ଆରପାରିରେ ଓଡ଼ିଶାର ସୁପ୍ରସିଦ୍ଧ ତବଲାବାଦକ ତଥା ସଙ୍ଗୀତ ନିର୍ଦ୍ଦେଶକ ରାଧାକାନ୍ତ ନନ୍ଦ | ଦୀର୍ଘ ଦିନ ଧରି କର୍କଟ ରୋଗରେ ପୀଡିତ ଥିବା ବେଳେ ଆଜି ଚିକିତ୍ସାଧୀନ ଅବସ୍ଥାରେ ସେ ନିଜର ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି | ‘ହରିବୋଲ’ ନାଆଁରେ ଓଡ଼ିଶା ସଙ୍ଗୀତ ଜଗତରେ ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ | କଟକର ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ଘଟିଛି | ତାଙ୍କ ପରଲୋକ ଖବର ପ୍ରଚାର ହେବା ପରେ ସମଗ୍ର ଓଲିଉଡ଼ ଜଗତ ସହ ତାଙ୍କ ପ୍ରିୟ ଦର୍ଶକମାନେ ମର୍ମାହତ ହୋଇପଡିଛନ୍ତି |

LEAVE A REPLY

Please enter your comment!
Please enter your name here