ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଗୋପାଳମାଳ ନିକଟରେ ଦୁର୍ଘଟଣା । ଘଟଣାସ୍ଥଳରେ ତିନିଜଣଙ୍କ ମୃତ୍ୟୁ । ଗୋପାଳମାଳ ନିକଟରେ ଏକ ଡମ୍ପର ଅଟୋକୁ ଧକ୍କା ଦେବା ଫଳରେ ଅଟୋରେ ବସିଥିବା ଦୁଇ ମହିଳା ଓ ଜଣେ ଶିଶୁ ଘଟଣାସ୍ଥଳରେ ପ୍ରାଣ ହରାଇଥିଲେ । ଆଉଜଣେ ଗୁରୁତର ଆଙତ ହୋଇଥିବା ଜଣାପଡିଛି। ଗୁରୁତରଙ୍କୁ ଚିକିତ୍ସା ପାଇଁ ହସପିଟାଲରେ ଭର୍ତ୍ତି କରାଯାଇଛି । ତେବେ ଦୁର୍ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ କିଛି ସମୟ ପାଇଁ ଉତ୍ତେଜନା ପ୍ରକାଶ ପାଇଥିଲା ।

LEAVE A REPLY

Please enter your comment!
Please enter your name here