ଚାକିରିଆଙ୍କ ପାଇଁ କାଲିଠୁ କଟକ-ଭୁବନେଶ୍ୱର ମଧ୍ୟରେ ଚଳାଚଳ କରିବ ବସ୍। କାଲିଠୁ OSRTCର ଗୋଟିଏ ବସ୍ କଟକ-ଭୁବନେଶ୍ୱର ମଧ୍ୟରେ ଚାଲିବ। ବସ୍‌ଟି ଅଫିସ୍‌ ଟାଇମ୍‌ରେ ଯା’ଆସ କରିବ ଓ ଭଡ଼ା ୩୦ଟଙ୍କା ରଖାଯାଇଛି। ଏନେଇ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ସୂଚନା ଦେଇଛନ୍ତି।

ଲକ୍‌ଡାଉନ୍‌ ଯୋଗୁ ରାଜ୍ୟରେ ବସ୍‌ ଚଳାଚଳ ବନ୍ଦ ରହିଛି। କରୋନା ଯୋଗୁ ଅଧିକ ପ୍ରଭାବିତ ହୋଇନଥିବା ଅଞ୍ଚଳରେ କଟକଣା କୋହଳ ହୋଇଥିବା ବେଳେ ଅଧିକ ସଂକ୍ରମିତ ହୋଇଥିବା ଅଞ୍ଚଳରେ କଟକଣା ଏ‍ବେବି ଜାରି ରହିଛି।

LEAVE A REPLY

Please enter your comment!
Please enter your name here