ଉତ୍ତର ପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂହଙ୍କ ପରଲୋକ । ମୃତ୍ୟୁ ବେଳକୁ ତାଙ୍କୁ 89 ବର୍ଷ ବୟସ ହୋଇଥିଲା । ସେ ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଦୁଇଥର କାର୍ଯ୍ୟ କରିଛନ୍ତି । ପ୍ରଥମ ଥର ମୁଖ୍ୟମନ୍ତ୍ରୀ ଥିବା ସମୟରେ 1992 ରେ ଅଯୋଧ୍ୟାସ୍ଥିତ ବିବାଦୀୟ ବାବ୍ରିମସଜିଦକୁ କରସେବକମାନେ ଭାଙ୍ଗି ଦେଇଥିଲେ । କଲ୍ୟାଣ ସିଂଙ୍କ ଦେହାନ୍ତରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି ।

LEAVE A REPLY

Please enter your comment!
Please enter your name here