ଜମ୍ମୁ-କଶ୍ମୀର ଶୋପିଆନ୍‌ରେ ମଙ୍ଗଳବାର ସୁରକ୍ଷାବଳ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ୨ ଜଣ ହିଜବୁଲ୍‌ ମୁଜାହିଦ୍ଦିନ୍‌ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ମୃତ ଆତଙ୍କବାଦୀଙ୍କୁ ମହମ୍ମଦ ଇଦ୍ରିଶ୍‌ ସୁଲତାନ ଏବଂ ଅମୀର ହୁସେନ୍‌ ଭାବେ ଚିହ୍ନଟ କରାଯାଇଛି। ସେମାନଙ୍କଠାରୁ ଅନେକ ଅସ୍ତ୍ରଶସ୍ତ୍ର ଜବତ ହୋଇଥିବା ଭାରତୀୟ ସୁରକ୍ଷା ମୁଖପାତ୍ର ସୂଚନା ଦେଇଛନ୍ତି।

LEAVE A REPLY

Please enter your comment!
Please enter your name here