । ବ୍ୟକ୍ତିଗତ କାରଣ ପାଇଁ ନିଜ ଇସ୍ତଫା ପତ୍ର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ପାଖକୁ ପଠାଇଛନ୍ତି । ପୂର୍ବ ଆଇଏଏସ ଅଧିକାରୀ ବୈଜଲ ୩୧ ଡିସେମ୍ବର ୨୦୧୬ରେ ଉପରାଜ୍ୟପାଳ ଭାବେ ଦାୟିତ୍ୱ ନେଇଥିଲେ ।

LEAVE A REPLY

Please enter your comment!
Please enter your name here