ରାଜଧାନୀରରେ ଚାଞ୍ଚଲ୍ୟ । ସଫ୍ଟୱେର ଇଞ୍ଜିନିୟରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ଭୁବନେଶ୍ୱର ଶୈଳଶ୍ରୀବିହାର ଅଞ୍ଚଳରେ ଏକ ଭଡା ଘରୁ ଯୁବତୀଙ୍କ ମୃତଦେହ ମିଳିଛି । ମୃତ ଯୁବତୀଙ୍କ ଘର ଭଦ୍ରକ ଅଞ୍ଚଳର ହୋଇଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ପୋଲିସ ତଦନ୍ତ ଜାରି ରଖିଛି । ତେବେ ଯୁବତୀ ଜଣଙ୍କ କାହିଁକି ଆତ୍ମହତ୍ୟା କଲେ କାରଣ ଅସ୍ପଷ୍ଟ ରହିଛି ।

LEAVE A REPLY

Please enter your comment!
Please enter your name here