ସାରା ରାଜ୍ୟରେ ଜାରି ରହିଛି ଅସହ୍ୟ ଗ୍ରୀଷ୍ମ ଲହରୀ । ଭୁବନେଶ୍ୱରରେ ପ୍ରବଳ ଖରା ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ଲୋକେ । ରାସ୍ତା କଡରେ ଗଛଟିଏ ନଥିବାରୁ ରାସ୍ତାରେ ଯିବା ଆସିବା କରିବା ମୁସ୍କିଲ ହୋଇପଡୁଛି । ଭୁବନେଶ୍ୱରରେ ୪୯.୪ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ଆଗାମୀ ଦିନରେ ଆହୁରି ପ୍ରବଳ ଖରା ହେବ ବୋଲି ପାଣିପାଗ ବିଭାଗ ପୁର୍ବାନୁମାନ କରିଛି ।

LEAVE A REPLY

Please enter your comment!
Please enter your name here