ପ୍ରାଇସ, ପେନସନ ଓ ପ୍ରେଷ୍ଟିଜ ଦାବିରେ ପୁଣି ଆନ୍ଦୋଳନକୁ ଓହ୍ଲାଇଛି ନବନିର୍ମାଣ କୃଷକ ସଂଗଠନ । ଦାବି ହାସଲ ଲାଗି ରାଜଧାନୀରେ ଅର୍ଥନୈତିକ ଅବରୋଧ କରିବା ସହ ଆଇନକୁ ହାତକୁ ନେବାକୁ ଧମକ ଦେଇଥିଲା ସଙ୍ଗଠନ । ନବନିର୍ମାଣ କୃଷକ ସଂଗଠନର ହଜାର ହଜାର ଚାଷୀ ଲୋୟର ପିଏମଜିରେ ବିରାଟ ସମାବେଶ କରିବାକୁ ଭୁବନେଶ୍ୱର ଆସୁଥିଲେ । ତେବେ ଭୁବନେଶ୍ୱରରେ ପହଞ୍ଚିବା ପୂର୍ବରୁ ବିଭିନ୍ନ ସ୍ଥାନରେ ଶହ ଶହ ଚାଷୀଙ୍କୁ ଅଟକାଇଛି ପୋଲିସ୍ । ହଂସପାଳ ପୋଲିସ ଓ ଚାଷୀଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଛି ।

LEAVE A REPLY

Please enter your comment!
Please enter your name here