କନ୍ଧମାଳ କୋଟଗଡରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଗଛରେ ପିଟିହୋଇଛି ଭ୍ୟାନ୍ । ଫଳରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । କୋଟଗଡ ଥାନା କୁଟିବାଲି ନିକଟରେ ଏହି ଦୁର୍ଘଟଣା ଘଟିଛି । ଭ୍ୟାନରେ ଥିବା ୩୦ରୁ ଅଧିକ ଲୋକ ଗୁରୁତର ଆହତ ହୋଇଛନ୍ତି । କୋଟଗଡରୁ ଟିଆମହା ଯିବା ବେଳେ ଭ୍ୟାନ ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ।

LEAVE A REPLY

Please enter your comment!
Please enter your name here