ବିଶିଷ୍ଟ କବି ହୃଷିକେଷ ମଲ୍ଲିକଙ୍କୁ ମିଳିବ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର । କବିତା ପୁସ୍ତକ “ସରିଯାଇଥିବା ଅପେରା” ତାଙ୍କୁ ଏହି ପୁରସ୍କାର ପ୍ରଦାନ କରାଯିବ । ସେହିପରି ଦିଗରାଜ ବ୍ରହ୍ମା ବାଲ୍ ସାହିତ୍ୟ ଏକାଡେମୀ ପୁରସ୍କାର ପାଇବା ପାଇଁ ମନୋନୀତ ହୋଇଛନ୍ତି । ‘ଗୀତ କହେ ମାଟିର କଥା’ ପୁସ୍ତକ ପାଇଁ ତାଙ୍କୁ ଏହି ପୁରସ୍କାର ପ୍ରଦାନ କରାଯିବ । ସେହିପରି ‘ସ୍ପର୍ଶ ଓ ଅନ୍ୟାନ୍ୟ ଗଳ୍ପ’ ପାଇଁ ଯୁବ ପୁରସ୍କାର ପାଇବେ ଦେବବ୍ରତ ଦାସ ।

LEAVE A REPLY

Please enter your comment!
Please enter your name here