ଆଜିଠୁ ଦୁଇ ଦିନ ବର୍ଷା, କମିବ ଶୀତ । ପଶ୍ଚିମା ଛଡ ପ୍ରଭାବରେ ଆଜି ଓ ଆସନ୍ତାକାଲି ଦୁଇଦିନ ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ସମ୍ଭାବନା ରହିଛି । ବିଶେଷକରି ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଏଥିସହ ରାଜ୍ୟରେ ରାତି ତାପମାତ୍ରା ସ୍ୱାଭାବିକ ଠାରୁ ୩ରୁ ୪ ଡିଗ୍ରୀ ଅଧିକ ରହିଛି । ଏହାର ପ୍ରଭାବରେ କମିଛି ଶୀତ । ରାଜ୍ୟର ୭ଟି ଜିଲ୍ଲାରେ ଘନ କୁହୁଡି ଆଶଙ୍କା । ସତର୍କତା ଜାରି କରିଛନ୍ତି ଏସଆରସି ।

LEAVE A REPLY

Please enter your comment!
Please enter your name here