ନୂଆଦିଲ୍ଲୀ ସ୍ଥିତ ଏମ୍ସ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରି ଆଜି ପ ଞ୍ଚଭୂତରେ ଲୀନ ହୋଇ ଯାଇଛନ୍ତି ଅରୁଣ ଜେଟଲୀ । ଦିଲ୍ଲୀର ନିଗମବୋଧ ଘାଟରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଛି । ପୁଅ ରୋହନ ମୁଖାଗ୍ନି ଦେଇ ବାପାଙ୍କୁ ଅନ୍ତିମ ବିଦାୟ ଦେଇଛନ୍ତି । ତାଙ୍କ ଶେଷ କୃତ୍ୟ ସମୟରେ ସେଠାରେ ବିଭିନ୍ନ ରାଜନୀତିକ ଦଳର ନେତା ଓ ତାଙ୍କର ଶୁଭେଚ୍ଛୁ ମାନେ ଉପସ୍ଥିତ ଥିଲେ । ତାଙ୍କ ବିୟୋଗରେ ସମଗ୍ର ଦେଶରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି ।

LEAVE A REPLY

Please enter your comment!
Please enter your name here