ସାରା ରାଜ୍ୟରେ ଅଗ୍ନି ବର୍ଷା । ରାଜ୍ୟରେ ତାତି ଆଜି ମଧ୍ୟ ୪୦ ଡିଗ୍ରୀ ସେଲସିୟସ ପାର୍ କରିଛି । ତିନୋଟି ସହର ୪୦ ଉପରେ ରହିଛି । ବଲାଙ୍ଗୀରରେ ସର୍ବାଧିକ ୪୦ ଦଶମିକ ୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ଆହୁରି ଦୁଇ ଦିନ ତାତି ବଢିବ । ଅସହ୍ୟ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର କିଛି ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ । ପାରଦ ସ୍ୱାଭାବିକ ଠାରୁ ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ ।

LEAVE A REPLY

Please enter your comment!
Please enter your name here