ଏପ୍ରିଲ ୧୮ରୁ ଖରାଛୁଟି ପାଇଁ ରାଜ୍ୟ ସରକାର ଘୋଷଣା କରିଛନ୍ତି । ପ୍ରଚଣ୍ଡ ଗ୍ରୀଷ୍କ ପ୍ରବାହ ପାଇଁ ଆଗୁଆ ଖରା ଛୁଟି ଘୋଷଣା କରାଯାଇଛି । ସ୍ୱତନ୍ତ୍ର ରିଲିଫ କମିଶନର ବିଷ୍ଣୁପଦ ସେଠୀଙ୍କ ସୁଚନା । ତେବେ ରାଜ୍ୟର ଅନେକ ଜିଲ୍ଲାରେ ତାପମାତ୍ରା ୪୦ ଡିଗ୍ରୀରୁ ଅଧିକ ଥିବାରୁ ଏଭଳି ନିଷ୍ପତି ନିଆଯାଇଛି ।

LEAVE A REPLY

Please enter your comment!
Please enter your name here