କାଲିଠୁ ରାଜ୍ୟରେ ବଦଳିବ ପାଗ । ବଙ୍ଗୋପସାଗରରେ ଆର୍ଦ୍ରରେଖା ପ୍ରଭାବରେ ଦୁଇ ଦିନ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । କାଲି ୬ ଜିଲ୍ଲା ଏବଂ ୪ ତାରିଖ ପାଇଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କାଲି ବରଗଡ, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, ଦେବଗଡ, କେନ୍ଦୁଝରରେ ବର୍ଷିବ ।

LEAVE A REPLY

Please enter your comment!
Please enter your name here