ଓଡିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ଯଶଓ୍ବନ୍ତ ସିଂହଙ୍କୁ ନିଯୁକ୍ତି । ସୁପ୍ରିମକୋର୍ଟ କଲେଜିୟମ ଜଷ୍ଟିସ ସିଂହଙ୍କୁ ଏହି ନିଯୁକ୍ତି ଦେଇଛନ୍ତି । ଏବେ ଓଡିଶା ହାଇକୋର୍ଟରେ ବରିଷ୍ଠ ବିଚାରପତି ଭାବେ କାର୍ଯ୍ୟ କରୁଛନ୍ତି ଜଷ୍ଟିସ ସିଂହ ।

LEAVE A REPLY

Please enter your comment!
Please enter your name here