ଖରାଛୁଟିରେ ସ୍କୁଲରେ ପିଲାଙ୍କ ପାଇଁ ହେବ ଏକ୍ସଟ୍ରା କ୍ଲାସ । ପାଠପଢାରେ ଦୁର୍ବଳ ଥିବା ପିଲାଙ୍କ କ୍ଲାସ ନେବେ ଶିକ୍ଷକ । ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ସୂଚନା । ଛୁଟି ସମୟରେ ବି ଶିକ୍ଷକମାନଙ୍କ ରୋଟେସନ ଡ୍ୟୁଟି ଥାଏ । ସେହି ସମୟରେ ଡ୍ୟୁଟିକୁ ଆସୁଥିବା ଶିକ୍ଷକ ଏକ୍ସଟ୍ରା କ୍ଲାସ ନେବେ । ଶିକ୍ଷକମାନଙ୍କୁ ଖରାଛୁଟି ମିଳିବନି ଯାହା କୁହାଯାଉଛି , ସେମିତି ନୁହେଁ ।

LEAVE A REPLY

Please enter your comment!
Please enter your name here