Rains lash Noida on Aug 5, 2019. (Photo: IANS)

କେରଳ ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଜୁନ 1 ତାରିଖରେ ମୌସୁମୀ କେରଳ ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଥିଲେ ହେଁ ଆକଳନର ତିନିଦିନ ପୂର୍ବରୁ ମୌସୁମୀ କେରଳ ଛୁଇଁଛି । ନିର୍ଦ୍ଧାରିତ ସମୟରେ ମୌସୁମୀ ଓଡିଶା ଛୁଇଁବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ସାଧାରଣତଃ ଜୁନ 10 ତାରିଖ ସୁଦ୍ଧା ମୌସୁମୀ ବାୟୁ ଓଡିଶା ପ୍ରବେଶ କରିଥାଏ । ଚଳିତବର୍ଷ ମୌସୁମୀ ଠିକ ସମୟରେ ଓଡିଶା ଛୁଇଁବ ବୋଲି ଆକଳନ କରାଯାଇଛି ।

LEAVE A REPLY

Please enter your comment!
Please enter your name here