ଆଜି ବି ଚାଲି ପାରିଲା ନାହିଁ ବିଧାନସଭା । ଗୃହକାର୍ଯ୍ୟ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଥିଲା । କଂଗ୍ରେସ ଏବଂ ବିଜେପି ସଦସ୍ୟମାନେ ଘଣ୍ଟ ବଜାଇବା ସହିତ ପ୍ଲାକାର୍ଡ ଦେଖାଇ ପ୍ରତିବାଦ କରିଥିଲେ । ବିଜେପି କର୍ମୀଙ୍କୁ ପୋଲିସ ମାଡ ମାରିଥିବା ଅଭିଯୋଗ କରି ବିଜେପି ସଦସ୍ୟମାନେ ପ୍ଲାକାର୍ଡ ଦେଖାଇଥିଲେ । ଏଥିଯୋଗୁଁ ଦିନ ୧୧ଟା ୩୦ ପର୍ଯ୍ୟନ୍ତ ଗୃହକୁ ମୁଲତବୀ ଘୋଷଣା କରାଯାଇଥିଲା ।

LEAVE A REPLY

Please enter your comment!
Please enter your name here